ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ

ଏଣିକି ଚାଲାଣ କଟିଥିଲେ ମଧ୍ୟ PUCC ସାର୍ଟିଫିକେଟ ମିଳିବ । ଗାଡ଼ିରେ ଚାଲାଣ ଥିଲେ ବି ମିଳିବ ପ୍ରଦୂଷଣ ସାର୍ଟିଫିକେଟ। ରାଜ୍ୟ ସରକାରଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ଏ ନେଇ ବାହାନ ପୋର୍ଟାଲ ସଂଶୋଧନ କରିବାକୁ
Read More...

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଅପପୁଷ୍ଟି ମୁକ୍ତ ଓଡିଶା ସରକାରଙ୍କ ଲକ୍ଷ୍ୟ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ସେ କହିଛନ୍ତି ଯେ ଅପପୁଷ୍ଟିର କାରଣ ଖୋଜିବାକୁ ବିଭାଗ ତତ୍ପର । ଅପପୁଷ୍ଟି ପିଲା ନଥିବା ଅଙ୍ଗନବାଡିକୁ
Read More...

ଆସନ୍ତାକାଲି ଓଡିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ ! ବିଜେଡି ମତ ପ୍ରକାଶ କରିନି

ଆସନ୍ତାକାଲି ଓଡିଶା ବନ୍ଦ ଡାକରା । ନବନିର୍ମାଣ କୃଷକ ସଂଘଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସମର୍ଥନ କରିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତେବେ ସ୍କୁଲ, ଅଫିସ ଓ ବିଭିନ୍ନ
Read More...

ଆଜି ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ ଆନ୍ଦୋଳନ

ଆଜି ଅର୍ଥାତ୍ ୨୭ ଜାନୁଆରୀ ୨୦୨୬, ମଙ୍ଗଳବାର ଦିନ ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ୫-ଡେ ବ୍ୟାଙ୍କିଙ୍ଗ୍ ଏବଂ ପେନସନ୍ ସଂସ୍କାର ଭଳି ବିଭିନ୍ନ ଦାବିକୁ ନେଇ କର୍ମଚାରୀମାନେ
Read More...

ଓଡ଼ିଶା ରାଜନୀତିରେ ମୋକିମଙ୍କ ନୂଆ ଦଳର ନାଁ ହେବ ‘ଓଡ଼ିଶା ଜନତା କଂଗ୍ରେସ’

ରାଜ୍ୟ ରାଜନୀତିରୁ ଆସିଛି ଏକ ବଡ଼ ଖବର। କଂଗ୍ରେସରୁ ବହିଷ୍କୃତ ହେବା ପରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ବରିଷ୍ଠ ନେତା ମହମ୍ମଦ ମୋକିମ ଏବେ ନୂଆ ରାଜନୈତିକ ଦଳ ଗଠନ କରିବାକୁ ଯାଉଛନ୍ତି। କିମଙ୍କ ନୂଆ ଦଳର
Read More...

ଝିଅକୁ କଙ୍ଗାରୁ କୋର୍ଟରେ ନିର୍ଯାତନା ସହିନପାରି ଜୀବନ ହାରିଲା ବାପା

ଚୋରା ମଦ ବିକ୍ରିକୁ ବିରୋଧ କରିବା ନାଁରେ ଜଣେ ମହିଳାଙ୍କୁ କଙ୍ଗାରୁ କୋର୍ଟରେ ନିର୍ଯାତନା ଦେବାରୁ ତାଙ୍କ ବାପା ସହି ନ ପାରି ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲା
Read More...

ଛତିଶଗଡ଼ ବିଜାପୁରରେ ନକ୍ସଲଙ୍କ ଏକାଧିକ ଆଇଇଡି ବ୍ଲାଷ୍ଟ, ୧୧ ସୁରକ୍ଷାକର୍ମୀ ଆହତ

ଛତିଶଗଡ଼ର ବିଜାପୁରର କାରେଗୁଟ୍ଟା ପାହାଡ଼ ଅଞ୍ଚଳରେ ନକ୍ସଲମାନେ ଏକାଧିକ ଆଇଇଡି ବିସ୍ଫୋରଣ କରିଛନ୍ତି । ଏହି ବିସ୍ଫୋରଣ ଯୋଗୁଁ ଅତି କମରେ ୧୧ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ତୁରନ୍ତ ଚିକିତ୍ସା
Read More...

କାହିଁକି ଜାନୁଆରୀ ୨୬ ପାଳନ କରାଯାଏ ?

ଆଜି ହେଉଛି ୭୭ ତମ ସାଧାରଣତନ୍ତ୍ର ଦିବସ । ୧୯୫୦ ମସିହା ଆଜିର ଦିନରେ ସ୍ବାଧୀନ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ୧୯୫୧ ମସିହା ଜାନୁଆରୀ ୨୬ ରେ ଦେଶ ପାଳିଥିଲା ପ୍ରଥମ ଗଣତନ୍ତ୍ର ଦିବସ । ଏହି ଦିନକୁ
Read More...

ଦିଲ୍ଲୀରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ଦେଶର ରାଜଧାନୀ ଦିଲ୍ଲୀର କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ସାମରିକ
Read More...

ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ
Read More...

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ପରଲୋକ

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମଦାରଙ୍କ ଦେହାନ୍ତ । ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଆଖି ବୁଜିଲେ ଅଭିଜିତ୍‌। ତେବେ ଲିଭର୍ ଜନିତ ସମସ୍ୟା ପାଇଁ ଚିକିତ୍ସିତ ହେଉଥିଲେ । ତରଙ୍ଗ ଟିଭିର
Read More...

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ
Read More...

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲେ୪୨୦ ମହିଳା

ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ଜାଲିଆ ମହିଳାଙ୍କୁ ଭୁବନେଶ୍ୱରରୁ ଉଠାଇ ଆଣିଛି କପ୍ତିପଦା ପୋଲିସ।କେଉଁଝର ଜିଲ୍ଲା ବଲାଣି ଥାନା ଅଞ୍ଚଳର ବିନୋଦିନୀ ନାୟକ
Read More...

ଦୁଇ ଦିନ କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

ରବିବାର ପବିତ୍ର ମାଘ ସପ୍ତମୀ ବୁଡ। ଶନିବାର ରାତି ୪ଟା୪୧ରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇବା ପାଇଁ ଶନିବାର ଅପରାହ୍ନରୁ ଚନ୍ଦ୍ରଭାଗା ମେଳା ପଡ଼ିଆ ଓ ବେଳାଭୂମିରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବାରେ
Read More...

ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକଙ୍କୁ ପୋଲିସର ମାଡ଼

ଶ୍ରୀମନ୍ଦିର ପରିସରରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୋଲିସ ମାଡରେ ଜଣେ ନାବାଳକ ଆହତ ହୋଇଛନ୍ତ। ଘଟଣାଟି ଶ୍ରୀମନ୍ଦିର ବାହାର କାଠ ନିକଟରେ ଘଟିଥିବା ପରିବାର ଲୋକ ଅଭିଯୋଗ
Read More...

ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ

ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା । ଏଣିକି ସୋମବାର ହେବନି କୌଣସି ସରକାରୀ ବୈଠକ । ସବୁ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ସମସ୍ତ ବିଭାଗକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ । ପ୍ରତ୍ୟେକ ସୋମବାର
Read More...