Browsing Category
ଆଜିର ସମ୍ବାଦ
ପ୍ରସନ୍ନ କହିଲେ-‘ଆଇନ ଶୃଙ୍ଖଳା ନିୟନ୍ତ୍ରଣରେ ନାହିଁ’
ରାଜ୍ୟରେ ଆଇନ ଶୃଙ୍ଖଳାକୁ ନେଇ ସରକାରଙ୍କ ଉପରେ ବର୍ଷିଛି ବିଜେଡ଼ି । ରାଜ୍ୟ ସରକାରଙ୍କୁ ବିରୋଧୀଦଳର ଉପନେତା କଡ଼ା ସମାଲୋଚନା କରିଛନ୍ତି । ବରିଷ୍ଠ ବିଜେଡ଼ି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ, ‘ରାଜ୍ୟରେ ଆଇନ!-->…
Read More...
Read More...
ଜାତୀୟ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଓ ବାଲିଯାତ୍ରା
ଅମୂଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା-ବାଲିଯାତ୍ରା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ!-->…
Read More...
Read More...
ନିଧି ତିୱାରୀ, ମୋଦୀଙ୍କ ବ୍ୟକ୍ତିଗତ ସଚିବ ଭାବେ ହେଲେ ନିଯୁକ୍ତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀଙ୍କୁ ମନୋନୀତ କରାଯାଇଛି। କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି!-->…
Read More...
Read More...
୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ।
୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ!-->…
Read More...
Read More...
ଆଜି ହେଉଛି ମାର୍ଚ୍ଚ ୩୧। ଆଉ ମିଳିବନି ସୁଭଦ୍ରା ଟଙ୍କା !
ସରିଗଲା ସମୟ, ଆଉ କରିପାରିବେନି ଆବେଦନ। ଆଜି ଥିଲା ଶେଷ ତାରିଖ। ସୁଭଦ୍ରା ଯୋଜନାରେ ଆସିସାରିଛି ୨ୟ କିସ୍ତି ଟଙ୍କା । ରାକ୍ଷୀ ପୂର୍ଣ୍ଣିମାରେ ଆସିବ ୩ୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି । ପୂର୍ବରୁ ରାଜ୍ୟର ୧ କୋଟିରୁ!-->…
Read More...
Read More...
ଆଜି ପବିତ୍ର ଇଦ୍ ଉଲ ଫିତର
ଇଦ୍ ପାଇଁ ସାରାଦେଶ ଉତ୍ସବମୁଖର । ମସଜିଦରେ ଚାଲିଛି ସମୁହ ନମାଜ ପାଠ । ଘରେ ବି ଚାଲିଛି ନମାଜ ପାଠ । ପରସ୍ପରକୁ ଇଦର ଶୁଭେଛା ଜଣାଉଛନ୍ତି ମୁସଲିମ ଭାଇ ଓ ଭଉଣୀ । ବିରିୟାନୀ, ଲଛା, ସିମେଇ , ଖଜୁର ଓ ସର୍ବତ ପ୍ରସ୍ତୁତ!-->…
Read More...
Read More...
ବିଳମ୍ବ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା
ଶ୍ରୀ ମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ସମ୍ପର୍କରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଗୃହରେ ଆଇନ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଛନ୍ତି । ଏହାର ଉତ୍ତରରେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି ଯେ, ‘ବର୍ତ୍ତମାନ!-->…
Read More...
Read More...
‘ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା
ସୁଭଦ୍ରା ଯୋଜନା ନେଇ ଆଜି ଆଉ ଏକ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସୁଭଦ୍ରା ୨ୟ କିସ୍ତିରେ ବାଦ୍ ପଡ଼ିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ମହିଳା ।ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟ ସରକାର!-->…
Read More...
Read More...
ଗୁଣପୁର ସିଆରପିଏଫ ପକ୍ଷରୁ ଜନସଂପର୍କ ଶିବିର ଅନୁଷ୍ଠିତ l
ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ସିଲେଇ ଉପକରଣ, ପେପର ପ୍ଲେଟ ମେସିନ ସହ ଯୁବକ ଯୁବତୀଙ୍କୁ କମ୍ପ୍ୟୁଟର ତାଲିମ ପ୍ରମାଣ ପତ୍ର ପ୍ରଦାନ l
ଥୁଆମୂଳ ରାମପୁର,୨୯/୦୩-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲାରେ ନକ୍ସଲ!-->!-->!-->…
Read More...
Read More...
ଦାରିଙ୍ଗବାଡ଼ି ଓକିଲ ସଂଘ ନିର୍ବାଚନ ଶେଷ: ପ୍ରଦୀପ ସଭାପତି, ଇନ୍ଦ୍ରମଣୀ ସମ୍ପାଦକ
ବାଲିଗୁଡା, ତା, ୨୯/୦୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଓକିଲ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଂଘର ମୁଖ୍ୟ ପଦବୀ ସଭାପତି!-->…
Read More...
Read More...
ବାଲିଗୁଡା ବସଷ୍ଟାଣ୍ଡ ରୁ ବିଦେଶୀ ମଦସହ ଗଞ୍ଜେଇ ଓ ଗଞ୍ଜେଇ ସିଗାରେଟ୍ ଜବତ୍ : ବେପାରୀ ଗିରଫ
ବାଲିଗୁଡା, ତା, ୨୯/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବସଷ୍ଟାଣ୍ଡରେ ଦୋକାନ କରିଥିବା ବରଡ଼ ଭେରାଇଟ ଷ୍ଟୋରରେ ଚକଲେଟ, ବିସ୍କୁଟ, ମିକ୍ଚର ବିକ୍ରି ନାମରେ ଦୀର୍ଘଦିନ ଧରି!-->…
Read More...
Read More...
ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ।
ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ବିଭିନ୍ନ ମଡେଲ୍ର ପୂର୍ବାନୁମାନ!-->…
Read More...
Read More...
ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍ !
ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି!-->…
Read More...
Read More...
ବଢୁଛି ସୁନା ଦାମ : ୯୨ ହଜାର ଟପିଲା
ସୁନା ଦର ଶୁକ୍ରବାର ୧୦ ଗ୍ରାମ୍ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍ ଇଣ୍ଡିଆ ସରାଫା!-->…
Read More...
Read More...
ପୁଣି ଚର୍ଚ୍ଚାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।
ଦୀର୍ଘଦିନ ପରେ ପୁଣି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ ଆଇଏଏସ ଭି.କେ ପାଣ୍ଡିଆନ୍ଙ୍କୁ ଏକାଠି ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ପରେ ନବୀନଙ୍କ ସହ ପାଣ୍ଡିଆନ୍ଙ୍କୁ!-->…
Read More...
Read More...
୧୪ ଏପ୍ରିଲକୁ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ କେନ୍ଦ୍ର ଛୁଟି ଘୋଷଣା କରିଛି।
ସମାଜ ଏବଂ ସମ୍ବିଧାନ ପ୍ରତି ତାଙ୍କ ଅବଦାନ ଅତୁଳନୀୟ। ସେଥିପାଇଁ କେନ୍ଦ୍ର ସରକାର ଶୁକ୍ରବାର ଦିନ ୧୪ ଏପ୍ରିଲକୁ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମବାର୍ଷିକୀକୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।କେନ୍ଦ୍ର!-->…
Read More...
Read More...