Browsing Category

ଆଜିର ସମ୍ବାଦ

ଭିତରକନିକାରେ ସରିଲା କୁମ୍ଭୀର ଗଣନା,ବଢିଛି କୁମ୍ଭୀର ସଂଖ୍ୟା

ସରିଲା ଭିତରକନିକାରେ କୁମ୍ଭୀର ଗଣନା। ଚଳିତବର୍ଷ ବୃଦ୍ଧି ପାଇଛି କୁମ୍ଭୀର ସଂଖ୍ୟା। କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା ।
Read More...

ଆଜି ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ଭାରତୀୟ ସ୍ୱାଧିନତା ସଂଗ୍ରାମର ଅଦ୍ବିତୀୟ ଯୋଦ୍ଧା ସୁଭାଷ ଚନ୍ଦ୍ର ବୋସଙ୍କ ଆଜି ଜନ୍ମ ଜୟନ୍ତୀ। ସେହିପରି ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ମଧ୍ୟ ଆଜି ଜନ୍ମ ଜୟନ୍ତୀ ।ନେତାଜୀ ଜୟନ୍ତୀ ପାଇଁ ବିଭିନ୍ନ ସ୍ଥାନରେ
Read More...

ରଶି ଲଗାଇ ମାନସିକ ଅସ୍ଥିରତା ମଧ୍ୟରେ ଥିବା ଶିକ୍ଷକଙ୍କ ଆତ୍ମହତ୍ୟା

ବାଲିଗୁଡା,୨୨/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସିନ୍ଦ୍ରିଗାଁ ପଞ୍ଚାୟତର ଜାର୍ଗୀସୁଗା ଗାଁ ର କୁଳମଣି ମଲ୍ଲିକ ନାମକ ଜଣେ ଶିକ୍ଷକ ମହୁଲ ଗଛ ରେ ରଶି ଲଗାଇ ଆତ୍ମହତ୍ୟା
Read More...

ଗାଡି ମଟର ଯାଞ୍ଚ ବେଳେ ଚୋରା ବାଇକ ଉଦ୍ଧାର : ଜଣେ ଗିରଫ : କୋର୍ଟ ଚାଲାଣ

ବାଲିଗୁଡା ,୨୨/୦୧ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ବାଲିଗୁଡା ଥାନା ଅଞ୍ଚଳରେ ଏକ ବାଇକ ଚୋରୀ ହୋଇଥିବା ବେଳେ ଆଜି ପୁଲିସ ସେହି ଚୋରା ବାଇକ କୁ ଜବତ କରିବା ସହ ଜଣେ ଯୁବକକୁ ଗିରଫ କରିଛି । ଘଟଣା
Read More...

୨୭ ତମ ବାର୍ଷିକ ଉତ୍ସବ ଓ ନବକୁଣ୍ଡିୟ ଗାୟତ୍ରୀ ମହାଯଜ୍ଞ ଉଦଯାପିତ : ଶତାଧିକ ଗାୟତ୍ରୀ ଭକ୍ତଙ୍କ ସମାଗମ

ବାଲିଗୁଡା, ୨୨/୦୧: (ସଞ୍ଜୟ କୁମାର ପାଣିଗ୍ରାହୀ): ରାଷ୍ଟ୍ରରେ ନବ ନିର୍ମାଣ ଉଦ୍ଦେଶ୍ୟରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଓ କୁର୍ତ୍ତମଗଡ଼ ସ୍ଥିତ ଗାୟତ୍ରୀ ଶକ୍ତିପୀଠ ଠାରେ ୨୭ ତମ ବାର୍ଷିକ ଉତ୍ସବ ଏବଂ ରାଷ୍ଟ୍ର ଜାଗରଣ
Read More...

ରାଜ୍ୟରେ ୧୨୬ ଡ଼େଣ୍ଟାଲ ଡ଼ାକ୍ତର ନିଯୁକ୍ତି ହେବେ

ରାଜ୍ୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର। କ୍ୟାବିନେଟ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା ।୧୨୪ ‌ଦାନ୍ତ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଡାକ୍ତରୀ
Read More...

ରାସ୍ତା କଡ ମାଛ ଦୋକାନ ହଟାଇଲେ ଏନଏସି କର୍ତ୍ତୁପକ୍ଷ

ବାଲିଗୁଡା ,୨୨/୦୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ରେ ଦିନକୁ ଦିନ ଟ୍ରାଫିକ ସମସ୍ୟା ବଢିବାରେ ଲାଗିଛି । ବିଭିନ୍ନ ଦିନ ଛୋଟ ବଡ ଦୁର୍ଘଟଣା ମାନ ଘଟୁଛି । ମୁଖ୍ଯତଃ ବୁଡାଗୁଡା ରାସ୍ତା
Read More...

ଆଜିଠୁ ରାଜ୍ୟରେ କମିବ ଶୀତ,ଘନ କୁହୁଡ଼ି ପାଇଁ ସତର୍କ ସୂଚନା ଜାରି

ଆଜିଠୁ ଓଡ଼ିଶାରେ ତାପମାତ୍ରା ବଢିବା ସହ ଶୀତର ପ୍ରକୋପ କମିବ । ସାରା ରାଜ୍ୟରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପାରଦର ସ୍ତର ବଢିବା ସହ ଶୀତରୁ ସାମାନ୍ୟ ଅଶ୍ବସ୍ତି ମିଳିବ । ଥଣ୍ଡା କମିବା ସହ
Read More...

‘ଇ-କେୱାଇସି ସରିବା ର୍ପୂବରୁ ସରେଣ୍ଡର କରନ୍ତୁ’ ! ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ।

ଅଯୋଗ୍ୟ ରାସନ୍‌ କାର୍ଡ ହିତାଧିକାରୀଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ୍। ମନ୍ତ୍ରୀ କହିଲେ, ‘ଅଯୋଗ୍ୟ ହିତାଧିକାରୀଙ୍କୁ ଅପିଲ୍‌ କରୁଛି ସରେଣ୍ଡର କରିଯାଆନ୍ତୁ। ସରେଣ୍ଡର ନକଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। କାର୍ଡ
Read More...

ବାରବାଟୀରେ ଭାରତ-ଇଂଲଣ୍ଡ କ୍ରିକେଟ୍ ମ୍ୟାଚ୍, ପ୍ରଥମ ଟିକେଟ୍ କିଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଫେବୃଆରୀ ୯ରେ କଟକ ବାରବାଟିରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍‌ ମ୍ୟାଚ୍‌ । ଏଥିପାଇଁ ପ୍ରଥମ ଟିକେଟ୍‌ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ କରିଛି ଓଡିଶା କ୍ରିକେଟ୍‌ ଆସୋସିଏସନ୍‌ । କଟକ ବାରବାଟିରେ
Read More...

ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ନୀତା ଅମ୍ବାନୀଙ୍କ ଫ୍ୟାସନ୍‌କୁ ନେଇ ଚର୍ଚ୍ଚା

ଦେଶର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ପତ୍ନୀ ନୀତା ଅମ୍ବାନୀଙ୍କ ଫ୍ୟାସନ୍‌କୁ ନେଇ ଅଧିକାଂଶ ସମୟରେ ଚର୍ଚ୍ଚା ହୋଇଥାଏ। ନିକଟରେ ନୀତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଶପଥ ସମାରୋହରେ
Read More...

ପାଚକ-ପାଚିକାଙ୍କ ପାଇଁ ପାରିଶ୍ରମିକ ବଢାଇଲେ ରାଜ୍ୟ ସରକାର

ପିଏମ୍ ପୋଷଣ ଯୋଜନାରେ କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାଙ୍କ ପାଇଁ ଖୁସି ଖବର । ପାଚକ-ପାଚିକାମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।ପାଚକ, ପାଚିକା
Read More...

ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ।
Read More...

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ

ସୁଭଦ୍ରା ଯୋଜନାକୁ ନେଇ ଏକ ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ମହିଳାଙ୍କ ପାଇଁ ହୋଇଥିବା ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ଏକାଧିକ ପୁରୁଷ । ଏପର୍ଯ୍ୟନ୍ତ ଆବେଦନ କରିଥିବା ୧୫୭ଜଣ
Read More...

ଓଡିଆରେ ଏମବିଏ ପଢିବେ ଛାତ୍ରଛାତ୍ରୀ

ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ଓଡ଼ିଆ MBA ପୁସ୍ତକ ପ୍ରସ୍ତୁତ କରିଥିବାରୁ ଓଡ଼ିଶାର ଛାତ୍ରଛାତ୍ରୀମାନେ ଏବେ ଓଡ଼ିଆ ଭାଷାରେ MBA (ମାଷ୍ଟର ଅଫ୍ ବିଜନେସ୍ ଆଡମିନିଷ୍ଟ୍ରେସନ୍) ଶିକ୍ଷା
Read More...

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ?

ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି।ଜାତୀୟ ପତାକା ଉତ୍ତୋଳନ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ
Read More...