Browsing Category

ଆଜିର ସମ୍ବାଦ

ଆସନ୍ତାକାଲିଠୁ ରାଜ୍ୟରେ ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କଲେ ସରକାର ।

କାଲିଠାରୁ ରାଜ୍ୟବ୍ୟାପୀ ସମସ୍ତ ସ୍କୁଲ, କଲେଜ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହ ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍କୁଲ, କଲେଜ ବନ୍ଦ ନେଇ ନିର୍ଦ୍ଦେଶ ଜାରି । ଯେଉଁ ଛାତ୍ରଛାତ୍ରୀମାନେ ଚାହିଁବେ
Read More...

ଆଉ ହେବନି ବିଦ୍ୟୁତ କାଟ୍‌, ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ସାରା ଓଡ଼ିଶାରେ ପ୍ରଚଣ୍ଡ ଗରମ ପ୍ରବାହ ଜାରି ରହିଛି। ଯାହା ଫଳରେ ରାଜ୍ୟ ସରକାର ମଙ୍ଗଳବାର ଘୋଷଣା କରିଛନ୍ତି ଯେ ଚଳିତ ବର୍ଷ ଗ୍ରୀଷ୍ମ ଋତୁର ପିକ୍ ଆୱାରରେ କୌଣସି ବିଦ୍ୟୁତ୍ କାଟ୍ କରାଯିବ ନାହିଁ।ସେ କହିଛନ୍ତି ଯେ,
Read More...

ଜଳୁଛି ଇଟାଭାଟି ବଢୁଛି ତାତି: ପ୍ରଶାସନର କଟକଣା ନାହିଁ

ବାଲିଗୁଡା, ତା, ୨୨/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସମେତ ଆଖପାଖ ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ମାର୍ଚ ପ୍ରଥମ ସପ୍ତାହରୁ ହିଁ
Read More...

୨୪ରେ ମିଳିବ ନୂଆ ରାସନ କାର୍ଡ ।

୨୪ରେ ମିଳିବ ନୂଆ ରାସନ କାର୍ଡ । ଗୁରୁବାର ନୂଆ ରାସନ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ପଞ୍ଚାୟତିରାଜ ଦିବସ ଅବସରରେ ରାଜ୍ୟରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ
Read More...

ଆଜି ଲକ୍ଷେ ଛୁଇଁଲା ସୁନା ଦର !

ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି। ୧୦ ଗ୍ରାମ ସୁନା ମୂଲ୍ୟ ୯୯ ହଜାର ୮୦୦ ଟଙ୍କା ଛୁଇଁଛି । ଜିଏସଟି ମିଶିଲା ପରେ ଦର ଲକ୍ଷେ ପାର କରିଛି ।
Read More...

୧୦ ବର୍ଷରୁ ଅଧିକ ବୟସର ପିଲା ପରିଚାଳନା କରିପାରିବେ ବ୍ୟାଙ୍କ ଆକାଉଣ୍ଟ

ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସୋମବାର ଦିନ ବ୍ୟାଙ୍କଗୁଡ଼ିକୁ 10 ବର୍ଷରୁ ଅଧିକ ବୟସର ନାବାଳକ ପିଲାମାନଙ୍କୁ ସ୍ୱାଧୀନ ଭାବରେ ସଞ୍ଚୟ ଆକାଉଣ୍ଟ ଖୋଲିବା ଏବଂ ପରିଚାଳନା କରିବାକୁ ଅନୁମତି ଦେବାକୁ ଅନୁମତି ଦେଇଛି ।
Read More...

ଆଜି ୮ ଜିଲ୍ଲାକୁ ହିଟୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ

ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ନିଆଁ ବର୍ଷୁଛି। ପାରଦ ୪୫ ଡିଗ୍ରୀ ସେଲସିୟସ୍‌ ଡେଇଁଛି, ଝାରସୁଗୁଡ଼ା (୪୫.୪ ଡିଗ୍ରୀ) ପାଲଟିଛି ଦେଶର ଦ୍ୱିତୀୟ ଉତ୍ତପ୍ତ ସହର । ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର୍‌ କରିଛି ।
Read More...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ; ଖରାଦିନେ ଶୀତଳ ବଦଳରେ ବାହାରୁଛି ଗରମ ପାଣି l

ସବୁ ଦେଖି ଗ୍ରାମପଞ୍ଚାୟତ କର୍ତ୍ତୃପକ୍ଷ ନିରବଦ୍ରଷ୍ଟା l ଥୁଆମୂଳ ରାମପୁର,୨୧/୦୪-(ଦୁର୍ଗା କୀର୍ତ୍ତି):- ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ
Read More...

ପୁଲିସ ଜାଲରେ ୫ଜଣିଆ ଡକାୟତ ଗ୍ୟାଙ୍ଗ୍: ଲୁଟି ନେଇଥିବା ଲକ୍ଷେ ଟଙ୍କା ସହ ଦାମିକା କାର୍ ଓ ଅସ୍ତ୍ରଶସ୍ତ୍ର ଜବତ

ବାଲିଗୁଡା, ତା, ୨୧/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନା ଜଳେଶପଟ୍ଟା ପୋଲ ନିକଟରେ ରବିବାର ଭୋର୍ ୩ଟାରେ ଏକ ବଡ଼ଧରଣର ଡକାୟତି ହୋଇଥିଲା । ତେବେ
Read More...

ବିସିସିଆଇ ୨୦୨୪-୨୫ ପାଇଁ ବାର୍ଷିକ ଚୁକ୍ତି ଘୋଷଣା

ବିସିସିଆଇ ୨୦୨୪-୨୫ ପାଇଁ ବାର୍ଷିକ ଚୁକ୍ତି ଘୋଷଣା କରିଛି । ଏଥିରେ ୩୪ ଜଣଙ୍କ ଖେଳାଳିଙ୍କ ନାମ ରହିଛି । ଗ୍ରେଡ ଏ+ରେ ଚାରିଜଣ ସିନିଅର ଖେଳାଳିଙ୍କ ନାମ ରହିଛି । ତେବେ ଗତବର୍ଷ ବିଦା ହୋଇଥିବା ଶ୍ରେୟସ ଆୟର ଏବଂ ଈଶାନ
Read More...

ବଢ଼ୁଛି ରୌଦ୍ରତାପଜନିତ ଅସୁସ୍ଥତାଙ୍କ ସଂଖ୍ୟା, ୪୯ ଜଣ ହସ୍ପିଟାଲରେ ଭର୍ତ୍ତି

ଛଟପଟ୍‌ ରାଜ୍ୟବାସୀ । ରୌଦ୍ରତାପଜନିତ ଅସୁସ୍ଥତା ମଧ୍ୟ ବୃଦ୍ଧି ପାଉଛି । ବର୍ତ୍ତମାନ ସୁଦ୍ଧା ୪୯ ରୌଦ୍ରତାପଜନିତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିିକିତ୍ସା କରାଯାଉଛି । ସମ୍ବଲପୁରରୁ ସର୍ବାଧିକ ୪୦ ଜଣ
Read More...

ଖୁବଶୀଘ୍ର ଲକ୍ଷେ ପାର କରିବ ସୁନା ଦର। ୨୪ କ୍ୟାରେଟ ସୁନା ୯୮ ହଜାର ପାର୍‌

ଖୁବଶୀଘ୍ର ଲକ୍ଷେ ପାର କରିବ ସୁନା ଦର। ଅର୍ଥାତ୍ ଚଳିତ ସପ୍ତାହରେ ଏପ୍ରିଲ ମାସରେ ଲକ୍ଷେ ଛୁଇଁବ ସୁନା ଦର। ନିଇତି ନୂଆ ରେକର୍ଡ କରୁଛି ସୁନା । ଆଜି ବି ସୁନା ମହଙ୍ଗା ହୋଇଛି । ୯୦ ହଜାର ଡେଇଁଲା ୨୨ କ୍ୟାରେଟ ସୁନା
Read More...

ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ

ନବୀନ ନିବାସକୁ ବରିଷ୍ଠ ନେତାଙ୍କୁ ଡାକରା ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋମବାର ନବୀନଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ବସିବ। ଏହି ବୈଠକରେ ଯୋଗ ଦେବାକୁ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ଅତନୁ
Read More...

ଯୌତୁକରେ ଫ୍ରିଜ ଓ କୁଲର ନମିଳିବାରୁ ସ୍ତ୍ରୀ ଚୁଟି କାଟିଲା ସ୍ବାମୀ

ଉତ୍ତରପ୍ରଦେଶରେ ଯୌତୁକରେ ମିଳିଲାନି କୁଲର ଓ ଫ୍ରିଜ୍ । ରାଗିକି ସ୍ତ୍ରୀର କାଟି ଦେଲେ ଚୁଟି। ଏମିତି ଘଟଣା ଘଟିଛି ଉତ୍ତର ପ୍ରଦେଶ ହରଦୋଇ ଜିଲ୍ଲାରେ । ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରି ଏକ
Read More...

ଆସିବ ବନ୍ଦେ ଭାରତ ସ୍ଲିପର ଟ୍ରେନ । ତେବେ ପ୍ରଥମ ପର୍ଯ୍ୟାୟରେ ଦିଲ୍ଲୀ – ହାୱଡା ଟ୍ରାକରେ ଗଡ଼଼ିବ

ଆସିବ ବନ୍ଦେ ଭାରତ ସ୍ଲିପର ଟ୍ରେନ। ଆହୁରି ସହଜ ହେବ ବନ୍ଦେ ଭାରତ ଟ୍ରେନ ଯାତ୍ରା। ରେଲୱେ ପକ୍ଷରୁ ବନ୍ଦେ ଭାରତ ସ୍ଲିପର ଟ୍ରେନ ଲଞ୍ଚ କରାଯିବ। ପ୍ରଥମ ପର୍ଯ୍ୟାୟରେ ଏହା ଦିଲ୍ଲୀ ଓ ହାୱଡା ଟ୍ରାକରେ ଗଡ଼଼ିବ ବୋଲି
Read More...

ରାଜ୍ୟରେ ପୁଣି ପାରଦ ଉପରମୁହାଁ

ପାଣିପାଗ ପୂର୍ବାନୁମାନ କହୁଛି, ଏବେ ଆହୁରି ବଢ଼ିବ ତାତିର ପ୍ରକୋପ । କିଛି ସ୍ଥାନରେ ପାରଦ ୪୪ ଡିଗ୍ରୀ ସେଲସିୟସ୍‌ ଡେଇଁପାରେ । ଗୁଳୁଗୁଳି ଜାରି ରହିବ । ଭାରତୀୟ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ୪୩.୫ ଡିଗ୍ରୀ
Read More...