କନଷ୍ଟେବଲ ନିଯୁକ୍ତି ମାମଲାରେ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି ହାଇକୋର୍ଟ ।

ଇଣ୍ଡିଆନ ରିଜର୍ଭ ବାଟାଲିଅନ (ଆଇଆରବି) କନେଷ୍ଟବଲ ସିପାହି ନିଯୁକ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ ସମ୍ମତି ପରେ କୋର୍ଟ ଏନେଇ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏ ନେଇ ବସିଥିଲା ବୈଠକ । ବୟସ ୩ ବର୍ଷ କୋହଳ ନେଇ ନିଷ୍ପତ୍ତି ନେର କୋଟଙ୍କୁ ଜଣାଇଥିଲେ ଏଜି ।

Ad 13