ପୁଣି ବଢିଲା ସୁନା ଦର

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୩୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୨୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୩୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୨୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୩୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୩୫୦ ଟଙ୍କା ରହିଛି ।ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୦୯୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୧,୦୯୦ ଟଙ୍କା ଥିଲା ।

Ad 13