Browsing Category
ଆଜିର ସମ୍ବାଦ
ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ଭିଡିଓ ପୋଷ୍ଟ କରି ଟ୍ରେନ୍ ଆଗକୁ ଡେଇଁଲେ ଯୁବକ
ନିର୍ଯାତନା ସହି ନ ପାରି ସ୍ୱାମୀ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପରେ ତଦନ୍ତ ଆରମ୍ଭ କରିଛି। ଖୋର୍ଦ୍ଧା ଜିଲା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ!-->…
Read More...
Read More...
ୱାକଫ ବିଲରେ ଭୋଟିଂ ନେଇ ସସ୍ମିତଙ୍କ ବିରୋଧରେ ବଢିଲା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ।
ୱାକଫ ବିଲରେ ଭୋଟିଂ ନେଇ ସସ୍ମିତଙ୍କ ବିରୋଧରେ ବଢିଲା କାର୍ଯ୍ୟାନୁଷ୍ଠାନ ପାଇଁ ଦାବି । ବିଜେଡିର ଜଣଙ୍କ ପରେ ଜଣ ନେତା ସସ୍ମିତ ପାତ୍ରଙ୍କ ବିରୋଧରେ ମୁହଁ ଖୋଲିଛନ୍ତି । ପ୍ରଥମେ ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲ । ଏବେ!-->…
Read More...
Read More...
ଏଣିକି ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ ଆୟୁଷ୍ମାନ ଭାରତ କାର୍ଡ ।
ଆୟୁଷ୍ମାନ ଭାରତକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରେସମିଟ ଜାରି କରିଛନ୍ତି। ଆୟୁଷ୍ମାନ ଭାରତକୁ ନେଇ ସେ ବଡ଼ ଘୋଷଣା କରିଛନ୍ତି। ଏଣିକି ପରିବାରର ପ୍ରତି ସଦସ୍ୟଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ।। ପୂର୍ବରୁ!-->…
Read More...
Read More...
ପୁଣି ବିବାଦରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ।
ପୁଣି ବିବାଦରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ଥାନା ଅଧିକାରୀଙ୍କୁ ଗାଳିଗୁଲଜ କରିଥିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ଥାନା ଅଧିକାରୀଙ୍କୁ ଅସଭ୍ୟ ଭାଷାରେ ଗାଳି ଦେଇଥିବା ନେଇ ଥାନା ଅଧିକାରୀ!-->…
Read More...
Read More...
ଓଡ଼ିଆରେ ସାଇନବୋର୍ଡ ଲେଖିନଥିଲେ ହେବ କାର୍ଯ୍ୟାନୁଷ୍ଠାନ
ଓଡ଼ିଶା ସରକାର ଶୁକ୍ରବାର ଦିନ ବ୍ୟବସାୟୀ ଓ ଦୋକାନୀମାନଙ୍କୁ ଚେତାବନୀ ଦେଇଛନ୍ତି। ଯଦି ସେମାନେ ନିଜ ଦୋକାନରେ ବା ବ୍ୟବସାୟିକ ପ୍ରତିଷ୍ଠାନରେ ଥିବା ସାଇନବୋର୍ଡରେ ଓଡ଼ିଆ ଭାଷା ବ୍ୟବହାର ନ କରିବେ, ତେବେ ସେମାନଙ୍କ!-->…
Read More...
Read More...
୧୦ ଓ ୫୦୦ ଟଙ୍କିଆ ନୋଟ୍କୁ ନେଇ ବଡ଼ ଅପଡେଟ: RBI
ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ଆରବିଆଇ ଖୁବ ଶୀଘ୍ର ମହାତ୍ମା ଗାନ୍ଧୀଙ୍କ ଫଟୋ ଥିବା ୧୦ ଟଙ୍କା ଏବଂ ୫୦୦ ଟଙ୍କା ନୋଟ ଜାରି କରିବ। ଏହି ନୋଟ୍ ଗୁଡ଼ିକରେ ନୂଆ!-->…
Read More...
Read More...
ପୁଣି ଶସ୍ତା ହେଲା ସୁନା ଦର। ମଧ୍ୟବିତ୍ତ ପରିବାରଙ୍କୁ ଆଶ୍ୱସ୍ତି।
ପୁଣି ଶସ୍ତା ହେଲା ସୁନା ଦର। ମଧ୍ୟବିତ୍ତ ପରିବାରଙ୍କୁ ଆଶ୍ୱସ୍ତି। ଗୋଟିଏ ଦିନରେ ୨୨ କ୍ୟାରେଟ୍ ସୁନା ଦର ୧୬ ଶହ ଟଙ୍କା କମିଥିବା ବେଳେ ୨୪ କ୍ୟାରେଟ୍ ସୁନା ୧୭୪୦ ଟଙ୍କା ଶସ୍ତା ହୋଇଛି । ବିଶେଷଜ୍ଞଙ୍କ ଅନୁମାନ!-->…
Read More...
Read More...
ପୁଅର ନ୍ୟାୟ ସହ କ୍ଷତିପୂରଣ ଦାବୀ ନେଇ ପରିବାର ପକ୍ଷରୁ ଦୀର୍ଘ ୮ଘଣ୍ଟା କଳା ରାସ୍ତା ଅବରୋଧ : ଯାତାୟତରେ ବାଧାପ୍ରାପ୍ତ…
ଅତିରିକ୍ତ ମଜିଷ୍ଟେଟ୍ ଏବଂ ବିଡ଼ିଓ ପରିବାର ଲୋକଙ୍କୁ ପୁଝାସୁଝା ପାଇଁ ଥାନାରେ I
ଘଟଣାର ଉଗ୍ରରୂପ ପରେ ଥାନା ଏବଂ ପୋଲିସ ଉପରେ ପଥର ମାଡ଼ I
ଥୁଆମୁଳ ରାମପୁର,୦୪/୦୪-(ଦୁର୍ଗା କୀର୍ତ୍ତି):- ବାଇକ୍ ଦୁର୍ଘଟଣାରେ!-->!-->!-->!-->!-->…
Read More...
Read More...
୬ ରେ ୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ
: ବାଲିଗୁଡା, ତା, ୦୪/୦୪: (ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୬ ତାରିଖ ରବିବାର!-->…
Read More...
Read More...
ବିଧାୟକଙ୍କ ଦ୍ଵାରା ବ୍ଳକ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ I
ଥୁଆମୂଳ ରାମପୁର,୦୪/୦୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ବାବଧାନରେ ବ୍ଲକ୍!-->…
Read More...
Read More...
ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ, ନବୀନ ନିବାସରୁ ବଡ଼ ଅପଡେଟ୍
ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ । ଦଳର ବରିଷ୍ଠ ନେତା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି । ପ୍ରସନ୍ନ ଆଚାର୍ଯ୍ୟ, ଶଶୀଭୂଷଣ ବେହେରା, ନୃସିଂହ ସାହୁ ପ୍ରମୁଖ ବୈଠକରେ ଯୋଗ!-->…
Read More...
Read More...
ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ।
ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । ସେଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ!-->…
Read More...
Read More...
ଦୁବାଇ ଗଲା ସଜନା ଛୁଇଁକୁ ପୋଟଳ
କୃଷିକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ବ ଦେଉଛନ୍ତି । କେମିତି ଚାଷୀର ବିକାଶ ହେବ ସେ ନେଇ ନିଇତି ନୂଆ ନୂଆ ଯୋଜନା କରାଯାଉଛି । ଯାହାର ଭରପୂର ଫାଇଦା ଉଠାଉଛନ୍ତି ଚାଷୀ । କଳାହାଣ୍ଡିର ଆମ୍ବ, ଭେଣ୍ଡି, ଢେଙ୍କାନାଳର!-->…
Read More...
Read More...
ବଢ଼ିଲା ନରି ପଣ୍ଡାଙ୍କ ଅଡ଼ୁଆ,ନରିଙ୍କୁ ଯାତ୍ରା ପାର୍ଟିରୁ ବ୍ୟାନ୍
ଆଗକୁ ଯାତ୍ରା ପାର୍ଟିରେ କାମ କରିପାରିବେନି ଅଭିନେତା ନରି ପଣ୍ଡା । ଯାତ୍ରା ତୁଳସୀ ମାଲିକ ଓ ନରି ପଣ୍ଡାଙ୍କ ଭିତରେ ହୋଇଥିଲା ବିବାଦ ଏବେ ନୂଆ ମୋଡ଼ ନେଇଛି। ହାସ୍ୟ ଅଭିନେତା ନରିଙ୍କୁ ଯାତ୍ରା ପାର୍ଟିରୁ ବ୍ୟାନ୍!-->…
Read More...
Read More...
ରେଳ ଷ୍ଟେସନରେ ଛେପ ପକାଇବା ଓ ଆବର୍ଜନା ପକାଇବା ପାଇଁ ୫୮୧ ଜଣଙ୍କୁ ଜରିମାନା
ରେଳ ଷ୍ଟେସନରେ ଛେପ ଓ ଆବର୍ଜନା ପକାଉଥିଲେ ହୋଇଯାଆନ୍ତୁ ସାବଧାନ ! ଫାଇନ କାଟିବ ରେଳବାଇ । ଭୁବନେଶ୍ବର ଷ୍ଟେସନରେ ଛେପ ପକାଇବା ଓ ଆବର୍ଜନା ପକାଇ ଜୋରିମାନା ଗଣିଛନ୍ତି 581 ଜଣ । ମାର୍ଚ୍ଚ ମାସରେ ଆଦାୟ ହୋଇଛି ୧ ଲକ୍ଷ!-->…
Read More...
Read More...
୩ ଦିନ ଯାଏ କାଳବୈଶାଖୀ ବର୍ଷା
କାଳବୈଶାଖୀ ପ୍ରଭାବରୁ ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୨ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ମାତ୍ର ଦୁଇଦିନ ପରେ ତାତି ପୁଣି ବଢ଼ିବ,ପ୍ରାୟ ୨ରୁ ୩!-->…
Read More...
Read More...