ଗୁରୁବାର ପବିତ୍ର ବ୍ୟଞ୍ଜନ ଦ୍ବାଦଶୀ।

ଦୀର୍ଘବର୍ଷ ଧରି ପୁରୀର ଗୌରବିହାର ବା ମାତା ମଠରେ ମାର୍ଗଶୀର ଶୁକ୍ଳ ଦ୍ୱାଦଶୀକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଇଆସୁଛି। ଦ୍ୱାପର ଯୁଗର ଲୋକକଥା ଓ ପରମ୍ପରାକୁ ଉଜ୍ଜୀବିତ କରି ରଖିବା ପାଇଁ ବ୍ୟଞ୍ଜନ ଦ୍ୱାଦଶୀକୁ
Read More...

ପୁଣି ଥରିଲା ଓଡ଼ିଶା ।କେନ୍ଦୁଝର ରାତି ତାପମାତ୍ରା ଦିନକରେ ସର୍ବାଧିକ ୫ ଡିଗ୍ରୀ କମିଛି ।

ଦୁଇ ସପ୍ତାହ ପରେ ରାଜ୍ୟରେ ପାରଦ ପୁଣି ତଳମୁହାଁ ହୋଇଛି । ଦିନକରେ ୧୩ଟି ସହରର ରାତି ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଆସିଛି । କେନ୍ଦୁଝର ଓ ଅନୁଗୁଳରେ ରାତି ତାପମାତ୍ରା ଦିନକରେ ସର୍ବାଧିକ ୫ ଡିଗ୍ରୀ
Read More...

ଘାଟିରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ : ଜଣେ ଆହତ

କନ୍ଧମାଳ : ୧୨/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଟ୍ରାକ୍ଟର ଓଲଟି ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ଚାରିପଡା ଗ୍ରାମର ପ୍ରବୀଣ
Read More...

ରାଜ୍ୟସ୍ତରୀୟ ତାଏକୋଣ୍ଡ ପ୍ରତିଯୋଗିତା ରେ ଅଂଶଗ୍ରହଣ କରି କଳାହାଣ୍ଡି ଜିଲ୍ଲା ପାଇଁ ସିଲଭର ଓ କଂସୀୟ ପଦକ ଆଣିଲେ ୭…

ଜିଲ୍ଲାର ବ୍ଲାକ ପାନ୍ଥର ଟାଏକୋଣ୍ଡୋ ଏକାଡେମୀ, ମ.ରାମପୁର ପକ୍ଷରୁ ୧୨ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ lଥୁଆମୂଳ ରାମପୁର,୧୧/୧୨- (ଦୁର୍ଗା କୀର୍ତ୍ତି):- ରାଜ୍ୟସ୍ତରୀୟ ଟାଏକୋଣ୍ଡୋ ପ୍ରତିଯୋଗିତା ୨୦୨୪ ରେ ୩୦
Read More...

ମିଡିଆକିଆରେ ଭାରତୀୟ ଭାଷା ଉତ୍ସବ ଦିବସ ପାଳିତ

ବାଲିଗୁଡା :ତା, ୧୧/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତ ର ନୂଆସାହି ପ୍ରାଥମିକ ବିଦ୍ୟାଳୟ ତରଫରୁ ଭାରତୀୟ ଭାଷା ଉତ୍ସବ ଦିବସ ବିଦ୍ୟାଳୟ ପରିସରରେ ପାଳିତ
Read More...

ଓଡ଼ିଶାରେ ସ୍ୱାମୀଙ୍କୁ ଖୋଜୁଛନ୍ତି ଗୁଜରାଟୀ ମହିଳା

ପତ୍ନୀଙ୍କୁ ଚୂନ ଲଗାଇ କୋଟି କୋଟି ଟଙ୍କା ଠକି ନେଲେ। ଆଉ ଫେରିଲେ ନାହିଁ। ତେଣୁ ସ୍ୱାମୀଙ୍କୁ ଖୋଜି ଖୋଜି ଆସି ଭଦ୍ରକରେ ପହଞ୍ଚିଛି ଗୁଜରାଟୀ ମହିଳା। ସ୍ବାମୀ ନାଁରେ ଭଦ୍ରକ ବନ୍ତ ଥାନାରେ ଅଭିଯୋଗ କରିଛନ୍ତି ସ୍ତ୍ରୀ ।
Read More...

ବିଧାନସଭାରେ ଆଳୁ ତାତି ।ଖୋଲିବ ୫୮ ଟି ଶୀତଳ ଭଣ୍ଡାର

ବିଧାନସଭାରେ ଆଳୁ ତାତି । ରାଜ୍ୟରେ ଆଳୁ ସଙ୍କଟ ପାଇଁ ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି ବିଜେଡି-ବିଜେପି । ରାଜ୍ୟ ସରକାରଙ୍କୁ ବିଜେଡି ବିଧାୟକ ଗଣେଶ୍ବର ବେହେରା ଘେରିବା ପରେ ପୂର୍ବ ସରକାରକୁ ପାଲଟା ଦୋଷ
Read More...

ଆସ୍କା-୪୦ର କାହିଁକି ବଢ଼ୁନି ଦର?

ହରେ ଆସ୍କା-୪୦ର ଦର ବୃଦ୍ଧି ଦାବି କଲେ ଆସିକା ବିଧାୟକ ସରୋଜ ପାଢ଼ୀ। ବଜାରରେ ସବୁ ଦର ବଢ଼ିବା ସହିତ ଆସିକା ଚିନି କଳ କ୍ଷତି ସହୁଥିଲେ ମଧ୍ୟ ୫ ବର୍ଷ ହେଲା କାହିଁକି ଆସ୍କା-୪୦ଦର ବଢ଼ିନି ବୋଲି ପ୍ରଶ୍ନ କରିଛନ୍ତି
Read More...

ହଠାତ୍‌ ମୃତ୍ୟୁ ପାଇଁ ଦାୟୀ ନୁହେଁ କରୋନା ଟିକା

କୋଭିଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ବଡ଼ ବୟାନ । କହିଲେ, ଯୁବପୀ ଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା । ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟସଭାରେ ଏ
Read More...

ମୃତ୍ୟୁ ପୂର୍ବରୁ ୨୪ପୃଷ୍ଠାର ସୁଇସାଇଡ ନୋଟ୍‌ ଲେଖିଲେ ଆଇଟି କର୍ମଚାରୀ

ସ୍ତ୍ରୀ ବାରମ୍ବାର ହଇରାଣ କରୁଥିଲେ। ସ୍ତ୍ରୀଙ୍କ ସହ ପରିବାର ଲୋକ ମଧ୍ୟ ହାତ ମିଳାଇଥିଲେ। ଦିନକୁ ଦିନ ସ୍ତ୍ରୀଙ୍କ ନିର୍ଯ୍ୟାତନା ବଢିବାରେ ଲାଗିଥିଲା। ଜଣେ ମହିଳା ବିଚାରପତି ମଧ୍ୟ ସ୍ତ୍ରୀଙ୍କୁ ଘରୋଇ ହିଂସା ମାମଲାରେ
Read More...

କେନ୍ଦୁଝର, ଘଟଗାଁ ମା’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଜଳିଗଲା ୧୦ରୁ ଅଧିକ ଦୋକାନ

କେନ୍ଦୁଝର ଜିଲ୍ଲାର ଆରାଧ୍ୟ ଦେବୀ ଘଟଗାଁ ମା' ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଥିବା ଭୋଗ ଦୋକାନରେ ନିଆଁ ଲାଗିଯାଇଛି। ନିଆଁରେ ୧୦ରୁ ଅଧିକ ଭୋଗ ଲୋକ ଜଳିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
Read More...

କେନ୍ଦ୍ର ଗଣ ଶିକ୍ଷାମନ୍ତ୍ରୀଙ୍କ ଦିନିକିଆ କନ୍ଧମାଳ ଗସ୍ତ :ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ପରିଦର୍ଶନ

କନ୍ଧମାଳ,୧୦/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଦିନିକିଆ କନ୍ଧମାଳ ଗ୍ରସ୍ତରେ ଆସିଥିଲେ କେନ୍ଦ୍ର ଗଣ ଶିକ୍ଷା ମନ୍ତ୍ରୀ ସୁକାନ୍ତ ମଜୁମଦାର । ପ୍ରଥମେ ଫୁଲବାଣୀ ସ୍ଥିତ ଜିଲାପାଳ ଙ୍କ ସଦଭାବନା ଗୃହରେ ଜିଲ୍ଲା ସ୍ତରୀୟ
Read More...

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ବିଜ୍ଞାନ ମେଳା ଓ ଚିତ୍ରକଳା ପ୍ରଦର୍ଶନୀ

ବାଲିଗୁଡା, ୧୦/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ବିଜ୍ଞାନ ମେଳା ଓ ଚିତ୍ରକଳା ପ୍ରଦର୍ଶନୀ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ
Read More...

ଆଦର୍ଶ ଗ୍ରାମପଞ୍ଚାୟତରେ ମୋବାଇଲ ଟାୱାର ସତସପାନ,୮ ରୁ ୧୦ ଟି ଗାଁ ଆଜି ପର୍ଯ୍ୟନ୍ତ ମୋବାଇଲ ଟାୱାର ପାଇବାରୁ ବଞ୍ଚିତ l

ମୋ ସେବାକେନ୍ଦ୍ର, ଜନ ସେବାକେନ୍ଦ୍ର, ଡାକଘର, ମୋ ବ୍ୟାଙ୍କ୍ ରୁ ଲୋକେ ପାଇପାରୁ ନାହାନ୍ତି ସୁବିଧା l ଥୁଆମୂଳ ରାମପୁର, ୧୦/୧୨-(ଦୁର୍ଗା କୀର୍ତ୍ତି):- ଡିଜିଟାଲ ଇଣ୍ଡିଆରେ ଆଜିର ବିକଳ ଚିତ୍ର । କଳାହାଣ୍ଡି
Read More...

କୋହଳ ହେବ କଏଦୀଙ୍କ ସଜା ।

କୋହଳ ହେବ କଏଦୀଙ୍କ ସଜ୍ଜା । ଜେଲ୍‌ ପ୍ରତିଷ୍ଠା ଦିବସରେ ଜେଲ୍ ବିଭାଗ ପକ୍ଷରୁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ୪୦୦ କଏଦୀଙ୍କର କୋହଳ ହେବ ସଜ୍ଜା । ଜେଲ୍ ଡିଜିଙ୍କ କ୍ଷମତା ବଳରେ ରାଜ୍ୟର ୮୭ ଜେଲରେ ଥିବା ୪୦୦ରୁ
Read More...

୨୦ଟି ସ୍ଥାନରେ ହେବ ମେଟ୍ରୋ ଷ୍ଟେସନ ।

୨୦ଟି ସ୍ଥାନରେ ହେବ ମେଟ୍ରୋ ଷ୍ଟେସନ । ମେଟ୍ରୋ ରେଳ ପ୍ରକଳ୍ପ ନେଇ ବିଧାନସଭାରେ ବିସ୍ତୃତ ତଥ୍ୟ ରଖିଛନ୍ତି ରାଜ୍ୟ ସରକାର । ଆସନ୍ତା ଚାରି ବର୍ଷ ମଧ୍ୟରେ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ରଖାଯାଇଥିବା ମନ୍ତ୍ରୀ କହିଛନ୍ତି।
Read More...