Browsing Category
ଆଜିର ସମ୍ବାଦ
ମନରେଗା ଯୋଜନାରେ ଅନିୟମିତତା : ଗାଁସାଥିଙ୍କ ମନଇଚ୍ଛା ଚାଲିଛି କେନ୍ଦ୍ରୀୟ ମହତ୍ତ୍ୱପୂର୍ଣ୍ଣ ଯୋଜନା l
ଏନ୍ଏମଏମଏସ ରେ ଚଞ୍ଚକତାକରି ଅର୍ଥ ହରିଲୁଟ।
ଥୁଆମୂଳ ରାମପୁର,୨୭/୦୪-(ଦୁର୍ଗା କୀର୍ତ୍ତି):- କେନ୍ଦ୍ର ସରକାର ଗରିବ ଶ୍ରମିକ ମାନଙ୍କୁ ୧୦୦ ରୁ ୨୦୦ ଦିନକୁ ବୃଦ୍ଧି କରି ଶ୍ରମ ଦିବସ ସୃଷ୍ଟି କରିବା ଓ ଗରିବ ଲୋକେ!-->!-->!-->…
Read More...
Read More...
ପୁଣିଥରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସାଂସଦ ସୁଲତା ଦେଓ ।
ପହଲଗାମ ଆତଙ୍କୀ ଆକ୍ରମଣକୁ ନେଇ ରାଜ୍ୟ ରାଜନୀତି ସରଗରମ। ବିଜେଡି ରାଜ୍ୟସଭା ସାଂସଦ ଏହି ଆତଙ୍କୀ ଆକ୍ରମଣକୁ ନେଇ ଉପହାସ କରିଛନ୍ତି। ଯେତେବେଳେ କି ଏହି ଘଟଣାକୁ ନେଇ ସାରା ଦେଶ ସ୍ତବ୍ଧ ପାଲଟିଯାଇଛି।ସେହି ସମୟରେ!-->…
Read More...
Read More...
ଆଜିର ସୁନା ଦର ଜାଣନ୍ତୁ
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୨୧୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୦୨୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮,!-->…
Read More...
Read More...
ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ ।
ସରିଛି +୨ ପରୀକ୍ଷା। ଚାଲିଛି ଖାତାଦେଖା। ଖାଲି ଫଳାଫଳକୁ ଅପେକ୍ଷା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ । ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ!-->…
Read More...
Read More...
ରାସନ କାର୍ଡ କଟିଥିଲେ ଆଉଥରେ କରନ୍ତୁ ଆବେଦନ
E-KYCରେ ଗରିବଙ୍କ ରାସନ କାର୍ଡ କଟିଯିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, E-KYCରେ ଯେଉଁ ଗରିବଙ୍କର କାର୍ଡ!-->…
Read More...
Read More...
ଆମେରିକାରେ ବିକ୍ରି ହେବାକୁ ଥିବା ଆଇଫୋନ ଭାରତରେ ତିଆରି ହେବ
ଆପଲ୍ କମ୍ପାନୀ ଆସନ୍ତା ବର୍ଷ ଅର୍ଥାତ୍ ୨୦୨୬ ସୁଦ୍ଧା ଆମେରିକା ବଜାର ପାଇଁ ସମ୍ପୂର୍ଣ୍ଣ ଆଇଫୋନ୍ ଆସେମ୍ବଲିକୁ ଭାରତକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛି ବୋଲି ଏକ ରିପୋର୍ଟରେ ଦାବି କରାଯାଇଛି।ଆମେରିକା!-->…
Read More...
Read More...
ନ୍ୟୁଜସେବା ଲାଇଫ୍ ର ପ୍ରଭାବ: ଖବର ପ୍ରସାରପରେ ତତ୍ପରତା ଦେଖାଇଲା ପ୍ରଶାସନ l
ଥୁଆମୂଳ ରାମପୁର, ୨୫/୪ (ଦୁର୍ଗା କୀର୍ତ୍ତି): ଖବର ପ୍ରସାର ପରେ ବ୍ଲକ୍ ପ୍ରଶାସନ ସାଙ୍ଗେ ସାଙ୍ଗେ ତତ୍ପରତା ଦେଖାଇ ଦୁର୍ଗମ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ଗ୍ରାମ ପଞ୍ଚାୟତ ଅଧୀନସ୍ଥ!-->…
Read More...
Read More...
ରବିବାରଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ
ରାଜ୍ୟରେ ଶନିବାର ତାତିର ପ୍ରକୋପ ଜାରି ରହିବ। ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରରେ ଗ୍ରୀଷ୍ମପ୍ରବାହ ବହିବ। ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗରମ ଓ ଗୁଳୁଗୁଳି ନାକେଦମ କରିବ। ରବିବାରଠାରୁ!-->…
Read More...
Read More...
ପାକିସ୍ତାନ ହିନ୍ଦୁ ନାଗରିକମାନଙ୍କୁ ଦୀର୍ଘକାଳୀନ ଭିସା କଟକଣାରୁ ଛାଡ଼ କଲା ଭାରତ
ପାକିସ୍ତାନ ବିସା ରଦ୍ଦ କରିବାର ନିର୍ଦ୍ଦେଶକୁ ସଂଶୋଧନ କଲା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ପାକିସ୍ତାନୀ ହିନ୍ଦୁ ନାଗରିକମାନଙ୍କୁ ଜାରି କରାଯାଇଥିବା ଦୀର୍ଘକାଳୀନ ଭିସା ବୈଧ ରହିବ ବୋଲି ଭାରତ ସ୍ପଷ୍ଟ କରିଛି। ହେଲେ!-->…
Read More...
Read More...
ଶ୍ରୀନଗରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି
ବାଲିଗୁଡା, ତା, ୨୫/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ!-->…
Read More...
Read More...
ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାପାଙ୍କୁ ମିଳିଲା ଆୟୁଷ୍ମାନ କାର୍ଡ, ସୂଚନା ଦେଲେ ନିଜେ ସ୍ୱାସ୍ଥ୍ୟମନ୍ତ୍ରୀ
ଏବେ ଧିରେ ଧିରେ ରାଜ୍ୟରେ ବଣ୍ଟାଯାଉଛି କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ କାର୍ଡ ଆୟୁଷ୍ମାନ କାର୍ଡ ତଥା ବୟୋବନ୍ଦନା କାର୍ଡ। ଆଉ ଏହି କାର୍ଡ ପାଇଁ ବିଶେଷ କିଛି ଯୋଗ୍ୟତାର ଆବଶ୍ୟକତା ନାହିଁ। ପ୍ରାୟ ଅଧିକାଂଶ!-->…
Read More...
Read More...
ଆସନ୍ତା ୩୦ ତାରିଖ ମଧ୍ୟରେ ସହରି ଶିକ୍ଷକ ଯିବେ ଗାଁ ସ୍କୁଲ।
ଗ୍ରାମାଞ୍ଚଳ ସ୍କୁଲରେ ଦୂର ହେବ ଶିକ୍ଷକ ସମସ୍ୟା । ଗାଁକୁ ଯିବେ ସହରୀ ସ୍କୁଲ ଶିକ୍ଷକ । ସହରାଞ୍ଚଳର ବହୁ ସ୍କୁଲରେ ଛାତ୍ରଛାତ୍ରୀଙ୍କ ଅନୁପାତରେ ଅଧିକ ଶିକ୍ଷକ ଅଛନ୍ତି । ଆଉ ସେହି ଅନୁପାତରେ ଗ୍ରାମାଞ୍ଚଳର ଅନେକ!-->…
Read More...
Read More...
ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍ ଜଜ୍ କୋର୍ଟ ।
ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍ ଜଜ୍ କୋର୍ଟ । ହାଇକୋର୍ଟଙ୍କ ପରାମର୍ଶରେ ସିଭିଲ୍ ଜଜ କୋର୍ଟ ଗଠନ କରିଛନ୍ତି ରାଜ୍ୟ ସରକାର । ଏନେଇ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇଛି!-->…
Read More...
Read More...
ଓଡ଼ିଶାର ସାମ୍ବାଦିକ ଓ ଖବରକାଗଜ ବିକ୍ରେତାଙ୍କୁ ନିର୍ମାଣ ଶ୍ରମିକଙ୍କ ଭଳି ମିଳିବ କଲ୍ୟାଣକାରୀ ସୁବିଧା
ଓଡ଼ିଶାର ସାମ୍ବାଦିକ ଓ ଖବରକାଗଜ ବିକ୍ରେତାମାନେ ଶୀଘ୍ର ନିର୍ମାଣ ଶ୍ରମିକଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ସୁବିଧା ପାଇବେ। ଗୁରୁବାର ଦିନ ଏହି ଘୋଷଣା କରିଛନ୍ତି ରାଜ୍ୟ ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।!-->…
Read More...
Read More...
ଆହୁରି ୨ ଦିନ କଲବଲ କରିବ ତାତି, ଏହି ଜିଲ୍ଲାରେ ଗୁଳୁଗୁଳି ସହ ବର୍ଷା
ଅସହ୍ୟ ଗରମ ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କଲାଣି ଜୀବନ। ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ପଶ୍ଚିମ, ଆଭ୍ୟନ୍ତରୀଣରେ ନିଆଁ ବର୍ଷା, ଉପକୂଳରେ ଗୁଳୁଗୁଳି । ୨୭ରୁ ଆରମ୍ଭ ହେବ କାଳବୈଶାଖୀ । ଏହି!-->…
Read More...
Read More...
ବାଲିଗୁଡାରେ ଜାତୀୟ ପାଞ୍ଚୟତରାଜ ଦିବସ ଫିକା ପଡିଲା ଯୋଗ ଦେଲେନି ଲୋକ ପ୍ରତିନିଧି , ଖାଲି ପଡିଲା ଚେୟାର
ବାଲିଗୁଡା ,ତା, ୨୪/୦୪ (ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ସରକାର ବଦଳିବା ପରେ ଜାତୀୟ ପଞ୍ଚାୟତ ରାଜ ଦିବସ କୁ ରାଜ୍ୟ ସ୍ତରରେ ୩୧୪ ବ୍ଲକ ଓ ବିଭିନ୍ନ ପଞ୍ଚାଯତ ସ୍ତରରେ ଏହାକୁ ପାଳନ ଧୁମ ଧାମରେ କରାଯାଇ ଥିଲା।!-->…
Read More...
Read More...