ଆଜିଠୁ ପୁଣି ରତ୍ନଭଣ୍ଡାର ମରାମତି
ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଦ୍ବିତୀୟ ଦିନ। ଗୁରୁବାର ରତ୍ନଭଣ୍ଡାର କାନ୍ଥରୁ ପ୍ଲାଷ୍ଟର ଛଡାଯିବ। ପ୍ଲାଷ୍ଟର ଛଡାଯିବା କାର୍ଯ୍ୟ ଶେଷ ହେବା ପରେ ନଷ୍ଟ ହୋଇଯାଇଥିବା ଲୁହା ବିମ୍ ଓ ପଥର ବଦଳାଯିବ। ବଦଳରେ!-->…
Read More...
Read More...