Browsing Category

ଆଜିର ସମ୍ବାଦ

ମରଣଯନ୍ତା ପାଲଟିଛି ଥୁଆମୂଳ ରାମପୁର-କଲମପୁର ସିଙ୍ଗାରୀ ଘାଟି ରାସ୍ତା Iରାସ୍ତା ପୁନଃ ନିର୍ମାଣ କେବେ ?

ଥୁଆମୂଳ ରାମପୁର,୧୨/୧୨-(ଦୁର୍ଗା କୀର୍ତ୍ତି:- କଳାହାଣ୍ଡି ଜିଲ୍ଲାର ଆଦିବାସୀ ବହୁଳ ଥୁଆମୁଳ ରାମପୁର ବ୍ଲକ ଏବଂ କଲମପୁର ବ୍ଲକ ତଥା ଆଖପାଖ ବ୍ଲକ ଓ ଜିଲ୍ଲା ମଧ୍ୟରେ ଯାତାୟାତ ପାଇଁ ଏକମାତ୍ର ଜୀବନ ରେଖା ସାଜିଥିବା
Read More...

ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କୁ ଦାନ କରିବେ ନବୀନ ପଟ୍ଟନାୟକ। ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ନବୀନ ଲେଖିଛନ୍ତି ଯେ ଗରିବ
Read More...

ଭୁବନେଶ୍ୱରରେ ବଲିଉଡ ଷ୍ଟାର ଅକ୍ଷୟ କୁମାର

ଓଡ଼ିଶାରେ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର । ଶନିବାର ସନ୍ଧ୍ୟାରେ ଅକ୍ଷୟ କୁମାର ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦର ବାହାରେ ପ୍ରଶଂସକଙ୍କୁ ହାତ ହଲାଇ ସମ୍ବୋଧିତ କରିବା ସହ ସମସ୍ତଙ୍କୁ ନମସ୍କାର
Read More...

ଝିରିପାଣି ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାଲିଗୁଡା, ୧୨/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡର ବେଲଘର ରେଞ୍ଜ୍ ଝିରିପାଣି ଅଞ୍ଚଳ କର୍ଜଣ୍ଡି ଜଙ୍ଗଲରେ ରେ ଦନ୍ତା ହାତୀର ମୃତ୍ୟୁ ହୋଇଥିବା ଘଟଣା ଶୁକ୍ରବାର ପ୍ରତ୍ୟୁଷ ରେ
Read More...

୧ ମାସ ଧରି ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର

ଶ୍ରୀମନ୍ଦିର ଛତିଶା ନିଯୋଗ ଓ ଶ୍ରୀମନ୍ଦିର ନୀତି ସବ୍ କମିଟି ବୈଠକରେ ପହିଲି ଭୋଗ ନୀତି ନିର୍ଘଣ୍ଟକୁ ଉଭୟ ଛତିଶା ନିଯୋଗ ଓ ନୀତି ସବ୍ କମିଟିର ଅନୁମୋଦନ ମିଳିଛି। ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ପହିଲି ଭୋଗ
Read More...

ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡର କଡା ଆଭିମୁଖ୍ୟ । ସବୁ କେନ୍ଦ୍ରରେ ଲାଗିବ CCTV

ଆସନ୍ତା ଫେବୃଆରୀ 19ରୁ ଆରମ୍ଭ ହେବାକୁ ଥିବା ୨୦୨୬ ମାଟ୍ରିକ ପରୀକ୍ଷାକୁ ଏଥର ଶୁଙ୍ଖଲିତ ଢଙ୍ଗରେ ପରିଚାଳନା କରିବାକୁ କଡା ଆଭିମୁଖ୍ୟ ଗ୍ରହଣ କରିଛି ବୋର୍ଡ । ଆସାଧୁ ଉପାୟ ଅଵଲମ୍ବନ ନକରନ୍ତି ସେଥିପାଇଁ ପ୍ରଥମ ଥର
Read More...

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା ରାମୁ
Read More...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିଲା MGNREGA ନାଁ

କେନ୍ଦ୍ର ସରକାର ମନରେଗା ଯୋଜନାର ନାମ ପରିବର୍ତ୍ତନ କରିବେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପରିବର୍ତ୍ତନ କରି ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି
Read More...

ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ରବିବାର ଓଡିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନା ଚକ୍ରରେ
Read More...

ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟି କରଣ ନେଇ ତାଲିମ ଶିବିର

ବାଲିଗୁଡା଼, ତା,୧୧/୧୨ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟି କରଣ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ
Read More...

ଖୋଲା ମଦ ସେବନ ଏବଂ ଅନ୍ୟାନ୍ୟ ବେଆଇନ କାର୍ଯ୍ୟ କଳାପ ବିରୁଦ୍ଧରେ ପୋଲିସ ର ଏକ ସ୍ୱତନ୍ତ୍ର ଅଭିଯାନ

ବାଲିଗୁଡା, ତା, ୧୧/୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଅସାମାଜିକ ବ୍ୟକ୍ତି ଓ ନିଶାଡ଼ି ହୋଇଯାନ୍ତୁ ସାବଧାନ । ନିଶାଡ଼ି ଓ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ଼ କରିବା ପାଇଁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡରେ
Read More...

ରାଜଧାନୀରେ ୧୧ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ରାଜଧାନୀରେ ଲଜ୍ଜ୍ୟା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ଜଣେ ୪୦ ବର୍ଷୀୟ ବିବାହିତ ବ୍ୟକ୍ତି ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଅଞ୍ଚଳର ନାବାଳିକା ଜଣକ ବାପା-ମା’ଙ୍କ ସହ ଭୁବନେଶ୍ବରରେ ରୁହନ୍ତି ।
Read More...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ପୂବାହ୍ଣ ୯ଟାରୁ
Read More...

ଅଧିକ ଟଙ୍କା ରୋଜଗାର ପାଇଁ କଳା ଧନ୍ଦା, ଔଷଧ ଦୋକାନରେ ବିକ୍ରି କଲେ ମଦ

ଭଦ୍ରକ ସହରର ବାଇପାସ୍ ଛକ ନିକଟସ୍ଥ ଏକ ଔଷଧ ଦୋକାନରୁ ମଦ ଜବତ ହୋଇଛି। ଭଗବାନ ଗଣେଶଙ୍କ ନାମରେ ନାମିତ ଔଷଧ ଦୋକାନରୁ ମଦ ବାହାରୁଛି, ଯାହା ବୁଦ୍ଧିଜୀବୀଙ୍କୁ ହତବାକ୍‌ କରିଛି। ସୂଚନା ମୁତାବକ ଉକ୍ତ ଦୋକାନର
Read More...

ପିଆଜ, ରସୁଣ ଭାଙ୍ଗିଦେଲା ଘରସଂସାର; କୋର୍ଟରେ ହେଲା ବିବାହ ବିଚ୍ଛେଦ

ଗୁଜରାଟ ହାଇକୋର୍ଟରେ ଏକ ଅଜବ ବିବାବ ବିଚ୍ଛେଦ ମାମଲା ସାମ୍ନାକୁ ଆସିଛି । ପତି-ପତ୍ନୀଙ୍କ ମଧ୍ୟରେ ଫାଟ ସୃଷ୍ଟି କଲା ପିଆଜ, ରସୁଣ । ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା
Read More...

ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ
Read More...