Browsing Category

ଆଜିର ସମ୍ବାଦ

ନବୀନଙ୍କୁ ମୋହନଙ୍କ ନିମନ୍ତ୍ରଣ

ବିରୋଧୀ ଦଳ ନେତାଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ । ବିଜୁବାବୁଙ୍କ ଜୟନ୍ତୀରେ ବିଶିଷ୍ଟ ଅତିଥିଭାବେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଜୟଦେବ ଭବନରେ ସଂଧ୍ୟା ୭ଟାରେ
Read More...

ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର
Read More...

ମାର୍ଚ୍ଚ ୫ ବୁଧବାର ଦିନ ରାଜ୍ୟର ସମସ୍ତ ସ୍କୁଲ ଖୋଲା ରହିବ ।

ଆସନ୍ତାକାଲି ଅର୍ଥାତ୍ ମାର୍ଚ୍ଚ ୫ରେ ଛୁଟି ନ ହୋଇ ସମସ୍ତ ସ୍କୁଲ ଖୋଲା ରହିବ । ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଖୋଲା ରହିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି
Read More...

ସିଂହଛୁଆ ସଙ୍ଗେ ଖେଳିଲେ , କ୍ଷୀର ପିଆଇଲେ ମୋଦୀ

ପ୍ରଧାନମନ୍ତ୍ରୀଙ୍କ ପଶୁପ୍ରେମର ଉଦାହରଣ ଅନେକ ସମୟରେ ଦେଖିବାକୁ ମିଳେ । ମୋଦୀ କେତେବେଳେ ବାସଭବନରେ ବାଛୁରୀଙ୍କ ସହ ଖେଳୁଥିବାର ନଜର ଆସନ୍ତି ତ ଆଉ କେତେବେଳେ ସଫାରୀ ବୁଲି ବନ୍ୟଜନ୍ତୁଙ୍କ ଗତିବିଧି ଉପରେ ନଜର ରଖନ୍ତି
Read More...

ମାର୍ଚ୍ଚ ୫କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ ନକରିବା ନେଇ ମୋହନ ସରକାର ଉପରେ ବର୍ଷିଲେ ରାଜା

ପଞ୍ଚାୟତିରାଜ ଦିବସ ତାରିଖ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର । ଏହାକୁ ନେଇ ରାଜ୍ୟ ସରକାର ଓ ବିଜେପିକୁ ସମାଲୋଚନା କରିଛନ୍ତି ବରିଷ୍ଠ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ।ରଣେନ୍ଦ୍ର ପ୍ରତାପ ସ୍ଵାଇଁ
Read More...

ଖୁବ୍‌ଶୀଘ୍ର ନୂଆ ଏନକ୍ଲୋଜରକୁ ଯିବ ବାଘୁଣି ଜୀନତ ।

ଜୀନତ ପାଇଁ ନୂଆ ଏନକ୍ଲୋଜର ତିଆରି ହୋଇଥିବା ନେଇ କହିଲେ ପିସିସିଏଫ୍ ପ୍ରେମ କୁମାର ଝା । ତେବେ ଏନ୍‌କ୍ଲୋଜରରେ ଖାପ ଖୁଆଇବା ପରେ ସ୍ଥିତି ଦେଖି ଜୀନତକୁ ଜଙ୍ଗଲରେ ଛଡ଼ାଯିବ । ଏବେ ଜୀନତ ପୂରା ସୁସ୍ଥ ଅଛି ଏବଂ ଶିକାର
Read More...

ରଥଯାତ୍ରା ପାଇଁ ଲଞ୍ଚ କରାଯିବ ସ୍ବତନ୍ତ୍ର ଆପ୍ ।

ରଥଯାତ୍ରା ପାଇଁ ପ୍ରଥମ ଜିଲ୍ଲାସ୍ତରୀୟ ବୈଠକ ଶେଷ ହେବାପରେ ସୂଚନା ଦେଲେ ପୁରୀ ଜିଲ୍ଲାପାଳ । ଆସନ୍ତା ରଥଯାତ୍ରା ପାଇଁ ହେବ ସ୍ବତନ୍ତ୍ର ‘ଆପ୍‌’ ବ୍ୟବସ୍ଥା । ପ୍ରଥମ ପ୍ରସ୍ତୁତି ବୈଠକ ପରେ ସବୁ ବିଭାଗର ତଥ୍ୟକୁ ନେଇ
Read More...

ମାର୍ଚ୍ଚ ୫ରେ ପାଳନ ହେବନି ପଞ୍ଚାୟତିରାଜ ଦିବସ

ମାର୍ଚ୍ଚ ୫ ତାରିଖରେ ପାଳନ ହେବନି ପଞ୍ଚାୟତିରାଜ ଦିବସ। ଏପ୍ରିଲ ୨୪ରେ ପାଳନ ହେବ ପଞ୍ଚାୟତିରାଜ ଦିବସ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।ଏପ୍ରିଲ ୨୪ରେ ମଧ୍ୟ ପାଳନ ହେବ ଲୋକସଭା ଦିବସ । ଏ
Read More...

ଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି ।

ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ନବମ ପାଳି। ଲୋକଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ
Read More...

ଇନ୍ଦ୍ରାବତୀ ଜଳଭଣ୍ଡାରକୁ ଗାଧୋଇବାକୁ ଯାଇ ନିଖୋଜ ଘଟଣା

ଥୁଆମୂଳ ରାମପୁର,୦୨/୦୩- (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ପାଡ଼େପଦର ପଞ୍ଚାୟତ ଅନ୍ତର୍ଗତ ବେଣାଖମାର ଗ୍ରାମର ବ୍ରଜ ମାଝୀ (୪୦) ଇନ୍ଦ୍ରାବତୀ ଜଳଭଣ୍ଡାରକୁ ଗାଧୋଇବାକୁ ଯାଇ ନିଖୋଜ
Read More...

ମୁଖ୍ୟମନ୍ତ୍ରୀଙ୍କ ନୂଆ OSD ହେଲେ କୌଶିକ ପଟ୍ଟନାୟକ।

ଓଡ଼ିଶା ସରକାର ସୋମବାର ଦିନ ଓଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ମିଳିଛି।ପୂର୍ବରୁ କେନ୍ଦୁଝର ଏଡିଏମ
Read More...

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ ।

ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ
Read More...

୧୨ ତାରିଖ ପରେ ଉତ୍ତର ଓଡ଼ିଶା ତାତିବ ।

ମାର୍ଚ୍ଚ ଆରମ୍ଭରୁ ହିଁ ସୂର୍ଯ୍ୟଙ୍କ କୋପ ବଢ଼ିଲାଣି । ପାଣିପାଗ ପୂର୍ବାନୁମାନ କହୁଛି, ଆଗକୁ ଆହୁରି ବଢ଼ିବ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌ ଟପିବ । ୧୨ ତାରିଖ ପରେ ଉତ୍ତର
Read More...

ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ ।

ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ଏହି ୨ କୁଇଣ୍ଟାଲର ସାର୍କ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ
Read More...

ବିଦେଶିନୀଙ୍କ ଆଣ୍ଠୁରେ ମହାପ୍ରଭୁଙ୍କ ଟାଟୁକୁ ନେଇ ବିରୋଧ

ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍‌ଷ୍ଟାଗ୍ରାମ୍‌ ଓ ହ୍ୱାଟସପ୍‌ରେ ସେୟାର କରାଯାଇଥିଲା । ଯାହାକୁ ନେଇ
Read More...

ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ ।

ମାର୍ଚ୍ଚ ମାସ ପାଇଁ ବ୍ୟାଙ୍କ ଛୁଟି ତାଲିକା ପ୍ରକାଶ କରିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ମାର୍ଚ୍ଚ ମାସରେ ୧୪ ଦିନ ବନ୍ଦ ରହିବ ବ୍ୟାଙ୍କ । ଦେଶର ବିଭିନ୍ନ ରାଜ୍ୟ ଏବଂ ସହରରେ ବ୍ୟାଙ୍କଗୁଡ଼ିକ ମୋଟ ୧୪ ଦିନ ପାଇଁ ବନ୍ଦ
Read More...