୧୯ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ପ୍ରବଳ ଗହଳି ସାଙ୍ଗକୁ ବ୍ୟାପକ ପଟୁଆର ରେ ସହର ଦୁଲୁକୁଛି

ବାଲିଗୁଡା, ତା, ୨୪/୦୫: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶନିବାର ୧୯ ଦିନରେ ପହଞ୍ଚି ଥିବା ବେଳେ ନଗର
Read More...

ନୁଆଁ ବସଷ୍ଟାଣ୍ଡ ନିର୍ମାଣ ଓ ବଜାର ରାସ୍ତା ସମ୍ପ୍ରସାରଣ ପାଇଁ ଉଛେଦ ପ୍ରକ୍ରିୟା ଆରମ୍ଭ

ବାଲିଗୁଡା, ତା, ୨୪/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକର ହାଟପଦା ଠାରେ ନୂତନ ବସଷ୍ଟାଣ୍ଡ ନିର୍ମାଣ ପାଇଁ ତତ କାଳୀନ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା
Read More...

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ

ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି,
Read More...

ନୀତି ଆୟୋଗ ବୈଠକରେ ଓଡ଼ିଶାର ବିକାଶ ଯାତ୍ରା

କେନ୍ଦ୍ର ଓ ରାଜ୍ୟ ସରକାର ମିଶି ଟିମ୍ ଇଣ୍ଡିଆ ପରି କାମ କଲେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ । ନୂଆଦିଲ୍ଲୀରେ ନୀତି ଆୟୋଗର ୧୦ମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ଏହା କହିଛନ୍ତି । ପିଏମ୍ ମୋଦୀ
Read More...

ଗିନିଜ ବିଶ୍ଵ ରେକର୍ଡରେ ଏଲଆଇସି

ଭାରତୀୟ ଜୀବନ ବୀମା ନିଗମ(ଏଲଆଇସି) ଗିନିଜ ବିଶ୍ଵ ରେକର୍ଡରେ ନିଜ ନାମକୁ ସାମିଲ କରିଛି। ୨୪ ଘଣ୍ଟାରେ ସର୍ବାଧିକ ପଲିସି ବିକ୍ରି କରି ଏହି ଭାରତୀୟ ସଂସ୍ଥା ଗିନିଜ ରେକର୍ଡରେ ସ୍ଥାନ ପାଇଛି। ଏହି ଐତିହାସିକ ସଫଳତାକୁ
Read More...

ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । 

ଏବେ ଭୁବନେଶ୍ୱରରେ ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏ ନେଇ ଏମଓୟୁ ସରିଛି । ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ
Read More...

ଖୁବ ଶୀଘ୍ର ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢାଯିବ ବାଲି ।  

ଆଜି ଏନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ଏ ଏସ ଆଇ ମହାନିର୍ଦେଶକ ଯଦୁବୀର ସିଂ ରାୱତ । ତାଙ୍କ ସହ ଥିଲେ ପୁରୀ ସର୍କଲ ଅଧିକାରୀ ସହ ୧୫ ଜଣିଆ ବିଶେଷଜ୍ଞ ଟିମ । ସୂର୍ଯ୍ୟ ମନ୍ଦିର ସଂରକ୍ଷଣ ଓ ଗର୍ଭଗୃହରୁ ବାଲିକଢା
Read More...

ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ ।

ଚାଷୀଙ୍କ ପାଇଁ ଖୁସି ଖବର। ପୂର୍ବବର୍ଷଗୁଡ଼ିକ ତୁଳନାରେ ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବ । ଏନେଇ କେରଳର ଅଧିକାଂଶ ସ୍ଥାନରେ ବର୍ଷା ଜାରି
Read More...

ସଚ୍ଚୋଟ କଂଗ୍ରେସ କର୍ମୀ ସାହସ ନାୟକଙ୍କ ବିୟୋଗରେ ସ୍ମୁତି ଚାରଣ ସଭା

ବାଲିଗୁଡା, ତା, ୨୩/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲ୍ଲାରେ ସଚ୍ଚା କଂଗ୍ରେସ କର୍ମୀ ଭାବେ ବେଶ ପରିଚିତ ଥିବା କନ୍ଧମାଳ ଜିଲ୍ଲା ବାଲିଗୁଡା ହାଟପଦା ସାହି ନିବାସୀ ସାହସ ନାୟକ ଚଳିତ ମାସ ୧୩
Read More...

ଗ୍ରାହକଙ୍କୁ ଉତ୍ତମ ବ୍ୟବହାର ଦେଉନାହାନ୍ତି ବ୍ୟାଙ୍କ କର୍ମଚାରୀ l

ଥୁଆମୂଳ ରାମପୁର, ୨୩/୦୫-(ଦୁର୍ଗା କୀର୍ତ୍ତି):- ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ କୁ ପ୍ରତ୍ଯେକ ଭାରତୀୟ ମାନଙ୍କ ବ୍ୟାଙ୍କ ବୋଲି ମାନ୍ଯତା ରହିଛି ଏବଂ ଲୋକମାନେ ମଧ୍ୟ ଉକ୍ତ ବ୍ୟାଙ୍କ୍ କୁ ବହୁତ ପସନ୍ଦ କରୁଛନ୍ତି l
Read More...

କିପରି ତିଆରି ହେବ ରଥ।,ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ କାଠ ଅଭାବ

ଆଉ କିଛି ଦିନ ପରେ ରଥଯାତ୍ରା। ଏଥିପାଇଁ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଗଲାଣି। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଶହ ଶହ କାରିଗର ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟରେ ଲାଗିଛନ୍ତି।ଅଖ ନିର୍ମାଣ ପାଇଁ ୪୦
Read More...

ଏସସି/ଏସଟି ପ୍ରାର୍ଥୀଙ୍କ ପାଇଁ ମାସିକ ୧ହଜାର ଟଙ୍କାର ଷ୍ଟାଇପେଣ୍ଡ ସହ ମିଳିବ ନିଯୁକ୍ତି ଭିତ୍ତିକ ତାଲିମ

ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଚାକିରି ଆଶାୟୀଙ୍କ ପାଇଁ ଭୁବନେଶ୍ୱରସ୍ଥିତ ଭାରତ ସରକାରଙ୍କ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟ ଅଧୀନ ଏସସି/ଏସଟି ଜାତୀୟ କ୍ୟାରିଅର ସେବା କେନ୍ଦ୍ର ଏକ ଅଭିନବ ସୁଯୋଗ ଆଣିଛି। ମାସିକ ୧
Read More...

ଯୁକ୍ତ୨ ନାମଲେଖା ପାଇଁ ମେ’ ୨୪ (ଶନିବାର) ଆବେଦନ ପ୍ରକ୍ରିୟା ଆରମ୍ଭ ହେବ।

କାଲିଠୁ +୨ ନାମଲେଖା ଆବେଦନ। ଆସନ୍ତାକାଲିଠୁ ନାମଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଆସନ୍ତାକାଲିଠୁ ଜୁନ୍ ୩୦ ତାରିଖ ଯାଏଁ ଅନଲାଇନ୍ ଆବେଦନ।SAMS ପୋର୍ଟାଲରେ ଆବେଦନ କରିବେ ଛାତ୍ରଛାତ୍ରୀ
Read More...

ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ

ବଦଳିଲେ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ। ବିଜ୍ଞପ୍ତି ଅନୁସାରେ, ବରିଷ୍ଠ ଓଏଏସ ଅଧିକାରୀ ଅନୁଜ କୁମାର ଦାସ ପଟ୍ଟନାୟକଙ୍କୁ ସୂଚନା ଏବଂ ଲୋକସମ୍ପର୍କ (ଆଇ ଆଣ୍ଡ ପିଆର) ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତ
Read More...

ଏଥର ସରକାରୀ ଟଙ୍କାରେ ହେବ ରଥଯାତ୍ରା

ଚଳିତ ଥର ରଥଯାତ୍ରା ପାଇଁ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ରାଜ୍ୟ ଆଇନ ବିଭାଗ । ଏ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରଥ
Read More...

ଭତ୍ତା ପାଇଁ ଘୁଷୁଡ଼ି ଘୁଷୁଡ଼ି ଆସିଲେ ୮୦ ବର୍ଷୀୟ ଜଣେ ବୃଦ୍ଧ

ଭତ୍ତା ଟଙ୍କା ପାଇଁ ୮୦ ବର୍ଷୀୟ ଜଣେ ବୃଦ୍ଧ ରାସ୍ତାରେ ଘୁଷୁଡ଼ି ଘୁଷୁଡ଼ି ପଞ୍ଚାୟତ ଅଫିସ୍‌କୁ ଯିବା ଭଳି ଏକ ଅପ୍ରୀତିକର ଘଟଣା ଆଜି କେନ୍ଦ୍ରାପଡ଼ା ଜିଲ୍ଲା‌‌ରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ବୃଦ୍ଧଜଣଙ୍କ ହେଲେ,
Read More...