ରାସନ କାର୍ଡ କଟିଥିଲେ ଆଉଥରେ କରନ୍ତୁ ଆବେଦନ
E-KYCରେ ଗରିବଙ୍କ ରାସନ କାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, E-KYCରେ ଯେଉଁ ଗରିବଙ୍କର କାର୍ଡ କଟିଛି ମୋତେ କୁହନ୍ତୁ । ଆମ ପାଖରେ ପର୍ଯ୍ୟାପ୍ତ କାର୍ଡ ଅଛି, ଆମେ ନୂଆ ଲୋକଙ୍କୁ ଦେବୁ । ଯଦି ଭୁଲରେ କଟିଯାଇଛି, ଆଉ ଥରେ ଆବେଦନ କରନ୍ତୁ, ସର୍ଭେ କରିକି ଦେବୁ ବୋଲି ମନ୍ତ୍ରୀ କହିଛନ୍ତି।ପାଖାପାଖି ୧ ଲକ୍ଷ ଲୋକଙ୍କ ରାସନ କାର୍ଡ କଟିଛି ।ଇନକମ ଟ୍ୟାକ୍ସ ଦେଉଥିବା, ଭଲ ଚାକିରି କରିଥିବା ଲୋକଙ୍କ କାର୍ଡ କଟାଯାଇଛି ।