ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ
ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଏପ୍ରିଲ ୨୪ରେ ମଧ୍ୟ ପାଳନ ହେବ ଲୋକସଭା ଦିବସ । ଏ!-->…
Read More...
Read More...