ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ

ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ଜନଗଣନାର ପ୍ରଥମ ପର୍ଯ୍ୟାୟ । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର ଦ୍ଵିତୀୟ ପର୍ଯ୍ୟାୟ । ତେବେ ମିଳିଥିବା ସୂଚନା ଅନୁସାରେ, ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବ
Read More...

ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ।

ଜୟପାଟଣା ୦୬/୦୧ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ବଡ଼କର୍ଲାକୋଟ ଗ୍ରାମ ପଞ୍ଚାୟତ ରେ ଆଜି ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଅନୁଷ୍ଠିତ। ହୋଇଯାଇଛି। ପ୍ରଥମେ ଶୁଣ୍ଡିପଡ଼ା ସ୍ଥିତ ମାଁ ଛୋଟି ମାଉଲି ଦେବୀ
Read More...

ଥୁଆମୂଳ ରାମପୁରରେ କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ I

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକ ସ୍ତରୀୟ ୨୮ତମ କଳାହାଣ୍ଡି ଉତ୍ସବ
Read More...

କେନ୍ଦେଇପଶି ଲ୍ୟାମ୍ପସ ରେ ଧାନ ମଣ୍ଡି ଉଦଘାଟନ କଲେ ବିଧାୟକ

ପାଟଣା:୦୬.୦୧.୨୦୨୫ (ବିଜୟ କୁମାର ମହାନ୍ତ) କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ଲ୍ୟାମ୍ପ ପକ୍ଷରୁ ମଙ୍ଗଳବାର ୨୦୨୪-୨୫ ଖରିଫ ଋତୁ ନିମନ୍ତେ ଧାନ ମଣ୍ଡି ଉଦଘାଟିତ ହୋଇଛି । ଲ୍ୟାମ୍ପ ପରିଚାଳକ ନିର୍ଦେଶକ
Read More...

ବାଲିଗୁଡା ଉପଖଣ୍ଡ ରେ ୨ ଘଣ୍ଟିଆ ବନ୍ଦ ଡାକରା ଦେଲା ଓଡିଶା ମେଡିକାଲ ସେବା ସଂଘ

ବାଲିଗୁଡା, ତା, ୦୫/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓଏମସା) ର ଡାକରା ରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର, ଉପ ସ୍ୱାସ୍ଥ୍ୟ
Read More...

ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ମହିମା ମେଳା ମହୋତ୍ସବ

ପାଟଣା:୦୬.୦୧.୨୦୨୫ (ବିଜୟ କୁମାର ମହାନ୍ତ) ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉପଲକ୍ଷେ ପୌରହିତ ଭୀମ ବାବା, ଧଳିଆ ବାବା ଙ୍କ ତତ୍ତ୍ୱାବଧାନରେ ଗ୍ରାମରେ ବିଶ୍ୱଶାନ୍ତି ବ୍ରହ୍ମଯଜ୍ଞ ମହିମା ମେଳା ମହୋତ୍ସବ-୨୦୨୬ ଅନୁଷ୍ଠିତ
Read More...

ଡାକ୍ତରଙ୍କ ଆନ୍ଦୋଳନ ଉପରେ ଏସମା ଲାଗୁ, ୬ ମାସ ପାଇଁ ବଳବତ୍ତର

ଡାକ୍ତରୀ ଆନ୍ଦୋଳନ ଉପରେ ଲାଗିଲା ରୋକ । ରାଜ୍ୟରେ ଏସମା ଲାଗୁ କଲେ ସରକାର । ସରକାରୀ ଡାକ୍ତର ଏବଂ ସ୍ୱାସ୍ଥ୍ୟକର୍ମୀଙ୍କ ଜାରି ରହିଥିବା ଆନ୍ଦୋଳନକୁ ଦୃଷ୍ଟିରେ ରଖି ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ।ବିଭିନ୍ନ
Read More...

ପୁଣି ଶ୍ରୀମନ୍ଦିର ଭିତରେ ମିଳିଲା ବାହାର ଘିଅ, ୨ ସୁଆରଙ୍କୁ ନୋଟିସ ଜାରି

ଅନେକ ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିରରେ ଘିଅ ବ୍ୟବହାର ନେଇ ବିବାଦ ଉପୁଜିଛି । ଶ୍ରୀମନ୍ଦିର ପରିସରରେ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ମିଳିଥିବାବେଳେ ଏହାକୁ ଜବତ କରିଛି ଶ୍ରୀମନ୍ଦିର ପ୍ରଶାସନ । ଏ
Read More...

ପକ୍ଷୀଙ୍କ ଗୋଡ଼ରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର- ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଚଳିତବର୍ଷ ପକ୍ଷୀଙ୍କ ଗୋଡରେ ଲାଗିବ ସାଟେଲାଇଟ ଟ୍ରାନ୍ସମିଟର । ୨୦ ପ୍ରଜାତିର ପକ୍ଷୀଙ୍କ ଗୋଡରେ ଟ୍ରାନ୍ସମିଟର ଲଗାଇବ ବନ ବିଭାଗ । ଏନେଇ ସୂଚନା ଦେଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ | ଏପରିକି
Read More...

କଟକରେ ଏକାଧିକ ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ଗିରଫ ହେଲେ ଯୁବକ

ନାବାଳିକାଙ୍କ ଅଶ୍ଲୀଳ ଭିଡିଓକୁ ବିଭିନ୍ନ ହ୍ୱାଟସ୍ଆପ୍ ଗ୍ରୁପ୍‌ରୁ ଓ ସୋସିଆଲ୍ ମିଡିଆରେ ବାରମ୍ବାର ଫରୱାଡ୍ କରିବା ଅଭିଯୋଗରେ କଟକ ସାଇବର୍ ଥାନା ପୁଲିସ ମୁକେଶ ବାରିକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ମୁକେଶର ଘର
Read More...

ଫେବ୍ରୁଆରୀ ୧ରୁ ନିୟମ ଲାଗୁ: ବୀମା ,ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ଫାସଟ୍ୟାଗ୍ କାମ କରିବ ନାହିଁ

ଆଗକୁ ଗାଡ଼ି ମାଲିକଙ୍କ ଯନ୍ତ୍ରଣା ବଢ଼ିବାକୁ ଯାଉଛି। ଯଦି ଗାଡ଼ି ଉପରେ କିଛି ଜରିମାନା ଅଛି, ବୀମା ନାହିଁ, ପ୍ରଦୂ‌ଷଣ ସାର୍ଟିଫିକେଟ୍ ନାହିଁ; ତେବେ ଫାସ୍‌ଟ୍ୟାଗ୍ ଆକ୍ଟିଭେଟ୍ ହେବନି। ଫେବ୍ରୁଆରୀ ୧ରୁ ଏହି ନିୟମ ଲାଗୁ
Read More...

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚାରିଆଡୁ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି । ପ୍ରଧାନମନ୍ତ୍ରୀ ସୋସିଆଲ
Read More...

ସ୍କୁଲ ପରିସରରେ ନିଆଁରେ ପୋଡ଼ି ହୋଇ ୪ଜଣ ଛାତ୍ର ଗୁରୁତର

ରାୟଗଡାରେ ବିଦ୍ୟାଳୟରେ ଖେଳୁଥିବା ବେଳେ ବଡ ଅଘଟଣ । ପାଇକଡାକୁଲଗୁଡା ହାଇସ୍କୁଲରେ ପୋଡିହୋଇ ୪ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ୪ ଛାତ୍ରଙ୍କ ଉପରେ ଥିନର ଢାଳି ନିଆଁ ଲଗାଇଦେଲେ ଆଉ ଜଣେ ଛାତ୍ର । ନିଆଁ ଲାଗିବା ପରେ
Read More...

ସରକାରଙ୍କ ସହ ଆଲୋଚନା ବିଫଳ: ମିଲରଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି

ରାଜ୍ୟରେ ସୃଷ୍ଟି ହୋଇପାରେ ଚାଉଳ ସଙ୍କଟ। ବିଭିନ୍ନ ଦାବିକୁ ନେଇ ରାଜ୍ୟ ସରକାରଙ୍କ ସହ ଚାଉଳ ମିଲର ସଂଘର ଆଲୋଚନା ବିଫଳ ହୋଇଛି। ଫଳରେ ମିଲରମାନେ ସେମାନଙ୍କ ଆନ୍ଦୋଳନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି
Read More...

ଭୁବନେଶ୍ୱର ଏମସକୁ ଚିକିତ୍ସା ସଂପର୍କିତ ତଥ୍ୟ ମାଗିଲା କଟକ ମର୍କତ ନଗର ପୁଲିସ୍

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା। ଭୁବନେଶ୍ଵର ଏମ୍ସକୁ ହ୍ୟୁମାନ ସାଗରଙ୍କ ଚିକିତ୍ସା ସମ୍ପର୍କିତ ତଥ୍ୟ ମାଗିଲା ପୋଲିସ। ଶବ ବ୍ୟବଚ୍ଛେଦ ସମ୍ବନ୍ଧୀୟ ତଥ୍ୟ ପ୍ରଦାନ କରିବାକୁ ନୋଟିସ ଜାରି କରିଛି କମିଶନରେଟ
Read More...

ରାଜ୍ୟରେ ପୁଣି ଶୀତ ବଢ଼ିବ, ୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କୁହୁଡ଼ି ନେଇ ପାଣିପାଗ ବିଭାଗର ଆକଳନ

ସୋମବାରଠାରୁ ରାଜ୍ୟରେ ପୁଣି ଶୀତ ବଢ଼ିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନକୁ ଥରାଇବ ଶୀତ । ପାଣିପାଗ ବିଭାଗ ଏଭଳି ଆକଳନ କରିଛି ।ଆସନ୍ତା ୭ ତାରିଖ
Read More...