Browsing Category

ଆଜିର ସମ୍ବାଦ

କନ୍ଧମାଳରେ ଜିଲ୍ଲା ସ୍ତରୀୟ ସର୍ଗିଫୁଲ ଆୟୋଜିତ

କନ୍ଧମାଳ: ତା, ୨୮/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ବାରା ଶିଶୁ ପ୍ରତିଭା ଅନ୍ବେଷଣ ନିମନ୍ତେ ଜିଲ୍ଲା ସ୍ତରୀୟ ସର୍ଗିଫୁଲ-୨୦୨୫ ମଙ୍ଗଳ
Read More...

ବାରବାଟୀରେ ଟି୨୦ ବେଳେ ଫ୍ଲଡ ଲାଇଟକୁ ନେଇ ବ୍ୟାପକ ବ୍ୟବସ୍ଥା

ଫେବୃଆରୀ ୯ ତାରିଖରେ ବାରବାଟୀରେ ଭାରତ-ଇଂଲଣ୍ଡ ମ୍ୟାଚବେଳେ ଫ୍ଲଡ ଲାଇଟ ବାରମ୍ବାର ବନ୍ଦ ହେବା ଯୋଗୁଁ ସାରା ବିଶ୍ବରେ ନିନ୍ଦିତ ହୋଇଥିଲା ଓସିଏ । ଡିସେମ୍ବର ୯ରେ ପୁଣି ବାରବାଟୀକୁ ଫେରିଛି ଅନ୍ତର୍ଜାତୀୟ ମ୍ୟାଚ ।
Read More...

୧୭ ହଜାର ୪୪୦ କୋଟିର ଅତିରିକ୍ତ ବଜେଟ୍ ଆଗତ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ୧୭ ହଜାର ୪୪୦ କୋଟି ଟଙ୍କାର ଏହି ଅତିରିକ୍ତ ବଜେଟ ଆଗତ କରିଥିଲେ। ବଜେଟ ଆଗତ ହେବା ପରେ
Read More...

୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ-ଉଚ୍ଚଶିକ୍ଷା ମନ୍ତ୍ରୀ

୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ
Read More...

ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି

ଆତ୍ମସମର୍ପଣ କଲେ ମାଓବାଦୀଙ୍କ ମିଳିବ ଅଧିକ ଅର୍ଥରାଶି । ଏନେଇ ଘୋଷଣା କରାଯାଇଛି । ମାଓବାଦୀଙ୍କ ଆତ୍ମସମର୍ପଣ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଲାଇଟ୍‌ ମେସିନ୍‌ ଗନ୍‌ ସହିତ ଆତ୍ମସମର୍ପଣ କରିଲେ
Read More...

ରେକର୍ଡ ଭାଙ୍ଗିଲା ନଭେମ୍ବର ଶୀତ

ରେକର୍ଡ ଭାଙ୍ଗିଲା ନଭେମ୍ବର ଶୀତ। ରାଜ୍ୟକୁ ପୁଣି ଫେରିଛି ଶୀତ । ଦୁଇ ତିନି ଦିନ ହେବ ତାପମାତ୍ରାରେ କ୍ରମାଗତ ହ୍ରାସ ଫଳରେ ଥଣ୍ଡାର ପ୍ରଭାବ ବୃଦ୍ଧି ପାଇଛି । ଅନେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ
Read More...

ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ- ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ଖୋଲିବନି ୨୦ରୁ କମ ଛାତ୍ରଛାତ୍ରୀ ଥିବା ସ୍କୁଲ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖି କହିଛନ୍ତି, ପୂର୍ବ ସରକାର ୨୦ରୁ ଅଧିକ ଛାତ୍ରଛାତ୍ରୀ ଥିବା
Read More...

ଲୋକପ୍ରତିନିଧିଙ୍କୁ ଆଚରଣ-ଉଚ୍ଚାରଣ ଭଲ ରଖିବାକୁ ପରାମର୍ଶ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିର ଦିନ ଓଡ଼ିଶା ବିଧାନସଭା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ । ପ୍ରଥମ ଥର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିଛନ୍ତି ।ଜୟ ଜଗନ୍ନାଥରୁ ଆରମ୍ଭ ରାଷ୍ଟ୍ରପତିଙ୍କ
Read More...

କଳାବ୍ୟାଚ ପରିଧାନ କଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ଓ କର୍ମଚାରୀ : ୧୩ ଦଫା ଦାବିରେ ଆନ୍ଦୋଳନ

ବାଲିଗୁଡ଼ା, ତା, ୨୭/୧୧: (ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟବ୍ୟାପୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷକ ସଂଘ ପକ୍ଷରୁ କଳା ବ୍ୟାଚ ପରିଧାନ କରି ୧୩ ଦଫା ଦାବିରେ ଆନ୍ଦୋଳନ ଥିବା ବେଳେ କନ୍ଧମାଳ ଜିଲ୍ଲାର ସମସ୍ତ
Read More...

ସ୍ବାମୀ କେରଳରେ ଦାଦନ ଖଟୁଥିବା ବେଳେ ସ୍ତ୍ରୀ ନାଏବ ସରପଞ୍ଚଙ୍କ ଘରେ ଆତ୍ମହତ୍ୟା l

ଥୁଆମୂଳ ରାମପୁର,୨୭/୧୧-(ଦୁର୍ଗା କୀର୍ତ୍ତି):- ସ୍ବାମୀ ରାଜ୍ୟ ବାହାର କେରଳକୁ ଦାଦନ ଶ୍ରମିକ ଭାବରେ ଖଟିବାକୁ ଯାଇଥିବା ବେଳେ ନିଜ ଘରେ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଖବର ଅଞ୍ଚଳରେ ଚାଞ୍ଚଲ୍ୟ କର ପରିବେଶ ସୃଷ୍ଟି
Read More...

ବିଧାସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ :ଆଜି ମୁଁ ଯେଉଁଠି ପହଞ୍ଚି ସେଥିପାଇଁ ସବୁ ଶ୍ରେୟ ଏହି ଗୃହର

ଓଡ଼ିଶା ବିଧାନସଭାରେ ଆଜି ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରାୟ ୧୫ ବର୍ଷ ପରେ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା ବିଧାନସଭାରେ ଦେଖିବାକୁ ମିଳିଛି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନ ତଥା ଶୀତକାଳୀନ ଅଧିବେଶନ-୨୦୨୫ର
Read More...

ବିଧାନସଭା ଶୀତକାଳୀନ ଅଧିବେଶନରେ ଅଭିଭାଷଣ ରଖିଲେ ନବୀନ ପଟ୍ଟନାୟକ

ବିଧାନସଭାରେ ଅଭିଭାଷଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ରାଷ୍ଟ୍ରପତିଙ୍କୁ କଲେ ସ୍ବାଗତ । କହିଲେ, ଆଜି ଗୌରବର ଦିନ । ଆମ ଗହଣରେ ଉପସ୍ଥିତ ଅଛନ୍ତି ରାଷ୍ଟ୍ରପତି । ଆମେ ସମସ୍ତେ ଗର୍ବିତ ଏ ମାଟିର ଝିଅ ଆଜି
Read More...

ଅପରାହ୍ଣ ୪ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ପରେ ଏହାକୁ ସମର୍ଥନ
Read More...

ଆଲୋକୀକରଣ ହେବ ଶ୍ରୀମନ୍ଦିର: ଖର୍ଚ୍ଚ ହେବ ୧୭ କୋଟି ଟଙ୍କା

ଶ୍ରୀମନ୍ଦିର ଆଲୋକୀକରଣ ହେବ। ଏଥିପାଇଁ ଖର୍ଚ୍ଚ ହେବ ୧୭ କୋଟି ୧୨ ଲକ୍ଷ।ଏହି ଅର୍ଥ ଅବଢ଼ା ଯୋଜନାରେ ଖର୍ଚ୍ଚ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସରକାରଙ୍କୁ ଅନୁରୋଧ କରିବ। ଭାରତୀୟ ଏଏସ୍‌ଆଇ ପ୍ରସ୍ତୁତ କରିଥିବା
Read More...

ରାଜ୍ୟକୁ ଫେରିଲା ଶୀତ, ଦୁଇ ଦିନ ହାଡ଼ଭଙ୍ଗା ଜାଡ଼

ରାଜ୍ୟକୁ ପୁଣି ଥରେ ଶୀତ ଆରମ୍ଭ ହୋଇଯାଇଛି । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି
Read More...

ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: କାର୍ଯ୍ୟଛାଡ ଆନ୍ଦୋଳନ କଲେ ସ୍ବାସ୍ଥ୍ୟକର୍ମୀ, ଅଟକିଲା ଟିକାକରଣ

ବାଲିଗୁଡା, ତା, ୨୬/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସୋନପୁର ପଞ୍ଚାୟତର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନଏମ)ବୁଲିଦେଇ ସାହୁଙ୍କୁ ମଙ୍ଗଳବାର ବିଳମ୍ବିତ
Read More...