ରାଜଭବନ ରାସ୍ତାରେ ମୋହନଙ୍କ ବାସଭବନ
ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦!-->…
Read More...
Read More...