ହଟିବ ଡିଜେଲ ଚାଳିତ ଆମ୍‌ ବସ

ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।ବର୍ତ୍ତମାନ ଯେତେ ସବୁ
Read More...

୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି

୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ । ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି
Read More...

ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ

ଶ୍ରୀମନ୍ଦିରକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ
Read More...

ଦେଢ ଶହ ଲୋକ ଥିବା ଗାଁକୁ ହେବ ରାସ୍ତା: ପଞ୍ଚାୟତିରାଜ ମନ୍ତ୍ରୀ

ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା। ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ।ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।
Read More...

ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ

ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ତେବେ ୧ ମାସ ପରେ
Read More...

ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ

ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ
Read More...

ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର- ରାଜସ୍ବ ମନ୍ତ୍ରୀ

ଜମିର ସଠିକ ପରିଚାଳନା ଏବଂ ଆଗାମୀ ଶହେ ବର୍ଷ ପାଇଁ ସରକାରୀ ଜମି ସୁରକ୍ଷିତ ରଖିବାକୁ ନୂଆ ଆଇନ ଆଣିବେ ସରକାର।ସରକାରୀ ଜମିର ହୋଇପାରିବନି ଦୁରୁପଯୋଗ । ଲିଜ ନେଇ ଜମିର ଦୁରୁପଯୋଗ କରିଥିଲେ ହେବ କାର୍ଯ୍ୟାନୁଷ୍ଠାନ ।
Read More...

ଓଡିଶାରେ ଏପ୍ରିଲ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା

ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍‌ ୧୬ରୁ ମେ ୧୫
Read More...

ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ

ରାଜ୍ୟ ସରକାର ୮୦୦ ଅବସରପ୍ରାପ୍ତ ପୁଲିସଙ୍କୁ ପୁନଃନିଯୁକ୍ତି ଦେବେ। ଅବସରପ୍ରାପ୍ତ ଏଏସ୍‌ଆଇ/ଏସ୍‌ଆଇ/ଇନ୍ସିପେକ୍ଟରଙ୍କୁ ଏହି ନିଯୁକ୍ତି ମିଳିବ । ସେମାନେ ସ୍ପେସାଲ୍‌ ପୁଲିସ ଅଫିସର୍‌(ଏସ୍‌ପିଓ) ଭାବେ କାର୍ଯ୍ୟ କରିବେ
Read More...

ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଆଗାମୀ ଦିନରେ ଲୋକେ ଯେପରି ରାଜସ୍ବ ସେବା ପାଇବାରେ କୌଣସି ସମସ୍ୟା ନ ଉପୁଜିବ ତାକୁ ନେଇ ରାଜସ୍ବ ବିଭାଗ ପକ୍ଷରୁ ନୂତନ ନିୟମ ଲାଗୁ କରାଯିବ। ଲୋକସେବା ଭବନରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ
Read More...

ଖୁବ ଶୀଘ୍ର ଆସିବ ଓଡିଶା ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ

ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନରେ ବ୍ୟାପକ ସଂଶୋଧନ କରାଯାଇ ଏକ ନୂତନ
Read More...

ଜଗନ୍ନାଥଙ୍କୁ ଅପମାନ! ଭାଇରାଲ ହେଉଛି ମହାପ୍ରଭୁଙ୍କ AI ଭିଡ଼ିଓ

କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହ ଖେଳ। ସୋସିଆଲ୍ ମିଡିଆରେ ଘୁରିବୁଲୁଛି ଶ୍ରୀଜିଉଙ୍କ ଏଆଇ ଫଟୋ ଓ ଭିଡିଓ। ଏପରିକି ଏହି ସବୁ ଫଟୋ ଓ ଭିଡିଓରେ ପରମ୍ପରା ବିରୋଧୀ ଦୃଶ୍ୟ ସବୁ ସ୍ଥାନ ପାଇଛି। ଯାହାକୁ ନେଇ ଭକ୍ତଙ୍କ
Read More...

କମିଲା ଶୀତ:ଆଗାମୀ କିଛି ଦିନ ମଧ୍ୟରେ ପାରଦ ପ୍ରାୟ ୫ ଡିଗ୍ରୀ ବୃଦ୍ଧି ପାଇବ

ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି । ରାଜଧାନୀ ଭୁବନେଶ୍ୱରରେ ରାତିର ତାପମାତ୍ରା ୩୦ ଡିଗ୍ରୀ ସେଲସିୟସରେ ପହଞ୍ଚିଛି । ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ
Read More...

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ

ଚିଲିକାରେ ଚଳିତ ବର୍ଷ ୧୧ ଲକ୍ଷରୁ ଅଧିକ ପକ୍ଷୀଙ୍କ ଆଗମନ । ଆସିଛନ୍ତି ଦେଶ ଓ ଵିଦେଶର ମୋଟ୧୯୬ ପ୍ରଜାତିର ୧୧ ଲକ୍ଷ ୩୨ ହଜାର ୨୦୦ ପକ୍ଷୀ । ଚଳିତ ବର୍ଷ ପ୍ଲେନ ମାର୍ଟିନ ଏବଂ ବେଙ୍ଗଲ ବୁଶ ଲାର୍କ
Read More...

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ

‘ଆୟୁଷ୍ମାନ’ ଯୋଜନା ସମସ୍ୟାର ସମାଧାନ ଆସନ୍ତା ୩ ଦିନରେ ହେବ । ଏନେଇ ଆୟୁଷ୍ମାନ ଚିନ୍ତନ ଶିବିରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।ସେ କହିଛନ୍ତି, ଯେଉଁ ହିତାଧିକାରୀଙ୍କର କାର୍ଡ ହୋଇନାହିଁ,
Read More...

ବେଆଇନ କାରବାର କଲେ ଘରେ ପହଞ୍ଚିବ ଇଡି: ବିଭୂତି ଭୂଷଣ ଜେନା

ରାଜ୍ୟରେ ବେଆଇନ ବାଲି, ପଥର କାରବାର ଓ ପରିବହନ କରୁଥିବା ମାଫିଆମାନଙ୍କୁ କଡା ଚେତାବନି ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁମାନେ ସରକାରୀ ରାଜସ୍ୱ ହରିଲୁଟ୍ କରି ‘ଦୁଇ ନମ୍ବର’ ବ୍ୟବସାୟ
Read More...