Browsing Category

ଆଜିର ସମ୍ବାଦ

ବିଜେପିର ସକ୍ରିୟ ସଦସ୍ୟ ସମ୍ମିଳନୀ ଅନୁଷ୍ଠିତ ||(ବିଜୟ ମହାନ୍ତ )

କେନ୍ଦୁଝର: ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି ବିଜେପି ପକ୍ଷରୁ ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁରୁମୁଙ୍ଗା କଲ୍ୟାଣୀ ମଣ୍ଡପରେ ଏକ ସକ୍ରିୟ ସଦସ୍ୟ ସମ୍ମିଳନୀର ଆୟୋଜନ କରିଥିଲା। ଏହି
Read More...

ସୁବର୍ଣ୍ଣଗିରି ଉନ୍ନୀତ ଉଚ୍ଚ ବିଦ୍ୟାଳୟ : ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ଅଭିଭାବକ

ବାଲିଗୁଡ଼ା:ତା, ୧୯/୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ସୁବର୍ଣ୍ଣଗିରି ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ନାମରେ ବ୍ୟାପକ ଅଭିଯୋଗ
Read More...

ବିନା ସୂଚନା ଫଳକରେ ସରିବାକୁ ବସିଲାଣି କାମ Iଖବର ପ୍ରସାର ପରେ ମଧ୍ୟ ବାବୁଙ୍କ ନିଘା ନାହିଁ I

କାନ୍ଥ ତଡ଼ାରେ ସୂଚନା ଫଳକ ଥୋଇ ଦେଇ ଭୁଲିଗଲେ ବ୍ଲକ୍ ପ୍ରଶାସନ l ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ନୂତନ କୋଠା ନିର୍ମାଣ
Read More...

ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି।ଆସନ୍ତା ୨୦ ଅର୍ଥାତ
Read More...

ଏହି ମହିଳାଙ୍କୁ ଏପ୍ରିଲ୍‌ ୨୪ରେ ମିଳିବ ସୁଭଦ୍ରା ଟଙ୍କା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା । ଏପ୍ରିଲ୍‌ ୨୪ରେ ମିଳିବ ସୁଭଦ୍ରା ହିତାଧିକାରୀଙ୍କ ଟଙ୍କା । ପଞ୍ଚାୟତିରାଜ ଦିବସ ଅବସରରେ ପୁରୀ ଠାରେ ସୁଭଦ୍ରା ଟଙ୍କା ଦେବେ ରାଜ୍ୟ ସରକାର । ମୋଟ ୧ ଲକ୍ଷ ୭୦
Read More...

ୟୁପିଆଇ ପେମେଣ୍ଟ ବେଳେ୧୮% GST ଲାଗୁ ଉପରେ ସ୍ପଷ୍ଟ କଲା କେନ୍ଦ୍ର

ଭାରତରେ ଡିଜିଟାଲ ପେମେଣ୍ଟର ମେରୁଦଣ୍ଡ ଭାବେ ୟୁପିଆଇ (UPI) ଉପରେ ସାମଗ୍ରୀ ଏବଂ ସେବା କର (GST) ଲାଗୁ ହେବ ବୋଲି ପ୍ରଥମେ କୁହାଯାଉଥିଲା । ହେଲେ ଏହି ଗୁଜବକୁ ଖଣ୍ଡନ କରିଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ । ଏପରି
Read More...

ବିଜେଡିର ନବମ ଥର ସଭାପତି ହେଲେ ନବୀନ । ନୂଆ ରୂପ ନେବ ଦଳୀୟ ସଙ୍ଗଠନ

ବିଜେଡିର ନବମ ଥର ସଭାପତି ହେଲେ ନବୀନ । ଘୋଷଣା କଲେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ । ଏକମାତ୍ର ପ୍ରାର୍ଥୀ ଭାବେ ଦାଖଲ କରିଥିଲେ ନାମାଙ୍କନ । ନିର୍ଦ୍ବନ୍ଦ୍ବରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେଲେ ନବୀନ
Read More...

JEE MAIN ପରୀକ୍ଷା ଫଳ ପ୍ରକାଶିତ

ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ-ମେନ) ୨୦୨୫-୨୬ ସେସନ-୨ର ଫଳାଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.jeemain.nta.ac.in ଓ୍ବେବସାଇଟକୁ ଯାଇ ନିଜ ପରୀକ୍ଷା ଫଳ ଯାଞ୍ଚ କରିପାରିବେ। ଏନଟିଏ ତରଫରୁ
Read More...

ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା ।

ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା । ୨୨ ତାରିଖ ଯାଏ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବ। ଆଜି ଉତ୍ତର ଓଡ଼ିଶାର କିଛି
Read More...

ଆସିବ ନୂଆ Toll System: ମେ’୧ରୁ ବନ୍ଦ ହେବ ଫାସ୍‌ଟ୍ୟାଗ୍

ସାଟେଲାଇଟ-ଆଧାରିତ ଟୋଲିଂ ସିଷ୍ଟମ ୧ ମଇ, ୨୦୨୫ ରୁ ଆରମ୍ଭ ହେବ । ଏହି ସିଷ୍ଟମ ପୂର୍ବରୁ ଥିବା FASTag-ଆଧାରିତ ଟୋଲ ସଂଗ୍ରହ ସିଷ୍ଟମକୁ ବଦଳାଇବ। ଏଥିରେ ଜିପିଏସ୍‌ରୁ ସିଧାସଳଖ କଟିବ ଟୋଲ୍‌ ଟିକସ।ଏ ସମ୍ପର୍କରେ
Read More...

ଶ୍ରୀମଦ୍ ଭଗବତ୍ ଗୀତା ଓ ନାଟ୍ୟଶାସ୍ତ୍ରକୁ ମିଳିଲା ବିଶ୍ବ ମାନ୍ୟତା

‘ଭଗବଦ ଗୀତା’ ଏବଂ ଭରତ ମୁନିଙ୍କ ‘ନାଟ୍ୟଶାସ୍ତ୍ର’କୁ ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସାମିଲ କରାଯାଇଛି। କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ ଏ ସମ୍ପର୍କରେ
Read More...

ଚାଲିବ ୩୦ ସେକେଣ୍ଡରେ ଚାର୍ଜ ହେଉଥିବା ହାଇ-ଟେକ୍ ଇଲେକ୍ଟ୍ରିକ ବସ୍

ସ୍ଥାୟୀ ଏବଂ ହାଇ-ଟେକ୍ନୋଲୋଜି ସମ୍ପନ୍ନ ସାର୍ବଜନୀନ ପରିବହନ ଆଡ଼କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ, କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଓଡ଼ିଶାରେ ଫ୍ଲାସ୍-ଚାର୍ଜିଂ ଇଲେକ୍ଟ୍ରିକ ବସ୍
Read More...

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଝଡବର୍ଷା ନେଇ ଆକଳନ କରିଛି ଆଇଏମଡି ।

ରାଜ୍ୟରେ ଆଗାମୀ ଚାରି ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଜାରି ରହିବା ସମ୍ଭାବନା ଅଛି। ୨୨ ଏପ୍ରିଲ ପର୍ଯ୍ୟନ୍ତ ଘଡ଼ଘଡ଼ି, ବଜ୍ରପାତ ଏବଂ ବର୍ଷା ଜାରି ରହିବା ସମ୍ଭାବନା ଅଛି। ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି
Read More...

ଏବେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ ।

ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ । ନୂଆ ରାସନ କାର୍ଡ ବଣ୍ଟନ ପାଇଁ ସରକାରଙ୍କ ଘୋଷଣା । ହିତାଧିକାରୀଙ୍କୁ ମିଳିବ ରଙ୍ଗୀନ ରାସନ କାର୍ଡ । ବିଡିଓ, ମ୍ୟୁନିସିପାଲ୍ କମିଶନର ଇସ୍ୟୁ କରିବେ କାର୍ଡ ।
Read More...

ଆଜି ଗୁଡ୍ ଫ୍ରାଇଡେ୍‌, କାହିଁକି ଏହି ଦିନ ପାଳନ କରାଯାଏ ?

ଖ୍ରୀଷ୍ଟିଆନ ଧର୍ମରେ ଗୁଡ୍ ଫ୍ରାଇଡେ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶବିଦ୍ଧ ଏବଂ ମୃତ୍ୟୁକୁ ମନେ ପକାଇବା ପାଇଁ ଏହି ଦିନଟି ପାଳନ କରାଯାଏ। ଏହି ଦିନଟି ଶୋକ ଏବଂ ଅନୁତାପର ଦିନ। ନିଜ ଶରୀରର
Read More...

୩୫ଟି ଫିକ୍ସଡ ଡୋଜ୍ କମ୍ବିନେସନ୍ ଔଷଧ ଉପରେ ଲାଗିଲା କଟକଣା

କେନ୍ଦ୍ର ସରକାରଙ୍କ ପକ୍ଷରୁ ୩୫ଟି ଫିକ୍ସଡ-ଡୋଜ୍ ଔଷଧର ଉତ୍ପାଦନ, ବିକ୍ରୟ ଓ ବିତରଣ ଉପରେ ନିଷେଧାଦେଶ ଜାରି କରାଯାଇଛି। ଏସବୁ ଔଷଧଗୁଡ଼ିକର ଅନୁମୋଦନ ପୁର୍ବରୁ ସମୀକ୍ଷା କରାଯିବା ସହିତ ଏହାର ଉତ୍ପାଦନ, ବିକ୍ରୟ ଓ
Read More...