Browsing Category

ଆଜିର ସମ୍ବାଦ

ପୁଲିସ ଏସ୍‌ଆଇ ଜାଲିଆତି ମାମଲା: ତଦନ୍ତ କରିବ ସିବିଆଇ

ପୁଲିସ୍ ଏସଆଇ ପରୀକ୍ଷା କେଳେଙ୍କରି ମାମଲା ସିବିଆଇକୁ ହସ୍ତାନ୍ତର ପ୍ରସଙ୍ଗରେ କ୍ରାଇମ ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଏହା ପଛରେ ବଡ଼ ନେଟୱର୍କ ରହିଛି। ଯେହେତୁ ସିବିଆଇ
Read More...

ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କୁ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନର ମୁଖ୍ୟ ବିଚାରପତି ବି.ଆର୍‌. ଗୱାଇଙ୍କ ସ୍ଥାନରେ ୨୪ ନଭେମ୍ବର ୨୦୨୫ରୁ ଦାୟିତ୍ୱ ଗ୍ରହଣ
Read More...

ଫେବ୍ରୁଆରୀ ୧୭ରୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬ ବୋର୍ଡ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ କରିଛି । CBSE ଦଶମ ଏବଂ ଦ୍ୱାଦଶ ପରୀକ୍ଷା ୧୭ ଫେବୃଆରୀ ୨୦୨୬ରୁ ଆରମ୍ଭ ହେବ । ଦଶମ ଶ୍ରେଣୀ ପରୀକ୍ଷା ୧୭
Read More...

ଓଡ଼ିଶାରେ ହେବ ୯୨ ଟି ରେଳ ଓଭର୍‌ବ୍ରିଜ୍

ଓଡ଼ିଶାରେ ୯୨ଟି ରେଳ ଓଭରବ୍ରିଜ୍‌ର ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ
Read More...

ବାଲିଗୁଡା ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ

ବାଲିଗୁଡ଼ା, ତା, ୩୦/୧୦:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହା ବିଦ୍ୟାଳୟର ପରିସରରେ ବାଲିଗୁଡା ପୋଲିସ ବିଭାଗ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ତଥା ମହା ମାନବ ସର୍ଦ୍ଦାର
Read More...

ନୂଆପଡା ଉପନିର୍ବାଚନରେ ବିଜେଡିର ବିଜୟ ସୁନିଶ୍ଚିତ: ଅରୁଣ ସାହୁ

ନୂଆପଡା ଉପନିର୍ବାଚନରେ ବିଜୁ ଜନତା ଦଳର ବିଜୟ ସୁନିଶ୍ଚିତ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ଉପସଭାପତି ତଥା ବିଧାୟକ ଡ଼. ଅରୁଣ ସାହୁ । ଗତ ୨୫ ବର୍ଷରେ ହୋଇଥିବା ଉପନିର୍ବାଚନ ଗୁଡିକରେ ୯୦ ପ୍ରତିଶତ ସଫଳତା
Read More...

ବ୍ୟାଘ୍ର ଗଣନାରେ ସାମିଲ ହେବେ ୫୦ ଶିକ୍ଷାନୁଷ୍ଠାନର ୪୬ ଛାତ୍ରଛାତ୍ରୀ

ଆସନ୍ତା ନଭେମ୍ବର 6ରୁ ଆରମ୍ଭ ହେବାକୁ ହେବାକୁ ଯାଉଛି 2025-26 ପାଇଁ ବ୍ୟାଘ୍ର ଗଣନା । ଏହି ବ୍ୟାଘ୍ର ଗଣନାରେ ବରଗଡ଼ ଜିଲ୍ଲାର ଡୁଙ୍ଗରି କଲେଜ, କମଗାଁ କଲେଜ ଓ ଲଖନପୁର ହାଇସ୍କୁଲର 46 ଜଣ ଛାତ୍ରଛାତ୍ରୀ ଡେବ୍ରିଗଡ଼ରେ
Read More...

ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର

ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର । କଲେଜ ଓ ବିଶ୍ୱ ବିଦ୍ୟାଳୟର ଜଣେ ଅଧ୍ୟାପକ/ ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ୱ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା
Read More...

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ।
Read More...

ଖୁବଶୀଘ୍ର ଲାଗୁ ହେବ ୱାନ ନେସନ ୱାନ ପୋଲିସ ୟୁନିଫର୍ମ ପଲିସି

ଖୁବଶୀଘ୍ର ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଆନ୍ଧ୍ର, ଅରୁଣାଚଳ, ଆସାମ, ଗୋଆ, ହିମାଚଳ, ଝାଡଖଣ୍ଡ , କେରଳ,
Read More...

ଆଜି ଏହିସବୁ ଜିଲ୍ଲାକୁ ମଧ୍ୟମ ଧରଣର ବର୍ଷା

ଅବପାତରେ ପରିଣତ ହୋଇଛି ବାତ୍ୟା 'ମୋନ୍ଥା' । ଏହା ଛତିଶଗଡ଼ ଓ ସଂଲଗ୍ନ ବିଦର୍ଭ ଦେଇ ଉତ୍ତର ଆଡ଼କୁ ଗତି କରି ଆଗାମୀ 8 ଘଣ୍ଟା ମଧ୍ୟରେ ସଦୃଶ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ । ଆଜି
Read More...

ନଭେମ୍ବର ୧ ରୁ ତହସିଲ ଅଫିସରେ ହେବ ଜମି କିଣାବିକା: ରାଜସ୍ବ ମନ୍ତ୍ରୀ

ନଭେମ୍ବର ୧ରୁ ତହସିଲ ଅଫିସରେ ହୋଇପାରିବ ଜମି କିଣାବିକା । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।ପ୍ରଥମେ ୪୪ଟି ତହସିଲ ଅଫିସରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
Read More...

ହଁ ଭଲ ପାଏ ତୁମକୁ ମୁଁ ଭଲ ପାଏ, ଅନ୍ଧକରମୟ ରାତ୍ରିରେ

ହଁ ଭଲ ପାଏ ତୁମକୁ ମୁଁ ଭଲ ପାଏ, ଅନ୍ଧକରମୟ ରାତ୍ରିରେ ତୁମ ପ୍ରତ୍ୟୁତ୍ତର କୁ ମୋ ଲୁହଝରା ଆଖି ଚାହିଁ ରହିଥାଏ । ମନେ ପଡେ ସେଇ ମିଛ ପ୍ରତିଶ୍ରୁତି, ତୁମେ ଦେଇଥିବା ଆଶା ଓ ପ୍ରୀତି । ସତରେ କଣ ସେସବୁ ଥିଲା
Read More...

କୋଷାବରା ହେଲାପ୍ୟାଣ୍ଟ୍ ପଡ଼ା ଠାରେ ମାଁ ଡୋକରୀ ଦେବୀ ଓ ବାବା ଭୈରବ ଦେବଙ୍କ ଶେଷ ଝାମୁଯାତ୍ରା ପାଳିତ l

ଥୁଆମୂଳ ରାମପୁର : ୨୯l୧୦-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ କୋଷାବରା ଗ୍ରାମର ହେଲୋ ପ୍ୟାଣ୍ଟ୍ ପଡ଼ା ଠାରେ ସମ୍ପୂର୍ଣ୍ଣ ହୋଇଯାଇଛି ମାଁ ଡୋକରୀ ଦେବୀ ଓ ବାବା ଭୈରବ
Read More...

ସମସ୍ତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପେନସନଭୋଗୀମାନଙ୍କୁ ନେଇ ଆସିଲା ବଡ ଖବର

ସମସ୍ତ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପେନସନଭୋଗୀମାନଙ୍କୁ ନଭେମ୍ବର ୧ ରୁ ନଭେମ୍ବର ୩୦, ୨୦୨୫ ମଧ୍ୟରେ ସେମାନଙ୍କର ଜୀବନ ପ୍ରମାଣପତ୍ର ଦାଖଲ କରିବାକୁ ପଡିବ, ଯାହା ଦ୍ୱାରା ସେମାନଙ୍କର ପେନସନ ବାଧାପ୍ରାପ୍ତ ନହୁଏ।
Read More...

ବାତ୍ୟା ମୋନ୍ଥା ପାଇଁ +୨ ଫର୍ମ ପୂରଣ ଅବଧି ବୃଦ୍ଧି

ବାତ୍ୟା ମୋନ୍ଥା ପାଇଁ +୨ ଫର୍ମ ପୂରଣ ଅବଧି ବୃଦ୍ଧି ହୋଇଛି । ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି କରାଯାଇଛି । ତେବେ ୨୦୨୬, +୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ ।ଖବର ଅନୁଯାୟୀ, ୨୦୨୬ ଯୁକ୍ତ ଦୁଇ
Read More...