ଆଜି ବୁଧବାର। କେମିତି ରହିଛି ଆଜିର ରାଶିଫଳ??

ମେଷ:ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।

ବୃଷ:ଆଗକୁ ବଢ଼ନ୍ତୁ ଏବଂ ବନ୍ଧୁ ଓ ପରିବାରବର୍ଗଙ୍କ ସହ ମିଶି କିଛି ଭଲ କାର୍ଯ୍ୟ କରନ୍ତୁ । ଆଜି ଆପଣ ନିଜର ସମସ୍ତ କାର୍ଯ୍ୟକୁ ଗୋଟିଏ ପାଖରୁ ରଖି କେବଳ ମନୋରଞ୍ଜନ କରନ୍ତୁ କାରଣ ଜୀବନରେ ଏହା ମଧ୍ୟ ଜରୁରୀ ।|

ମିଥୁନ:ଏହି ସମୟରେ ଆପଣଙ୍କ ସମ୍ପର୍କରେ ବିଶ୍ୱାସ ବଢିଯିବ । ଆପଣ ନଜ ଆତ୍ମୀୟଜନଙ୍କ ପାଖକୁ ଆସିବେ ଏବଂ ନିଜ ଜୀବନରେ ସେମାନଙ୍କର ମହତ୍ତ୍ୱ ବୁଝିପାରିବେ ।|

କର୍କଟ:କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।|

ସିଂହ:ଆଜି ଆପଣ ବହୁତ ସନ୍ତୁଷ୍ଟ ଅନୁଭବ କରିବେ ଏବଂ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯିବା ପାଇଁ ଚ଼ାହିଁବେ । ଭଲଭାବେ ପ୍ରସ୍ତୁତ ହୋଇ ନିଜ ବନ୍ଧୁମାନଙ୍କ ସହ ବାହାରକୁ ଯାଆନ୍ତୁ ଏବଂ ଖୁବ୍ ମଜ୍ଜା କରନ୍ତୁ ।|

କନ୍ୟା:ଆପଣ ଆଜି ଆଇନା ସାମନାରେ ବହୁ ସମୟ ବସିବେ କାରଣ ଏକ ସାମାଜିକ ସମାରୋହରେ ଆପଣ ବହୁତ ସୁନ୍ଦର ଦେଖାଯିବା ପାଇଁ ଚାହାଁନ୍ତି ।|

ତୁଳା:ଆଜି ସଂଦ୍ଧ୍ୟାରେ ହୋଇଥିବା ସମାରୋହ ଏକ ମହତ୍ତ୍ୱପୂର୍ଣ୍ଣ ପୂରା କରିବ । ବୋଧହୁଏ ଯେ କୌଣସି ମହତ୍ତ୍ୱପୂର୍ଣ୍ଣ ଚ଼ୁକ୍ତି ହେଇପାରେ କିମ୍ବା କୌଣସି ପରିଯୋଜନାକୁ ଶେଷ ରୂପେ ମିଳିପାରେ ।|

ବିଛା:ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|

ଧନୁ:ଆଜିର ଦିନଟି ଖୁବ୍ ଖୁସିର ଦିନ ଏବଂ ଏହାର ପୁରାପୂରୀ ଲାଭ ଉଠାନ୍ତୁ । ଆଜି ଆପଣଙ୍କୁ ନିଜ କର୍ମମୟ କିଛି ସମୟ ଜୀବନରୁ ଛୁଟି ନିଅନ୍ତୁ । ଆପଣ ନିଜ ଆତ୍ମୀୟଙ୍କ ସହ କୌଣସି ସ୍ଥାନକୁ ବୁଲିଯାଇପାରନ୍ତି ।|

ମକର:ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।|

କୁମ୍ଭ:ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|

ମୀନ: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।