ଆସନ୍ତା ୨୫ ତାରିଖରେ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ହେବ ଅଲ୍‌ ଓଡ଼ିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ୍‌

ରାଜ୍ୟରେ ବଢୁଥିବା ଦୁଷ୍କର୍ମକୁ ନେଇ ପ୍ରତିବାଦ କରିବ ବିଜେଡି । ଆସନ୍ତା ୨୫ ତାରିଖ ରାଜ୍ୟର ସବୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ବିଜେଡ଼ି ପକ୍ଷରୁ ପ୍ରତିବାଦ କରାଯିବ । ଛାତ୍ର ଛାତ୍ରୀ ମାନେ ଶ୍ରେଣୀ ବର୍ଜନ କରିବା
Read More...

ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ।

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ୩୨୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବାବେଳେ
Read More...

ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ସରକା ନେଲେ ନିଷ୍ପତ୍ତି

ପରୀକ୍ଷା ପରିଚାଳନା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରଙ୍କ ଅଧୀନରେ ନିଯୁକ୍ତି ସଂସ୍ଥା ଦ୍ୱାରା ପରିଚାଳିତ ବିଭିନ୍ନ ନିଯୁକ୍ତି ପରୀକ୍ଷା ପାଇଁ ଫି ଛାଡ଼ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ
Read More...

୨୭ ଯାଏଁ ରାଜ୍ୟର ଏହି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

ଆସନ୍ତା ୨୫ ତାରିଖରେ ବଙ୍ଗୋପାସାଗର ଉପରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ
Read More...

ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାକୁ ନେଇ କଣ କହିଲେ ଡାକ୍ତର ???

ମୁମ୍ବାଇରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର । କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ସର୍ଭାଇକାଲ ଆର୍ଥ୍ରାଇଟିସର ସଫଳ ଅସ୍ତ୍ରୋପଚାର ହୋଇଛି । ବର୍ତ୍ତମାନ ନବୀନ ସମ୍ପୂର୍ଣ୍ଣ
Read More...

ଖମନଖୋଲ ପଞ୍ଚାୟତର ବହୁବିଧି ସମସ୍ୟା ମନ୍ତ୍ରୀଙ୍କୁ ଜଣାଇଲେ ଅଞ୍ଚଳ ବାସୀ

ବାଲିଗୁଡା, ତା, ୨୨/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଖମନଖୋଲ ପଞ୍ଚାୟତ ରେ ଆଜକୁ ଦୀର୍ଘ ଦିନ ହେଲା ବହୁବିଧି ସମସ୍ୟା ମଧ୍ୟରେ ରହିଛି, ଯାହାକି, ଉକ୍ତ ପଞ୍ଚାୟତ ଅଞ୍ଚଳରେ ଶିକ୍ଷା
Read More...

ଟିକାବାଲିରେ କଂଗ୍ରେସ ର ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ବାଲିଗୁଡା, ତା, ୨୨/୦୬ : (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିରେ ରବିବାର କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟିମ ପହଞ୍ଚିଛନ୍ତି। କଂଗ୍ରେସର ଏହି ଫ୍ୟାକ୍ଟ ଫାଇଣ୍ଡିଂ
Read More...

ରାଜ୍ୟ ସ୍ତରିୟ ଟ୍ରାପ ସୁଟିଙ୍ଗ ଚାମ୍ପିୟନସିପରେ ଭାଗ ନେଲେ ଥୁଆମୂଳ ରାମପୁର ବ୍ଲକ୍ ରୁ ସୁଭମ୍ l

ଥୁଆ ମୂଳ ରାମପୁର,୨୨/୦୬-(ଦୁର୍ଗା କୀର୍ତ୍ତି):- ସେ ଦୁର୍ଗମ, ପଛୁଆ ଅଞ୍ଚଳ ଆଉ ପଛାରେ ନାହିଁ l ସେ ଶିକ୍ଷା, ଦୀକ୍ଷା, କଲା, ସଂସ୍କୃତି ଠାରୁ ଆରମ୍ଭ କରି ଅନେକ କ୍ଷେତ୍ର ରେ ଏହି ବ୍ଲକ୍ ଆଗକୁ ଯାଉଥିବା ବେଳେ
Read More...

ଆଦିବାସୀ ମହାବିଦ୍ୟାଳୟରେ ଯୋଗ ଦିବସ ପାଳିତ

ବାଲିଗୁଡା, ତା, ୨୧/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଶନିବାର ସକାଳ ୬ଟାରୁ ସମବେତ ପ୍ରାର୍ଥନା ଗାନ ସହ ହରିତ୍ ଯୋଗ ଦିବସ ପାଳନ ହୋଇ
Read More...

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଯୋଗ ଅଭ୍ୟାସ ଅନୁଷ୍ଠିତ l

ସୁସ୍ଥ ଜୀବନ ପାଇଁ ଯୋଗ ଅମୂଲ୍ୟ ଔଷଧ ଥୁଆମୁଳ ରାମପୁର,୨୧/୦୬-(ଦୁର୍ଗା କୀର୍ତ୍ତି):- ମଣିଷ ଜୀବନକୁ ସରସ ସୁନ୍ଦର ଭାବରେ ଗଢିତୋଳିବା ନିହାତି ଭାବରେ ଆବଶ୍ୟକତା ରହିଛି ଏହା ପାଇଁ ଯୋଗ ଏକ ଅପରିହାର୍ଯ୍ୟ ସୂତ୍ରଧର।
Read More...

ଯାଜପୁର ଓ କେନ୍ଦୁଝରରେ ସଂକ୍ରମଣ ହ୍ରାସ

ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ହ୍ରାସ ପାଇଛି ହଇଜା ସଂକ୍ରମଣ । ବିଭିନ୍ନ ବିଭାଗ ମାନଙ୍କର କ୍ଷେତ୍ର ସ୍ତରରେ ସମନ୍ୱିତ ଏବଂ ଏକାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ସ୍ବାସ୍ଥ୍ୟ ଓ
Read More...

ନବୀନଙ୍କ ଆଶୁ ଆରୋଗ୍ୟ କାମନା କରି ରାମ ମନ୍ଦିରରେ ପ୍ରଦୀପ ପ୍ରଜ୍ୱଳନ

ସର୍ଭିକାଲ ଆଥ୍ରାଇଟିସ ଚିକିତ୍ସା ପାଇଁ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଗତକାଲି ମୁମ୍ବାଇ ଯାଇ ନବୀନ ମେଡିକାଲରେ
Read More...

ପୋଖରୀ ଭିତରୁ ଆସୁଛି ବିକଟାଳ ଶବ୍ଦ । ଲୋକେ ଭୟଭୀତ।

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସଙ୍କୁରି ଗ୍ରାମରେ ଆଶ୍ଚର୍ଯ୍ୟଜନକ ଘଟଣା । ଗ୍ରାମର ପୋଖରୀ ଭିତରୁ ବାହାରୁଛି ଅଜବ ଶବ୍ଦ । ମେସିନ ଚାଲିବା ଶବ୍ଦ ସହ ଘୁ ଘୁ ଗର୍ଜନ ଶବ୍ଦରେ ସମଗ୍ର ଅଞ୍ଚଳ ପ୍ରକମ୍ପିତ।ଯାହାକୁ ନେଇ ଗାଁ
Read More...

ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍।

ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦାମ୍‌ । ଲିଟର ପିଛା ୨ ଟଙ୍କା ମହଙ୍ଗା ହେଲା ଓମ୍‌ଫେଡ୍‌ କ୍ଷୀରର ଦାମ୍‌ । ଓମ୍‌ଫେଡ୍‌ର ପ୍ରିମିୟମ କ୍ଷୀର ଦର ଅଧ ଲିଟର ଦାମ୍‌ ୨୬ଟଙ୍କାରୁ ବଢି ୨୭ ଟଙ୍କା ହୋଇଛି । ବାକି
Read More...

୨୦୨୪ ଲୋକସଭା ନିର୍ବାଚନ ପ୍ରଚାରରେ ସର୍ବାଧିକ ଖର୍ଚ୍ଚ କଲା ବିଜେପି ପରେ କଂଗ୍ରେସ

ବିଜେପି ୨୦୨୪ ଲୋକସଭା ନିର୍ବାଚନ ଜିତିବା ପାଇଁ ପାଖାପାଖି ୧୪୯୪ କୋଟି ଟଙ୍କା ଖର୍ଚ୍ଚ କରିଛି। ଯାହା ମୋଟ ନିର୍ବାଚନ ଖର୍ଚ୍ଚର ୪୪.୫୬% ବୋଲି କୁହାଯାଇଛି। ନିର୍ବାଚନ ସଂସ୍କାର ପାଇଁ କାର୍ଯ୍ୟ କରୁଥିବା ‘ଆସୋସିଏସନ ଫର
Read More...

ବିଶ୍ବର ପ୍ରଥମ HIV ପ୍ରତିରୋଧକ ଇଞ୍ଜେକ୍ସନକୁ ଆମେରିକା FDIର ମଞ୍ଜୁରୀ ।

ଏଚଆଇଭି ଏକ ବିପଦପୂର୍ଣ୍ଣ ଭାଇରସ। ଆଜି ପର୍ଯ୍ୟନ୍ତ ଏଚଆଇଭି ସଂକ୍ରମଣକୁ ସମ୍ପୂର୍ଣ୍ଣ ଭାବରେ ଆରୋଗ୍ୟ କରିବା ପାଇଁ କୌଣସି ଔଷଧ କିମ୍ବା ଟୀକା ତିଆରି ହୋଇନାହିଁ। ତେବେ ଆଶ୍ବସ୍ତିର କଥା ହେଉଛି ଚିକିତ୍ସା ବିଜ୍ଞାନ ଏହି
Read More...