ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ପହଞ୍ଚାଇଲେ ମିଳିବ ୨୫ ହଜାର ଟଙ୍କା

କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀରେ ପରିବହନ ମନ୍ତ୍ରୀମାନଙ୍କର ଏକ ଜାତୀୟ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବହୁତ ଜଲଦି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରାଳୟ ପକ୍ଷରୁ କ୍ୟାସ ଲେସ
Read More...

ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର-ପଞ୍ଚାୟତିରାଜ ମନ୍ତ୍ରୀ

ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪
Read More...

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ

ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି
Read More...

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଉଦଯାପିତ

ବାଲିଗୁଡା, ତା, ୦୭/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ
Read More...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମହିଳା ଓ ଶିଶୁ ବିକାଶ ବିଭାଗ ସହ ଉତ୍କଳିକାର ବୁଝାମଣାପତ୍ର ସ୍ବାକ୍ଷରିତ

କନ୍ୟା ବିବାହ ଯୋଜନାରେ ଉତ୍କଳିକାରୁ କିଣା ହେବ ବିବାହ ଉପହାର ଓ ସାମଗ୍ରୀ। ଉତ୍କଳିକା ଏବଂ ମହିଳା ଓ ଶିଶୁ ବିକାଶ ମଧ୍ୟରେ ବୁଝାମଣାପତ୍ର ସ୍ଵାକ୍ଷରିତ।ଏହି ବୁଝାମଣାପତ୍ର ମାଧ୍ୟମରେ ଉତ୍କଳିକା ମୁଖ୍ୟମନ୍ତ୍ରୀ କନ୍ୟା
Read More...

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା, ତା, ୦୭/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ
Read More...

ସୁଭଦ୍ରାକୁ ନେଇ ଆସିଲା ବଡ ଖବର: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା ।

ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାନୂଆ ପୁରୁଣା ସମସ୍ତଙ୍କ ଆକାଉଣ୍ଟକୁ ଯିବ ଏହି ଟଙ୍କା ।ଆଜି ସମୀକ୍ଷା ବୈଠକ ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା
Read More...

ଶିଳ୍ପପତି ଅନୀଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶଙ୍କ ଦେହାନ୍ତ ପରେ କିଏ ସମ୍ଭାଳିବ ବେଦାନ୍ତ ?

ପରଲୋକରେ ଶିଳ୍ପପତି ଅନୀଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଅଗ୍ରୱାଲ । ମାତ୍ର ୪୯ ବର୍ଷ ବୟସରେ ତାଙ୍କ ମୃତ୍ୟୁ ହୋଇଛି । ବେଦାନ୍ତ ଗ୍ରୁପ ଅଧ୍ୟକ୍ଷ ତଥା ପ୍ରସିଦ୍ଧ ଶିଳ୍ପପତି ଅନିଲ ଅଗ୍ରୱାଲଙ୍କ ପୁଅ ଅଗ୍ନିବେଶ ଆମେରିକାରେ
Read More...

କାହିଁକି ଫେବ୍ରୁଆରି ୧ରେ ଆଗତ ହେଉଛି ବଜେଟ୍?

୨୦୨୬-୨୭ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟ୍ ଫେବୃଆରୀ ୧ ତାରିଖରେ ଲୋକସଭାରେ ଉପସ୍ଥାପିତ ହେବ। ସେଦିନ ରବିବାର ପଡ଼ୁଛି। ସେହିପରି ଅର୍ଥନୈତିକ ସର୍ଭେ ଜାନୁଆରୀ ୨୯ ତାରିଖରେ ଉପସ୍ଥାପିତ କରାଯିବ। କେନ୍ଦ୍ର ଅର୍ଥମନ୍ତ୍ରୀ
Read More...

ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା

ଶ୍ରୀକ୍ଷେତ୍ର ପୁରୀକୁ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ।ପୁରୀ ଶ୍ରୀମନ୍ଦିର ପ୍ରଶାସନ ଅଧିନରେ ଥିବା ଭକ୍ତନିବାସର ପାର୍କିଂ ଫି ବଢିଲା। ଚାରି ଚକିଆ ଯାନ ପିଛା ୫ ଶହ
Read More...

ସାପକୁ ଧରି ବାହାଦୁରୀ ମାରୁଥିଲେ, ଦେଲା ଚୋଟେ

ସାପକୁ ଧରି ବାହାଦୁରୀ ମାରୁଥିଲେ, ଦେଲା ଚୋଟେ । ବ୍ୟକ୍ତି ଜଣକ ସାପକୁ ଚୁମା ଦେବା ପାଇଁ ଚେଷ୍ଟା କରୁଥିଲେ । ଯାହାକି ତାଙ୍କୁ ମହଙ୍ଗା ପଡ଼ିଛି ।ଭଦ୍ରକ ଜିଲ୍ଲା ବନ୍ତ ଅଧିନ ଚୟାଲଶିଂ ଅଞ୍ଚଳରୁ ଏଭଳି ଘଟଣା ସାମ୍ନାକୁ
Read More...

ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା,୩ ଦିନ ଯାଏ କୋଲ୍ଡ ୱେଭ

ଖସୁଛି ପାରଦ, ବଢୁଛି ଶୀତ । ଜାଡ଼ର ମାଡ଼ରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ରହିଛି ୨୩ ସହର । ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ଶୀତର ପ୍ରକୋପ ବଢ଼ିବା ସହ ୩ ଦିନ ଯାଏ
Read More...

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ

ସରକାରଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ । ତେବେ କାଲିଠାରୁ ସ୍ବାଭାବିକ ହେବ ଧାନ ମଣ୍ଡିରୁ ଧାନ ଉଠାଣ । ଏନେଇ ସୂଚନା ଦେଲେ ମିଲର୍ସ ସଂଘ ସମ୍ପାଦକ ଲକ୍ଷ୍ମୀ ନାରାୟଣ ଦାସ । ଏନେଇ ସୂଚନା
Read More...

PM Kisan Yojana: ଏହି ଦିନ ଚାଷୀଙ୍କ ଆକାଉଣ୍ଟଙ୍କୁ ଆସିବ କିସ୍ତି ଟଙ୍କା!

ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୨୨ତମ କିସ୍ତି ଟଙ୍କା ଫେବୃଆରୀ ୨୮ ସୁଦ୍ଧା ଜାରି ହେବାର ଆଶା କରାଯାଉଛି। ଏହି କିସ୍ତିରୁ ପ୍ରାୟ ଦଶ କୋଟି ଚାଷୀ ଉପକୃତ ହେବାର ସମ୍ଭାବନା ରହିଛି। ଚାଷୀମାନେ ପୂର୍ବରୁ
Read More...

ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା

ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା। ଏନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ ୧୯ଟି ଜିଲ୍ଲାରେ ଆଜି ସୁଦ୍ଧା ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩
Read More...

ଇଣ୍ଟର୍‌ନେଟ୍‌ରେ ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓ ସର୍ଚ୍ଚ କଲେ ସାବଧାନ !

ଭାରତ ସରକାର ଶିଶୁ ସମ୍ପର୍କିତ ଓ ଶିଶୁ ଜଡ଼ିତ ଥିବା ଅଶ୍ଳୀଳ ଭିଡିଓର ସମସ୍ତ ୱେବ୍‌ସାଇଟ୍‌କୁ ନିଷେଧ କରିଛନ୍ତି । ସୁପ୍ରିମ୍‌କୋର୍ଟ ଏ ବିଷୟରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଦେଶରେ ଶିଶୁ ସମ୍ପର୍କିତ ଅଶ୍ଳୀଳ ଫଟୋ
Read More...