ରେଳ ବିଭାଗର ବଡ଼ ନିଷ୍ପତ୍ତି ;ଏବେ ତତ୍କାଳ ଟିକେଟ୍ ପାଇଁ ଇ-ଆଧାର ବାଧ୍ୟତାମୂଳକ

ଭାରତୀୟ ରେଳବାଇ ତତ୍କାଳ ଟିକେଟ୍ ବୁକିଂ ପାଇଁ ଇ-ଆଧାରକୁ ବାଧ୍ୟତାମୂଳକ କରିବାକୁ ନିଷ୍ପତ୍ତି ନେଇଛି । ଏହି ନୂଆ ନିୟମ ଅନୁଯାୟୀ, ଯାତ୍ରୀମାନଙ୍କୁ ତତ୍କାଳ ଟିକେଟ୍ ବୁକ୍ କରିବା ପାଇଁ ଇ-ଆଧାର ବ୍ୟବହାର କରିବାକୁ
Read More...

କଟକ ରେଳ ଷ୍ଟେସନରେ କନଷ୍ଟେବଳଙ୍କ ସାହସିକତା, ବଞ୍ଚାଇଲେ ଯାତ୍ରୀଙ୍କ ଜୀବନ

କଟକ ରେଳ ଷ୍ଟେସନରେ ଗୁରୁବାର ଦିନ ଜଣେ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜିଛନ୍ତି କନଷ୍ଟେବଳ ଟୁଲୁ ବେହେରା। ଜଣେ ୪୪ ବର୍ଷୀୟ ଯାତ୍ରୀଙ୍କୁ ଚଳନ୍ତା ଟ୍ରେନରୁ ଖସି ପଡ଼ିବାରୁ ରକ୍ଷା କରିଥିଲେ।ଘଟଣା ଅନୁଯାୟୀ, ମହମ୍ମଦ
Read More...

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ ।

ଚଳିତ ଜୁନ୍‌ରେ ସରିବ ରାସନ୍‌ କାର୍ଡ ପାଇଁ ଇ-କେୱାଇସି ଯାଞ୍ଚ । ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁମାନେ E-KYC କରିନାହାନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ ବୋଲି
Read More...

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ । ଓଡ଼ିଶା ଆସିବା ନେଇ PMO ପକ୍ଷରୁ ସୂଚନା
Read More...

ଆଜି ବିଶ୍ୱ ପରିବେଶ ଦିବସ।

ଆଜି ବିଶ୍ୱ ପରିବେଶ ଦିବସ। ପ୍ରତିବର୍ଷ ଜୁନ ମାସ ୫ ତାରିଖ ଦିନ ଏହି ଦିବସ ପାଳନ ହୁଏ। ଏହି ଦିନ ପାଳନ କରିବାର ମୁଖ୍ୟ କାରଣ ହେଉଛି ଲୋକଙ୍କୁ ପରିବେଶ ବିଷୟରେ ଅବଗତ କରାଇବା।ଆଜିକାଲିର ପରିସ୍ଥିତିରେ ଆମ ପରିବେଶ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଗତ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ
Read More...

ଆଜିର ଦିନ ଜୁନ୍ ୪ ତାରିଖ।ସରକାର ପରିବର୍ତ୍ତନକୁ ପୂରିଲା ବର୍ଷେ

ଆଜିର ଦିନ ଜୁନ୍ ୪ ତାରିଖ। ଓଡିଶା ରାଜନୈତିକ ଇତିହାସରେ ପରିବର୍ତ୍ତନର ଦିନ । ବର୍ଷକ ତଳେ ୨୪ବର୍ଷର ବିଜେଡି ସରକାରକୁ ହଟାଇ ବିଜେପିକୁ ସରକାରରେ ବସାଇଥିଲେ ଜନତା । ବଦଳିଥିଲା ଦଳର ପରିଚୟ । ଶାସକରୁ ବିରୋଧୀ ସିଟରେ
Read More...

ଆଇଟମ ଡ୍ୟାନ୍ସର ନିଶା ଆସିଲେନି, ଦର୍ଶକ ଷ୍ଟେଜ ଉପରକୁ ଚେୟାର ଫୋପାଡ଼ିଲେ ।

ଅପେକ୍ଷା ଥିଲା ଆଇଟମ ଡ୍ୟାନ୍ସର ନିଶା ମହାରଣାଙ୍କୁ। ଦର୍ଶକ କରିଥିଲେ ଅପେକ୍ଷା। ନିଶା ଆସିବେ କହି ଭିଡ ମଧ୍ୟ ହୋଇଥିଲା। ହେଲେ ଆସି ପହଞ୍ଚିଲେନି ନିଶା। ଅପେକ୍ଷା କରି କରି ଶେଷରେ ରାଗିଗଲେ ଦର୍ଶକ। ଆଉ ମଞ୍ଚ ଉପରକୁ
Read More...

ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବାଲିଗୁଡା, ତା, ୦୪/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ କଳା ସଂସ୍କୃତି ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଶୁଭ୍ରାଞ୍ଜଳୀ
Read More...

ବର୍ତ୍ତମାନ ଲଘୁ ଖଣିଜ ଚୋରା ଚାଲାଣରେ ରୋକ ଲାଗିବ: ମୁଖ୍ୟମନ୍ତ୍ରୀ

ଲଘୁ ଖଣିଜ ଚୋରା ଚାଲାଣ ରାଜ୍ୟରେ ଖୁବ ଜୋରରେ ବଢିଚାଲିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।ଏଣିକି ଖଣି ବିଭାଗ ପାଖରେ ରହିବ ଲଘୁ ଖଣିଜ। ଆଉ ଏହାର ଦାୟିତ୍ୱ ତୁଲାଇବ ରାଜସ୍ୱ
Read More...

ଗାଁସାଥିର ଲାଳସା ଗାଁରେ ବଡୁଛି ସମସ୍ୟା : ପ୍ରଶାସନ କରୁଛି ପ୍ରଶଂସ I

ଥୁଆମୂଳ ରାମପୁର,୦୩/୦୬-(ଦୁର୍ଗା କୀର୍ତ୍ତି):- ମନରେଗା ଯୋଜନା ର କାର୍ଯ୍ୟ ତଦାରଖ ବା ଲୋକଙ୍କୁ ୧୦୦ଦିନ ନିଜ ଗ୍ରାମରେ କର୍ମଜୀବୀ ବୃଦ୍ଧି କରିବାରେ ସହଯୋଗ କରିବା ପାଇଁ ନିୟୋଜିତ ଗାଁସାଥିଙ୍କ ମନମୁଖି କାର୍ଯ୍ୟ
Read More...

“ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ”: ଓଡ଼ିଶା ପୋଲିସ

ଓଡ଼ିଶା ପୋଲିସର ସୂଚନା, ଭାରତୀୟ ଆଇନରେ ଡିଜିଟାଲ୍ ଆରେଷ୍ଟ ଭଳି କୌଣସି ଶବ୍ଦ ନାହିଁ। ଏନେଇ ‘ଏକ୍ସ’ ଯୋଗେ ସତର୍କ ରହିବାକୁ ଓଡ଼ିଶା ପୋଲିସ ସାଧାରଣ ଲୋକଙ୍କୁ ନିବେଦନ କରିଛନ୍ତି।ସାଇବର ଅପରାଧୀମାନେ ନିଜକୁ ନ୍ୟାୟିକ
Read More...

ସବୁ ଟ୍ରାଫିକ୍‌ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ ଜାଣନ୍ତୁ କାହିଁକି ?

ରାଜଧାନୀର ସବୁ ଟ୍ରାଫିକ୍‌ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ । ଏଭଳି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଅମ୍ଳଜାନ
Read More...

ଆରମ୍ଭ ହେଲା UPSC ମାଗଣା କୋଚିଂ ପାଇଁ ଆବେଦନ ପ୍ରକ୍ରିୟା । ଜାଣନ୍ତୁ କେବେ ଶେଷ ତାରିଖ ?

ଓଡ଼ିଶା ସରକାର ୟୁପିଏସସି ଆଶାୟୀ ପ୍ରାର୍ଥୀଙ୍କ ପାଇଁ ମାଗଣା କୋଚିଂ ଆରମ୍ଭ କରିବାକୁ ଯାଉଛନ୍ତି । ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏ ନେଇ ବିଜ୍ଞପ୍ତି ପ୍ରକାଶ କରିଛି । ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ୫୦୦
Read More...

ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବ୍ୟବଚ୍ଛେଦ ବିଳମ୍ବକୁ ନେଇ ଅସନ୍ତୋଷ

ବାଲିଗୁଡା, ତା, ୦୩/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃବିଭାଗରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ
Read More...

ଖୁସିଖବର ! ସାତକୋଶିଆ ଗଣ୍ଡରେ ୩୦ ଘଡିଆଳ ଜନ୍ମ

ମହାନଦୀର ସାତକୋଶିଆ ଗଣ୍ଡରେ ପୁଣି ଖୁସି ଖବର। ଗତ ସପ୍ତାହକ ମଧ୍ୟରେ ବିରଳ ଘଡ଼ିଆଳ ଯୋଡ଼ା ପୁଣି ଥରେ ୩୦ଟି ଛୁଆ ଫୁଟାଇଛନ୍ତି । ମହାନଦୀ ସାତକୋଶିଆ ଗଣ୍ଡ ଘଡ଼ିଆଳ ବଂଶ ବୃଦ୍ଧି ପାଇ ଉତ୍କୃଷ୍ଟ ପ୍ରାକୃତିକ ସ୍ଥାନ ବୋଲି
Read More...