Browsing Category

ଆଜିର ସମ୍ବାଦ

ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ମନ୍ଦିର ଭିତର ପ୍ରବେଶ କରିଲେ ଅମାନିଆ

ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ପୁଣି ତ୍ରୁଟି । ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ମନ୍ଦିର ଭିତର ପ୍ରବେଶ କରିଲେ ଅମାନିଆ। ତାଙ୍କୁ ଜଗମୋହନ ନିକଟରେ ଧରିଛନ୍ତି ଜେଟିପି । ଶ୍ରଦ୍ଧାଳୁ ଜଣଙ୍କ ଅହମ୍ମଦାବାଦର ଭରତ
Read More...

ଓଡ଼ିଆ ଝିଅ ପ୍ରଥମ ମହିଳା ଭାବେ ଝାଡ଼ଖଣ୍ଡ ଡିଜିପି

ଓଡ଼ିଶାରେ ଜନ୍ମିତ ବରିଷ୍ଠ ଆଇପିଏସ୍ ଅଧିକାରୀ ତାଦାଶା ମିଶ୍ର ଝାଡ଼ଖଣ୍ଡର କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ (DGP) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ପଦବୀରେ ଅବସ୍ଥାପିତ ହେବାରେ ସେ ହେଉଛନ୍ତି ଝାଡ଼ଖଣ୍ଡ
Read More...

ବାଲିଯାତ୍ରା ପଡ଼ିଆରେ ବିଶାଳ କାଚ ଭିତରେ ଭାସୁଛନ୍ତି ଜଳପରୀ

ଦର୍ଶକଙ୍କ ମନ ମୋହୁଛି ଐତିହାସିକ କଟକ ବାଲିଯାତ୍ରା ୨୦୨୫ । ଆଲୋକମାଳାରେ ଗଛ ଗୁଡିକୁ ସୁସଜ୍ଜିତ କରାଯାଇଛି । ପୁରା ମେଳାକୁ ବିଭିନ୍ନ ରଙ୍ଗ ଲାଇଟରେ ସଜାଯାଇଛି । ଜନସାମଗମରେ ଭର୍ତ୍ତି ଏହି ମେଳା । ଦୂର ଦୂରାନ୍ତରରୁ
Read More...

ଓଡ଼ିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡ଼କ ଭିତ୍ତିଭୂମି ପାଣ୍ଠି ଘୋଷଣା-ନିତିନ ଗଡ଼କରୀ

ଇଣ୍ଡିଆନ ରୋଡ୍ସ କଂଗ୍ରେସରେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀଙ୍କ ସମ୍ବୋଧନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ ଦେଶରେ ସଡ଼କ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି । ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡ଼ିରହିଛି
Read More...

ଘର ଉପରକୁ ମାଡ଼ିଗଲା ଲକ୍ଷ୍ମୀ ବସ lଅଳ୍ପକେ ବର୍ତିଲେ ପରିବାର ଲୋକେ

ଥୁଆମୂଳ ରାମପୁର,୦୬/୧୧-(ଦୁର୍ଗା କୀର୍ତ୍ତି):- ପୂର୍ବ ବିଜେଡି ସରକାରଙ୍କ ଶାସନ ସମୟରେ ଲୋକଙ୍କ ଗମନାଗମନର ସୁବିଧା ସୁଯୋଗ ଆଖିଆଗରେ ରଖି ଲକ୍ଷ୍ମୀ ବସ ଚଳାଚଳର ବ୍ଯବସ୍ଥା କରି ଏକ ଘରୋଇ କମ୍ପାନୀକୁ ହସ୍ତାନ୍ତର
Read More...

ଆଜି ଜାତୀୟ କ୍ୟାନସର ସଚେତନତା ଦିବସ

ଆଜି ଜାତୀୟ କ୍ୟାନସର ସଚେତନତା ଦିବସ । ବିଶ୍ୱ ସ୍ତରରେ କ୍ୟାନ୍ସର ଏକ ଗମ୍ଭୀର ରୋଗ ଭାବେ ଉଭା ହୋଇଛି । ଏହି ରୋଗରେ ଆକ୍ରାନ୍ତ ରୋଗୀ ଏବଂ ମୃତ୍ୟୁ ସଂଖ୍ୟା ପ୍ରତି ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ମଧ୍ୟ କିଛି
Read More...

ଲୋକସେବା ଭବନରେ ବନ୍ଦେ ମାତରମ ଗାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବନ୍ଦେ ମାତରମ ଗାନ କରିଛନ୍ତି । ତାଙ୍କ ସହିତ ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ବିଭିନ୍ନ ବିଭାଗର ସଚିବ ମଧ୍ୟ ଏହି ବିଶେଷ କାର୍ଯ୍ୟକ୍ରମରେ
Read More...

ଏମ୍.ଜି.ଏନ.ଆର.ଇ.ଜି.ଏ ଓ ଏନ.ଏସ.ଏଫ୍.ଏ ର ବ୍ଲକ୍ ସ୍ତରୀୟ ଜନ ଶୁଣାଣୀ ଶିବିର ଅନୁଷ୍ଠିତ l

ଥୁଆମୂଳ ରାମପୁର,୦୬/୧୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଠାରେ ଏମ୍.ଜି.ଏନ.ଆର.ଇ.ଜି.ଏ ଓ ଏନ.ଏସ.ଏଫ୍.ଏ ଆଇନ ଅନ୍ତର୍ଗତ ବ୍ଲକ୍ ସ୍ତରୀୟ ଜନ ଶୁଣାଣୀ ଶିବିର ବା ସାମାଜିକ ସମୀକ୍ଷା
Read More...

ରାସ୍ତାରେ ପାଠ ପଢ଼ିଲେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର

ରାସ୍ତାରେ ପାଠ ପଢ଼ିଛନ୍ତି ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଛାତ୍ରୀଛାତ୍ର। ବିଶ୍ୱବିଦ୍ୟାଳୟରେ କ୍ଲାସ ରୁମ୍‌ ଅସୁରକ୍ଷିତ ଦର୍ଶାଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ କଳାର ୨ୟ ବର୍ଷର ଛାତ୍ରୀଛାତ୍ର ରାସ୍ତାରେ ବସି
Read More...

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ । ଫୋନ ପେ’ରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛି। କେନ୍ଦୁଝର ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଜଣକ
Read More...

ରାଜ୍ୟରେ ଆଗାମୀ ଦୁଇ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ କମିବ

ରାଜ୍ୟରେ ପହିଲି ଶୀତ । ଗତ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ହ୍ରାସ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ପାରଦ ପ୍ରାୟ ୩ ଡିଗ୍ରୀ କମିଛି । ଏକାଧିକ ସ୍ଥାନରେ
Read More...

ଆଜି ଛାଡ଼ଖାଇ ଜାଣନ୍ତୁ ଛାଡଖାଇର ପ୍ରକୃତ ଅର୍ଥ ?

ଆଜି ଛାଡ଼ଖାଇ । କାର୍ତ୍ତିକ ମାସରେ ଲୋକେ ଆମିଷ ଛାଡ଼ି କାର୍ତ୍ତିକ ବ୍ରତ ପାଳିଥିଲେ । ତେଣୁ ମାସକ ପରେ ପାଟିରେ ବାଜିବ ଆମିଷର ସ୍ୱାଦ । ସାଧାରଣତଃ ଛାଡ଼ଖାଇରେ ଆମିଷର ଚାହିଦା ଅନ୍ୟଦିନ ଅପେକ୍ଷା ଅଧିକ ରହିଥାଏ । ତେବେ
Read More...

ଏକ ଝରଣା ନାଳ ପାଖରୁ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର l

ଥୁଆମୂଳ ରାମପୁର, ୦୫/୧୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ଥାନା ଅଧୀନସ୍ଥ କିଆପଦର୍ ଅଞ୍ଚଳ ର ଏକ ଝରଣା ନାଳ ପାଖରୁ ଏକ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ବୁଧବାର
Read More...

ଘରୋଇ ହସ୍ପିଟାଲରେ ଯୌନ ନିର୍ଯାତନା!

ଘରୋଇ ହସ୍ପିଟାଲରୁ ଆସିଲା ଯୌନ ନିର୍ଯାତନା ଅଭିଯୋଗ । ରାଜଧାନୀର ମୈତ୍ରି ବିହାର ଅଧୀନରେ ଥିବା ଏକ ଘରୋଇ ହସ୍ପିଟାଲର ଲ୍ୟାବ ଟେକ୍ନିସିଆନ ଓ ହସ୍ପିଟାଲ ମ୍ୟାନେଜମେଣ୍ଟ ବିରୁଦ୍ଧରେ ସାଙ୍ଘାତିର ଅଭିଯୋଗ ଆଣିଛନ୍ତି ଜଣେ
Read More...

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ

୨୦୦ଫୁଟ ଲମ୍ବର ବୋଇତ ଭସାଇଲେ ଶ୍ରଦ୍ଧାଳୁ । ହଜାର ହଜାର ଲୋକଙ୍କ ସମାଗମ । ବାଲେଶ୍ଵର ଜିଲ୍ଲା ସୋର ବ୍ଲକ ମାଣିତ୍ରୀ ଗ୍ରାମର ମଦନମୋହନ ଜୀୟୁ କମିଟି ପକ୍ଷରୁ ୨୦୦ଫୁଟ ଲମ୍ବର ଏକ ବିଶାଳ ଡଙ୍ଗା ସ୍ଥାନୀୟ ପୋଖରୀରେ ଭସାଇ
Read More...

ଘୁଞ୍ଚିଲା ଯୁକ୍ତ ଦୁଇ ରେଗୁଲାର ଓ ଏକ୍ସ ରେଗୁରାଲ ଫର୍ମପୂରଣ ତାରିଖ

୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। ଏହି ସମୟରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ ସିଏଚଏସଇ ପକ୍ଷରୁ ସୂଚନା ମିଳିଛି। । ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧
Read More...