Browsing Category
ମନୋରଞ୍ଜନ
ସଲମାନ ଖାନଙ୍କ ବିରୋଧରେ ସୋମୀ ଅଲ୍ଲୀଙ୍କ ସଂଗୀନ ଅଭିଯୋଗ ।
ଅଭିନେତ୍ରୀ ସୋମୀ ଅଲି ନିକଟରେ ରେଡିଟ୍ରେ ତାଙ୍କ ଫ୍ୟାନ୍ମାନଙ୍କ ସହ ଏଏମ୍ଏ (ଆସ୍କ ମି ଏନିଥିଙ୍ଗ୍) ସେସନ୍ରେ କଥା ହେବାବେଳେ ସଲମାନ ଖାନ୍ଙ୍କ ସହ ତାଙ୍କର ପୂର୍ବ ସମ୍ପର୍କ ସଂକ୍ରାନ୍ତରେ ମୁହଁ ଖୋଲିଛନ୍ତି।!-->…
Read More...
Read More...
ପୁଣି ଲରେନ୍ସ ବିଷ୍ଣୋଇଙ୍କ ନାଁରେ ଆସିଲା ଧମକ
ବଲିଉଡ ଅଭିନେତା ସଲମାନ ଖାନ ପୁଣିଥରେ ଲରେନ୍ସ ବିଷ୍ଣୋଇଙ୍କ ନାମରେ ଏକ ଧମକ ପାଇଛନ୍ତି। ପୋଲିସ ସୂତ୍ରରୁ ପ୍ରକାଶ ଯେ ମୁମ୍ବାଇ ପୋଲିସର ଟ୍ରାଫିକ କଣ୍ଟ୍ରୋଲ ସେଲ ଲରେନ୍ସଙ୍କ ନାମରେ ଏକ ଧମକପୂର୍ଣ୍ଣ ବାର୍ତ୍ତା ପାଇଛି।!-->…
Read More...
Read More...
ଆଜି ବଲିଉଡ ବାଦଶାହ କିଙ୍ଗ ଖାନଙ୍କ ଜନ୍ମଦିନ
ଆଜି ବଲିଉଡ ବାଦଶାହା ଶାହରୁଖ ଖାନଙ୍କ ଜନ୍ମଦିନ । ୫୯ ବର୍ଷରେ ପାଦ ଥାପିଛନ୍ତି ପଠାନ୍ । ଜନ୍ମଦିନ ଅବସରରେ କିଙ୍ଗ ଖାନଙ୍କ ଏକ ଝଲକ ପାଇବା ପାଇଁ ତାଙ୍କ ଘର ମନ୍ନତ ସମ୍ମୁଖରେ ପ୍ରଶଂସକଙ୍କ ଭିଡ଼ ଜମିଛି ।ଶାହରୁଖ ନିଜ!-->…
Read More...
Read More...
‘ବିଷ୍ଣୋଇ ସମ୍ପ୍ରଦାୟକୁ କ୍ଷମା ମାଗନ୍ତୁ ସଲମାନ…’, କହିଲେ ପୂର୍ବତନ ପ୍ରେମିକା
ଅଭିନେତା ସଲମାନ ଖାନ୍ଙ୍କ ପୂର୍ବତନ ପ୍ରେମିକା ତଥା ଅଭିନେତ୍ରୀ ଓ ଆମେରିକୀୟ ମହିଳା ଅଧିକାରୀ କର୍ମୀ ସୋମି ଅଲ୍ଲୀ ଗୁରୁବାର ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଇନ୍ଷ୍ଟାଗ୍ରାମରେ ଏକ ପୋଷ୍ଟ ମାଧ୍ୟମରେ ଗ୍ୟାଙ୍ଗ୍ଷ୍ଟର!-->…
Read More...
Read More...
କିରେ ବିଷୁ ଏ ଜଙ୍ଗଲି ହରଣୀଟା କିଏ କିରେ… ଆଜି ହର ପଟ୍ଟନାୟକଙ୍କ ଜନ୍ମଦିନ
ଆଜି ହର ପଟ୍ଟନାୟକଙ୍କ ଜନ୍ମଦିନରେ ଝୁରୁଛି ପୁରା ଓଡିଶା, ଆଉ ମନେ ପକାଉଛି ଓଲିଉଡ୍ ଇଣ୍ଡଷ୍ଟ୍ରି। ୧୯୫୮ ମସିହା ଅକ୍ଟୋବର ୧୨ ତାରିଖରେ କଟକର ହର ପଟ୍ଟନାୟକଙ୍କ ଜନ୍ମ । ଛୋଟ ବେଳୁ କଳା ପ୍ରତି ତାଙ୍କର ବେଶ ଆଗ୍ରହ!-->…
Read More...
Read More...
ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ
ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ଜଣେ ଖାଣ୍ଟି କଟକିଆର ନାଁ ଅକ୍ଷୟ!-->…
Read More...
Read More...
୮୨ ବର୍ଷରେ ପାଦ ଥାପିଛନ୍ତି ଶତାବ୍ଦୀର ମହାନାୟକ ।
ଆଜି ୮୨ ବର୍ଷରେ ପାଦ ଥାପିଛନ୍ତି ଶତାବ୍ଦୀର ମହାନାୟକ ଅମିତାଭ ବଚ୍ଚନ । ଏହାକୁ ନେଇ ସାରା ବିଶ୍ୱରେ ତାଙ୍କ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ମେଗାଷ୍ଟାର ଅମିତାଭ ବଚ୍ଚନ ବର୍ଷ ବର୍ଷ ଧରି ବଲିଉଡ!-->…
Read More...
Read More...
ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିଲା ଦାଦାସାହେବ ଫାଲକେ ସମ୍ମାନ
୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସେରେମନି ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମରେ ବହୁ ଶ୍ରେଷ୍ଠ ଚଳଚ୍ଚିତ୍ର ଏବଂ ଅଭିନେତାଙ୍କୁ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯଇଛି । ଏହି!-->…
Read More...
Read More...
ମିଥୁନଙ୍କୁ ମିଳିବ ଦାଦା ସାହେବ ଫାଲକେ ଆଓ୍ୱାର୍ଡ
ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ଦାଦା ସାହେବ ଫାଲକେ ଆଓ୍ୱାର୍ଡ । ଭାରତୀୟ ସିନେମାକୁ ତାଙ୍କର ବଳିଷ୍ଠ ଅବଦାନ ପାଇଁ ତାଙ୍କୁ ଚଳିତ ବର୍ଷ ଦାଦା ସାହେବ ଫାଲକେ ଆଓ୍ୱାର୍ଡରେ ସମ୍ମାନିତ କରାଯିବ । ଆସନ୍ତା ଅକ୍ଟୋବର ୮!-->…
Read More...
Read More...
ସମ୍ବଲପୁରୀ ଗାୟିକା ରୁକ୍ସାନାଙ୍କ କବର ନଖୋଳି ଫେରିଆସିଲେ ମାଜିଷ୍ଟ୍ରେଟ୍-ପୋଲିସ
ଆଲବମ୍ ଅଭିନେତ୍ରୀ ରୁକ୍ସାନା ବାନୋ ମୃତ୍ୟୁ ଘଟଣାରେ କବର ଖୋଳି ଶବ ବାହାର କରିବା ପାଇଁ ମନା କଲେ ପରିବାର ଲୋକେ । କବରସ୍ଥାନରେ ହଙ୍ଗାମା କଲେ ରୁକ୍ସାନାଙ୍କ ମା’ । ପୋଲିସକୁ ଗାଳି କରିବା ସହ କବର ଖୋଳିଲେ ପୋଲିସ!-->…
Read More...
Read More...
ସମ୍ବଲପୁର ଗାୟିକା ରୁକ୍ ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ
ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା!-->…
Read More...
Read More...
ଝିଅର ଯାତ୍ରା ମଝିରେ ଚାଲିଗଲା ବାପାଙ୍କ ଜୀବନ ।
ପ୍ରଥମ ଥର ପାଇଁ ମଞ୍ଚସ୍ଥ ହେଉଥିଲା ନୂଆ ନାଟକ, ଦ୍ୱିତୀୟ ସିନ୍ ପରେ କଲ୍ ଆସିଲା ବାପା ଚାଲିଗଲେ । ବାପା ମୃତ୍ୟୁ ଖବର ପାଇ ମନରେ କୋହକୁ ଚାପି ଦେଇ ନାଟକ ସମ୍ପୂର୍ଣ୍ଣ କଲେ ଯାତ୍ରା ନାୟିକା ଟିକିନା ସ୍ବାଇଁ । କାରଣ!-->…
Read More...
Read More...
ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର କାରଣ !
ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ। ସେ ୨୦୦୭ ମସିହାରେ ଅଭିଷେକଙ୍କୁ ବିବାହ କରିଥିଲେ। ଦୁହିଁଙ୍କ ବିବାହ ୧୭ ବର୍ଷ ହୋଇଗଲାଣି। ଅଭିନେତ୍ରୀ ବିବାହ ପରେ ଖୁବ୍ କମ୍ ଫିଲ୍ମରେ ନଜର ଆସନ୍ତି।!-->…
Read More...
Read More...
ରାଜନୈତିକ ଜଗତରେ ଥଲାପତି ବିଜୟଙ୍କ ଧମାକାଦାର ଏଣ୍ଟ୍ରି
ତାମିଲ ଅଭିନେତାରୁ ରାଜନେତା ପାଲଟିଥିବା ଥାଲାପତି ବିଜୟ ନିଜ ନୂଆ ଦଳର ପତାକା ଉନ୍ମୋଚନ କରିଛନ୍ତି। ଏହାପୂର୍ବରୁ ଫେବୃଆରୀରେ ବିଜୟ ତାଙ୍କର ନୂତନ ରାଜନୈତିକ ଦଳ 'ତାମିଝାଗା ଭେଟ୍ରିକାଜାଗାମ' (ଟିଭିକେ) ଗଠନ ପାଇଁ!-->…
Read More...
Read More...
ମନୋରଞ୍ଜନ ପାଇଁ ଶିଶୁଙ୍କ ବ୍ୟବହାର ଉପରେ ଲାଗିବ ରୋକ୍
ମନୋରଞ୍ଜନ ଶିଳ୍ପ ଓ ବ୍ୟବସାୟିକ ମନୋରଞ୍ଜନ କାର୍ଯ୍ୟକ୍ରମରେ ଶିଶୁ ଏବଂ କିଶୋରଙ୍କୁ ନିୟୋଜନ ନେଇ କେତେକ କଟକଣା ଲଗାଯାଇଛି। ଏନେଇ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ(ଓଏସ୍ସିପିସିଆର୍) ପକ୍ଷରୁ ଏକ!-->…
Read More...
Read More...
ସାଂସଦ ଅନୁଭବ ମହାନ୍ତିଙ୍କୁ ହାଇକୋର୍ଟରୁ ବଡ଼ ଆଶ୍ୱସ୍ତି ।
ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ କ୍ରମେ କଟକ!-->…
Read More...
Read More...