ପୁଣି ସମସ୍ତ ରେକର୍ଡ ଭାଙ୍ଗି ୧ ଲକ୍ଷ ଟଙ୍କା ଟପିଲା ସୁନା ଦର ।
ଆଜି ପୁଣି ବଢ଼ିଲା ସୁନା ଦର । ଆନ୍ତର୍ଜାତୀୟ ସ୍ତରରେ ସୁନାର ଦର ବୃଦ୍ଧି ପାଉଥିବାରୁ ଏହାର ପ୍ରଭାବ ଭାରତୀୟ ବଜାରରେ ଅନୁଭୂତ ହେଉଛି ।୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୧,୪୦୦ ଟଙ୍କାରେ ପହଞ୍ଚିଛି ।!-->…
Read More...
Read More...