Browsing Category

ଆଜିର ସମ୍ବାଦ

ଆଦିବାସୀ ମହାବିଦ୍ଯାଳୟରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା

ବାଲିଗୁଡା, ତା, ୦୧/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ପରିସରରେ ଦୁର୍ନୀତି ନିବାରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଭାରପ୍ରାପ୍ତ
Read More...

ସହାୟତା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କୁ ମାଗଣା ରେ ଜୀବନ ପ୍ରମାଣପତ୍ର ପ୍ରଦାନ

ବାଲିଗୁଡା, ତା, ୦୧/୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟ ପରିସରରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା
Read More...

୭୬ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ସମାରୋହ-୨୦୨୫

ଥୁଆମୂଳ ରାମପୁର,୧/୧୧-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲାରେ ପ୍ରତିବର୍ଷ ନଭେମ୍ବର ପହିଲାକୁ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ଭାବରେ ପାଳନ କରି ଆସୁଥିବା ବେଳେ ଜିଲ୍ଲା ଗଠନ ଦିବସ କଳାହାଣ୍ଡିର ଅସ୍ମିତାର
Read More...

ପରଙ୍ଗ ଡ୍ୟାମରେ ଆଜି ବି ଭାସୁଛି ହଜାର ହଜାର ମଲା ମାଛ

ଯୁଆଡ଼େ ଆଖି ବୁଲାଇଲେ, ପାଣି ଉପରେ ଭାସୁଛନ୍ତି ହଜାର ହଜାର ମଲା ମାଛ । ଅନୁଗୁଳ ଜିଲ୍ଲା ପରଙ୍ଗ ଡ୍ୟାମରେ ଆଜି ବି ପଡ଼ିଛି ମାଛ ମଡ଼କ ।। ଏପଟେ ପାଣିର ରଙ୍ଗ ବି ଏମିତି କଳା ପଡ଼ିଛି ଯେ ଦେଖିଲେ ଭୟ ଲାଗୁଛି ।ମାଛ ମଡକ ଦେଖି
Read More...

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିର ଦଳଚକଟାରେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ

ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମରେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ ଓଡ଼ିଆ ଯୁବତୀ ରହିଛନ୍ତି। ସେ ହେଲେ ଆର. ରୁପା। ତାଙ୍କ ଘର ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ
Read More...

ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶନିବାର ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ଟଙ୍କା ମିଳିବ। ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା। ସୂଚନାମୁତାବକ
Read More...

କାମରୁ ଫେରିଲା ବେଳେ ଯୁବତୀଙ୍କୁ ଟେକିନେଇ ଗଣଦୁଷ୍କର୍ମ

କାମରୁ ଫେରିଲା ବେଳେ ଯୁବତୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ହିକୁଡ଼ି ITI ପଛପଟେ ଘଟିଛି ଘଟଣା । ଟାଟା ମୋଟର ସର୍ଭିସ ସେଣ୍ଟରରେ କାମ କରୁଥିଲେ ଯୁବତୀ । ମୁହଁରେ
Read More...

ବଡ ଖବର – ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ

ରାଜ୍ୟରେ ପୂର୍ବଭଳି ଜାରି ରହିବ ରାସନ ଚାଉଳ ଯୋଗାଣ। ଇ-କେୱାଇସି କରି ନ ଥିବା ହିତାଧିକାରୀଙ୍କ ଚାଉଳ ବନ୍ଦ ନେଇ ଯୋଗାଣ ବିଭାଗ ପକ୍ଷରୁ କୌଣସି ନିର୍ଦ୍ଦେଶନାମା ଜାରି ହୋଇନାହିଁ । ଅର୍ଥାତ୍ ରାସନକାର୍ଡ
Read More...

ପୀତବାସ ପଣ୍ଡା ହତ୍ୟା ମାମଲାର ମାଷ୍ଟର ମାଇଣ୍ଡ ପିଣ୍ଟୁ ଦାସ ଫୁଲବାଣୀ ଜେଲରେ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

କନ୍ଧମାଳ, ତା, ୩୧/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଅଞ୍ଚଳ ର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟର ମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ
Read More...

ବ୍ରାହ୍ମଣୀଗାଁ ଥାନାର ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ କାରା ଦଣ୍ଡାଦେଶ

କନ୍ଧମାଳ, ତା, ୦୧/୧୧ (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୮ ବର୍ଷୀୟା ନାବାଳିକା ଦୁଷ୍କର୍ମ ମାମଲାର ବିଚାର କରି
Read More...

ଥୁଆମୂଳ ରାମପୁର ପୋଲିସ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ମହାସମାରୋହରେ ପାଳିତ I

ଥୁଆମୂଳ ରାମପୁର,୩୧/୧୦-(ଦୁର୍ଗା କୀର୍ତ୍ତି):- ଆଧୁନିକ ଭାରତର ନିର୍ମାତା, ଭାରତର ପ୍ରଥମ ଉପ- ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୦୫ ତମ ଜନ୍ମ ଜୟନ୍ତୀ ଅବସରରେ ଓଡିଶା ପୋଲିସ
Read More...

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ

ସରିବାକୁ ଯାଉଛି ଡେଡ୍‌ଲାଇନ। ଇ-କେୱାଇସି କରିନଥିଲେ ନଭେମ୍ବରରୁ ମିଳିବନି ଚାଉଳ। କିଛି ଦିନ ତଳେ ରାସନ କାର୍ଡଧାରୀଙ୍କୁ ଚେତାବନୀ ଦେଇଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଯାତ୍ରା ଆଜି ଅକ୍ଟୋବର ମାସ ଶେଷ ହେଉଛି।
Read More...

ପୁଣି ଭିଜାଇବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ

ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଅନ୍ୟପଟେ କେନ୍ଦ୍ରେୀୟ
Read More...

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ

୨୧ ବର୍ଷ ବୟସ ହୋଇଥିଲେ କାଲିଠୁ ସୁଭଦ୍ରା ଆବେଦନ କରିପାରିବେ । ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରବାତୀ ପରିଡା । ଆଚରଣ ବିଧି ଲାଗିଥିବା ଅଂଚଳକୁ ଛାଡି ଅନ୍ୟ ସବୁ
Read More...

୨ରୁ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ଖସିବ, ବଢ଼ିବ ଜାଡ଼ର ପ୍ରକୋପ

ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଶେଷଜ୍ଞ ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି। ରାତି ତାପମାତ୍ରା ପ୍ରାୟ
Read More...

ପଞ୍ଚୁକ ସମୟରେ ସମସ୍ତ ହବିଷ୍ୟାଳିଙ୍କ ସମେତ ଭକ୍ତମାନଙ୍କୁ ମାଗଣାରେ ମିଳିବ ମହାପ୍ରସାଦ

ପଞ୍ଚୁକର ପ୍ରଥମ ତିନିଦିନ କେବଳ ବାହାର କାଠରୁ ଶ୍ରୀଜୀଉଙ୍କ ଦର୍ଶନ କରି ପାରିବେ ଶ୍ରଦ୍ଧାଳୁ । କେବଳ କାର୍ତ୍ତିକ ପୂର୍ଣ୍ଣମୀରେ ଭିତର କାଠ ଦର୍ଶନ ସୁଯୋଗ ମିଳିବ । ଭିଡ଼ ଭିତରେ ନିଖୋଜ ଭକ୍ତମାନଙ୍କୁ ଖୋଜି ପାଇବା ଲାଗି
Read More...