ସୁପ୍ରିମକୋର୍ଟରେ ‘ଲେଡି ଅଫ୍ ଜଷ୍ଟିସ’ର ନୂଆ ମୂର୍ତ୍ତି
ଆଉ ‘ଅନ୍ଧ’ ହୋଇ ରହିବନି ଭାରତୀୟ ଆଇନ। ନ୍ୟାୟଦେବୀଙ୍କ ଆଖିରୁ ହଟିଲା କଳାପଟି, ହାତରେ ଖଣ୍ଡା ବଦଳରେ ଧରିଲେ ସମ୍ବିଧାନ। ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ୱାଇ.ଚନ୍ଦ୍ରଚୂଡ଼ଙ୍କ ପରାମର୍ଶରେ!-->…
Read More...
Read More...