Browsing Category

ଆଜିର ସମ୍ବାଦ

‘ନିପା’କୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟମନ୍ତ୍ରୀ

ନିପା ଭୁତାଣୁକୁ ନେଇ ଆତଙ୍କିତ ନହେବାକୁ ନିବେଦନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ସୂଚନା ଦେଲେ ମନ୍ତ୍ରୀ ।ବୈଠକ ପରେ ମନ୍ତ୍ରୀ କହିଛନ୍ତି ଯେ, ନିପା ଭାଇରସ୍‌ର ମୁକାବିଳା ପାଇଁ ରାଜ୍ୟରେ
Read More...

ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା

ଇଡି ରେଡ୍ ବେଳେ ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା। ଆଲମାରୀରେ ବିଡ଼ା ବିଡ଼ା ନୋଟ୍ ରଖାଯାଇଛି। ରେଡ୍ ବେଳେ ଏତେ ପରିମାଣର ଟଙ୍କା ଦେଖି ଇଡି ଅଧିକାରୀ ଟେରା ହୋଇଛନ୍ତି।ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଡ଼ ଧରଣର
Read More...

ପୁଣି ଚିପ୍ସ ପ୍ୟାକେଟ ହେଲା କାଳ: ଚାଲିଗଲା ୬ ବର୍ଷ ଶିଶୁର ଜୀବନ

ବଜାରରେ ବିକ୍ରି ହେଉଥିବା ପ୍ୟାକେଟ ଫୁଡ୍‌ ଖାଇ କୋମଳମତି ବାଳକର ଚାଲିଗଲା ଜୀବନ।ଏହି ଘଟଣା ବେଗୁନିଆ ଥାନା ଅନ୍ତର୍ଗତ ନିଧିପୁର ଗ୍ରାମରେ ଘଟିଛି ।ଅଭୟ ପାଇକରାୟଙ୍କ ଗୋଟିଏ ବୋଲି ପୁଅ ତାପସ। ଗାଁ ସ୍କୁଲ ଶିଶୁ
Read More...

ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା

ଆସନ୍ତା ୧୮ ତାରିଖରେ ଚିଲିକାରେ ହେବ ପକ୍ଷୀ ଗଣନା । ୫ଟି ରେଞ୍ଜରେ ମୋଟ ୨୨ଟି ଟିମ କରିବେ ଗଣନା । ବାଲୁଗାଁ, ରମ୍ଭା, ଟାଙ୍ଗୀ, ଚିଲିକା ଓ ସାତପଡାରେ କରିବେ ଗଣନା । ଆସନ୍ତା ୨୦, ୨୧ ଓ ୨୨ ତାରିଖରେ ହେବ ଡଲଫିନ ଗଣନା
Read More...

ବାଧ୍ୟତାମୂଳକ ଅବସର ପାଇଁ ଶିକ୍ଷକମାନଙ୍କ ତାଲିକା ମାଗିଲା ଉଚ୍ଚ ଶିକ୍ଷା ବିଭାଗ

ବାଧ୍ୟତାମୂଳକ ଅବସର ପାଇଁ ଶିକ୍ଷକମାନଙ୍କ ତାଲିକା ମାଗିଲା ଉଚ୍ଚ ଶିକ୍ଷା ବିଭାଗ । ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ସରକାର ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟଦକ୍ଷତା ଓ ଆଚରଣ
Read More...

ବିଜେଡିରୁ ବିଦାହେଲେ ଦୁଇ ବିଧାୟକ

ବିଜେଡିର ବଡ଼ କାର୍ଯ୍ୟାନୁଷ୍ଠାନ। ଦଳ ବିରୋଧି କାର୍ଯ୍ୟ ଯୋଗୁ ୨ ବିଧାୟକଙ୍କୁ ସସ୍‌ପେଣ୍ଡ (ନିଲମ୍ବନ) କଲେ ସୁପ୍ରିମୋ ନବୀନ।ପାଟକୁରା ବିଧାୟକ ତଥା ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପ୍ରୁଅ ଅରବିନ୍ଦ ମହାପାତ୍ର ଓ
Read More...

ରାଜ୍ୟ ସରକାରଙ୍କ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ୨୦୨୫-୨୬ ପାଇଁ ଆବେଦନ 

ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯିବ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୫-୨୬ । ବିଭିନ୍ନ ପୁରସ୍କାର ପାଇଁ ଆବେଦନ ସମୟସୀମା ଆସନ୍ତା ୨୦ ଜାନୁୟାରୀ ୨୦୨୬ ଯାଏଁ ବୃଦ୍ଧି ହୋଇଛି । ଏଥିପାଇଁ ଆବେଦନ କରିବାକୁ ହେଲେ
Read More...

ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ନିଶା ମହାରଣା

ଅଶ୍ଳୀଳ ନାଚ ପାଇଁ ଗିରଫ ହୋଇପାରନ୍ତି ନିଶା ମହାରଣା । ସଦର ଥାନାରେ ମାମଲା ରୁଜୁ ପରେ ବଢିଲା ଗିରଫ ସମ୍ଭାବନା । ୧୨ ତାରିଖରେ ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ଅଭିଯୋଗରେ ମାମଲା ରୁଜୁ ହୋଇଛି । ମାମଲା ରୁଜୁ କରି ପୋଲିସ
Read More...

ଆଜି ଭାରତୀୟ ସେନା ଦିବସ

ଭାରତୀୟ ସେନାର ସାହସ, ନିସ୍ୱାର୍ଥପରତା, ଆଉ ବଳିଦାନକୁ ସମ୍ମାନ ଦେବାକୁ ଯାଇ ଆଜି ଦେଶ ପାଳୁଛି ଇଣ୍ଡିଆନ ଆର୍ମି ଡେ । ପ୍ରତି ବର୍ଷ ଜାନୁଆରୀ ୧୫ ତାରିଖରେ ଭବ୍ୟ ସମାରୋହ, ସୈନ୍ୟ ପରେଡର ସମାରୋହ ସହ ସେନା ଦିବସ ପାଳନ
Read More...

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ "ଜବରଦସ୍ତି' ବୋଲି ଧରାଯାଇ ପାରିବ ନାହିଁ । ସେହି ଆଧାରରେ ଜଣେ ବ୍ୟକ୍ତିଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ । ହାଇକୋର୍ଟ ଏକ
Read More...

ଆଇସିସି ମାନ୍ୟତା : ଦିନିକିଆରେ ବିରାଟ କୋହଲି ନଂ୧

ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟତମ ଦିନିକିଆ ମାନ୍ୟତା ପ୍ରକାଶ ପାଇଛି । ଏହା ଅନୁସାରେ ଭାରତର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ବିଶ୍ବର ନଂ୧ ମାନ୍ୟତା ପ୍ରଦାନ କରାଯାଇଛି । ୭୮୫ ପଏଣ୍ଟ
Read More...

ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ

ଆଗକୁ ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ । ଗାଡ଼ି ଚାଳକ ନିୟମ ଭାଙ୍ଗିଲେ କଟିବ ପଏଣ୍ଟ । ରଦ୍ଦ ହେବ ଲାଇସେନସ । ମହଙ୍ଗା ହେବ ବୀମା । ସଡ଼କ ଦୁର୍ଘଟଣା ରୋକିବା ଓ ଟ୍ରାଫିକ୍ ନିୟମକୁ ଅଧିକ କଡ଼ାକଡ଼ି
Read More...

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମକର ସଂକ୍ରାନ୍ତି। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଆଜି ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିବେ ଓ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ତେବେ ମକର ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ। ବୈତରଣୀର
Read More...

ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ, ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି

ଓଡ଼ିଆରେ ହେବ ସରକାରୀ କାମ । ଓଡ଼ିଆ ଭାଷାରେ ହେବ ସମସ୍ତ ସରକାରୀ କାମ । ସବୁ ବିଭାଗ ଓ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି । ଏହି ନିୟମ ବ୍ଲକ, ଜିଲ୍ଲା ଏବଂ ରାଜ୍ୟସ୍ତରୀୟ ସରକାରୀ ଅଫିସରେ କଡ଼ାକଡ଼ି ଲାଗୁ ହେବ
Read More...

ଆଜି ମକର ସଂକ୍ରାନ୍ତି। କ’ଣ ରହିଛି ପରମ୍ପରା

ମକରଠାରୁ ଦିନ ହୁଏ ବକର। ଅର୍ଥାତ ଏହି ତିଥି ଠାରୁ ଦିନ କ୍ରମଶଃ ବଡ଼ ହୁଏ। ମକରଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଯାଉଥିବାରୁ ଖରା ଧୀରେଧୀରେ ପ୍ରଖର ହୁଏ। ସୂର୍ଯ୍ୟ ଉତ୍ତର ଦିଗକୁ ଯାତ୍ରା କରି ଛଅ ମାସ
Read More...

ହ୍ୟୁମାନ ମୃତ୍ୟୁ ମାମଲା : ଅର୍ପିତା ସୋମେଶଙ୍କୁ ଜେରା

ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ପୋଲିସର ବଡ଼ ସୂଚନା। ଏକାଧିକ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଛି କହିଲେ ଏସିପି ଜୋନ୍‌-୩। ସେ ଆହୁରି କହିଛନ୍ତି ଯେ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ପଚରାଉଚରା ହୋଇଛି। ଉଭୟଙ୍କ
Read More...