ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ୮ରୁ ବଢ଼ିବ ତାପମାତ୍ରା

ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। କମିଛି ତାତି। ଗରମ, ଗୁଳୁଗୁଳିରୁ ମିଳିଛି ଆଶ୍ବସ୍ତି। ଆସନ୍ତା ତିନିଦିନ ଯାଏ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି
Read More...

ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା OSSC ।

ଏପ୍ରିଲ ୨୭ ତାରିଖ ପରୀକ୍ଷାକୁ ରଦ୍ଦ କଲା OSSC । ବିଭିନ୍ନ ବର୍ଗର SI ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ରଦ୍ଦ ହୋଇଛି । ଏହା ସହ ସାନି ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ଏନେଇ ବିଜ୍ଞପ୍ତି ଜାରି କରି ସୂଚନା
Read More...

ପୁଣି ବିଜୁ ପଟ୍ଟନାୟକଙ୍କୁ ସମ୍ମାନ ଦେବ ଋଷ ।

ରୁଷିଆର ‘ବିଜୟ ଦିବସ’ରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ବାତିଲ ହୋଇଥିବା ବେଳେ ଏହି ଉତ୍ସବରେ ଓଡ଼ିଶାର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ପାରନ୍ତି। ୧୯୪୧ରୁ ୧୯୪୫ ମଧ୍ୟରେ ହୋଇଥିବା
Read More...

ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ କାଠ; ଆଇନମନ୍ତ୍ରୀ

ଦୀଘାରେ ଜଗନ୍ନାଥ ଧାମ ବିବାଦକୁ ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସହ ଅନ୍ୟ ଅଧିକାରୀମାନେ
Read More...

ବିଜେଡିରେ ଘୋଷଣା ହେଲା ୬ ସାଂଗଠନିକ ଜିଲ୍ଲା ସଭାପତିଙ୍କ ନାମ

ଆଜି ଆଉ ୬ ସାଂଗଠନିକ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି ବିଜେଡି। କେନ୍ଦୁଝର ପାଇଁ ଦଳ ଆଶିଷ ଚକ୍ରବର୍ତ୍ତୀଙ୍କ ନାଁ ଘୋଷଣା କରିଥିବା ବେଳେ ଖୋର୍ଦ୍ଧା ଜିଲାର ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ
Read More...

ଆଜି ହେଉଛି ପବିତ୍ର ସୀତାନବମୀ

ହିନ୍ଦୁ ଧର୍ମରେ ବାର ମାସରେ ତେର ପର୍ବ । ବୈଶାଖ ମାସ ଶୁକ୍ଳ ପକ୍ଷ ନବମୀ ତିଥିରେ ସୀତାର ନବମୀ ପାଳନ କରାଯାଏ । ଆଜି ହେଉଛି ସେହି ପବିତ୍ର ସୀତା ନବମୀ । ପୌରାଣିକ ପ୍ରଥା ଅନୁଯାୟୀ ବିଶ୍ବାସ କରାଯାଏ ଯେ, ଏହି ଦିନରେ
Read More...

ପହଲଗାମ ନୁହେଁ ଆତଙ୍କୀଙ୍କ ଟାର୍ଗେଟରେ ଥିଲେ ମୋଦି

ଜମ୍ମୁ ଓ କଶ୍ମୀରର ପହଲଗାମରେ ଗତ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।
Read More...

ଆଜି ପ୍ରବଳ ବର୍ଷା ନେଇ ଏହି ଜିଲ୍ଲାକୁ ଅରେଞ୍ଜ୍ ଆଲର୍ଟ

ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ଲାଗି ରହିଛି । ଫଳରେ ଅସହ୍ୟ ଗରମରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳୁଛି । ଆହୁରି ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ପୁଣି କଲବଲ କରିବ
Read More...

ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

ବାଲିଗୁଡା,ତା, ୦୩/୦୫ :(ସଞ୍ଜୟ କୁମାର ପାଣିଗ୍ରାହୀ): ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ
Read More...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର…

କନ୍ଧମାଳ, ତା, ୦୨/୦୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି
Read More...

ମାଟ୍ରିକ ପରୀକ୍ଷା ରେ କଳାହାଣ୍ଡି ଜିଲ୍ଲା ଟପ୍ପର ହେଲେ ଶ୍ରୀୟାଂଶି ସାହୁମ,ରାମପୁର ଅଞ୍ଚଳ ରେ ଖୁସି ରେ ମାହୋଲ

ମ,ରାମପୁର,୨/୦୫-(ଦୁର୍ଗା କୀର୍ତ୍ତି):- ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ଶ୍ରୀୟାଂଶି ସାହୁ ମାର୍କ:୫୮୨ ରଖି ଜିଲ୍ଲା ଟପ୍ପର ହେଇଛନ୍ତି । ସେ ମୁଖୀ ଗୁଡା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର
Read More...

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ କାଳବୈଶାଖୀ ବର୍ଷା

ରାଜ୍ୟରେ ଗତ କିଛି ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ, ଆଉ ୪ ଦିନ ଜାରି ରହିବ । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ
Read More...

ଦୀଘା ଜଗନ୍ନାଥ ମନ୍ଦିରକୁ ଦାରୁ ନେଇଯିବା ପ୍ରସଙ୍ଗ । ଶ୍ରୀମନ୍ଦିର ସବୁ ସେବାୟତ ନିଯୋଗକୁ ନୋଟିସ

ଶ୍ରୀମନ୍ଦିରର ସମସ୍ତ ସେବାୟତ ନିଯୋଗ ସଭାପତି ଓ ସମ୍ପାଦକଙ୍କୁ ନୋଟିସ ଜାରି କରାଯାଇଛି। ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ନୋଟିସ ଜାରି ହୋଇଛି। ଏହି ପ୍ରସଙ୍ଗରେ ଆସନ୍ତାକାଲି ସୁଦ୍ଧା ଲିଖିତ ଉତ୍ତର ରଖିବାକୁ
Read More...

ସୁନା ଦର ଆଜି କେଉଁଠି କେତେ ଅଛି?

ବଢ଼ି ଚାଲିଛି ସୁନା ଦର। ସୁନା କିଣିବା ପୂର୍ବରୁ ବହୁ ଥର ଚିନ୍ତା କରିବାକୁ ପଡୁଛି। ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। ସୁନା ଦରରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ତଥାପି ୧୦ ଗ୍ରାମ୍
Read More...

କାହିଁକି ପାଳନ କରାଯାଏ ବିଶ୍ୱ ପ୍ରେସ୍ ସ୍ୱାଧୀନତା ଦିବସ ?

ପ୍ରତି ବର୍ଷ ମେ ମାସ ୩ ତାରିଖରେ ପାଳିତ ହୁଏ ବିଶ୍ୱ ପ୍ରେସ୍‌ ସ୍ୱାଧୀନତା ଦିବସ । ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ୍‌ ସ୍ୱାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରିଥିଲା ।ସାମ୍ବାଦିକ
Read More...

ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ୯ ଜଣ କିନ୍ନର ।

ସମାଜର ଟାହିଟାପରାକୁ ପାଦରେ ଏଡାଇ ନିଜ ପାଇଁ ଆଗକୁ ଯିବାର ନୂଆ ବାଟ କାଢିଛନ୍ତି । ଭଦ୍ରକ ଚରମ୍ପାର ୯ ଜଣ କିନ୍ନର ଯିଏ ପାସ୍ କରିଛନ୍ତି ମାଟ୍ରିକ୍‌ ପରୀକ୍ଷା। ମାଟ୍ରିକ୍‌ ପରୀକ୍ଷା ପାସ୍‌ କରି ଏମାନେ ଯେ କେବଳ ଖୁସି
Read More...