Browsing Category

ଆଜିର ସମ୍ବାଦ

ଶାରଦୀୟ ଦୁର୍ଗାପୂଜାରେ ଶୁଭେଚ୍ଛା ଜଣାଇଲେ ଉଭୟ ନବୀନ ଓ ମୋହନ

ମାହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜଗତଜନନୀ ମାଆ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ନବରାତ୍ରୀର ନବମ
Read More...

ମଣ୍ଡପରେ ମୃଣ୍ମୟୀ ଦୁର୍ଗାଙ୍କ ସପ୍ତମୀ ପୂଜା : ସହସ୍ରାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ବାଲିଗୁଡା, ତା, ୨୯/୦୯: (ସଞ୍ଜୟ କୁମାର ପାଣିଗ୍ରାହୀ): ମହାସପ୍ତମୀ ତିଥିରେ ସୋମବାର ଧରାବତରଣ କରିଛନ୍ତି ମା’ ଜଗତଜନନୀ । ରବିବାର ମା’ଙ୍କ ଷଷ୍ଠୀ ପୂଜା ଓ ବିଲ୍ଵବରଣ ଶେଷ ହୋଇଥିବାବେଳେ ପଞ୍ଜିକା ତିଥି ଅନୁଯାୟୀ
Read More...

ଦିଲ୍ଲୀ ଦଶହରା ରାମଲୀଳାରେ ରାମ ଭୂମିକାରେ ନଜର ଆସିବେ ବବି ଦେଓଲ

ଦଶହରାରେ ଦିଲ୍ଲୀର ଲବକୁଶ ରାମଲୀଳାରେ ସାମିଲ ହେବେ ବଲିଉଡ ଆକ୍ଟର ବବି ଦେଓଲ୍ । ତାଙ୍କୁ ରାମ ଭୂମିକାରେ ଦେଖିବାକୁ ପାଇବେ ଦର୍ଶକ । ଯେଉଁଥିରେ ତାଙ୍କୁ ରାବଣ ପୋଡି କରୁଥିବାର ମଧ୍ୟ ଦେଖିବାକୁ ମିଳିବ । ଏହି ଖବରକୁ
Read More...

୩୦ ତାରିଖ ଭିତରେ E-KYC ନକଲେ ହିତାଧିକାରୀଙ୍କୁ ମିଳବନି ମାଗଣା ଚାଉଳ

ସେପ୍ଟେମ୍ବର ୩୦ ତାରିଖ E-KYCର କରିବାର ଶେଷ ତାରିଖ । ଏହି ଅବଧି ଭିତରେ E-KYC ନକଲେ ହିତାଧିକାରୀଙ୍କୁ ମିଳବନି ମାଗଣା ଚାଉଳ । ବାରମ୍ବାର ଡେଡଲାଇନ୍ ପରିବର୍ତ୍ତନ ପରେ ବି ଏବେ ସୁଦ୍ଧା ୧୬ ଲକ୍ଷ ୩୬ ହଜାର
Read More...

ସାବଧାନ ! ବଜାରରେ ବିକ୍ରି ହେଉଛି ରାସାୟନିକ ପଦାର୍ଥ ମିଶା ଆଳୁ

ଉତ୍ତର ପ୍ରଦେଶର ଗୋରଖପୁରରେ ଆଳୁକୁ ଲାଲ, ଚମକଦାର ଏବଂ ତାଜା ଦେଖାଯିବା ପାଇଁ ରାସାୟନିକ ପଦାର୍ଥ ବ୍ୟବହାର କରାଯାଉଥିଲା। ତେବେ ଖାଦ୍ୟ ସୁରକ୍ଷା ବିଭାଗ ଅଧିକାରୀମାନେ ବଜାରରୁ ଦୁଇ ଟ୍ରକ ଆଳୁ ଜବତ କରିଛନ୍ତି । ଏହି
Read More...

କନ୍ଧମାଳ ଜିଲ୍ଲା ସ୍ୱେଚ୍ଛାସେବୀ ମହାସଂଘର ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା ନିର୍ବାଚନ

ବାଲିଗୁଡ଼ା,ତା, ୨୯/୦୯ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତିର ସଭାଗୃହ ପରିସରରେ ଫୁଲବାଣୀ ସ୍ଵେଚ୍ଛାସେବୀ ମହାସଂଘର ଏକ ସାଧାରଣ ପରିଷଦ ବୈଠକ ଓ ନୂତନ କର୍ମକର୍ତ୍ତା
Read More...

ରାଜ୍ୟ କ୍ୟାବିନେଟର ବୈଠକ ଶେଷ, ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍‌ ମିଳିବ

ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ୪ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର ।ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ
Read More...

ଆଜି ବିଶ୍ୱ ହୃଦୟ ଦିବସ

ଆଜି ବିଶ୍ୱ ହୃଦୟ ଦିବସ । ବିଭିନ୍ନସ୍ତରରେ ଏହି ଦିବସ ପାଳନ ହେବ ।ସାଧାରଣ ଲୋକଙ୍କୁ ହୃତପିଣ୍ଡ ସ୍ୱାସ୍ଥ୍ୟ ବାବଦରେ ସଚେତନ କରାଇବା ଲାଗି ଏହି ଦିବସ ପାଳନ ହେଉଛି । ମଣିଷ ଶରୀରର ହାର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ।
Read More...

୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା

୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା। ଦି ଲାନସେଟରେ ପ୍ରକାଶିତ ଏକ ନୂଆ ରିପୋର୍ଟ ବିଶ୍ୱକୁ କର୍କଟ ରୋଗ ବିଷୟରେ ସତର୍କ କରାଇଛି।୨୦୨୨ ମସିହାରେ ଦେଶରେ କର୍କଟ ରୋଗର ଆନୁମାନିକ ସଂଖ୍ୟା ପ୍ରାୟ ୧.୪୬
Read More...

ନବରାତ୍ରିର ଅଷ୍ଟମ ଦିନରେ କରନ୍ତୁ ମା’ ମହାଗୌରୀଙ୍କୁ ପୂଜା

ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ
Read More...

ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା

ମଙ୍ଗଳବାର ଯାଏ ପାଗ ଶୁଖିଲା ରହିବ । ଏହା ପରଠାରୁ ଆରମ୍ଭ ହୋଇଯିବ ବର୍ଷା । ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ ।ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଅଧିକ
Read More...

ଆଜି ପୀଠରେ ମହାଅଷ୍ଟମୀ, ମଣ୍ଡପରେ ମହାସପ୍ତମୀ

ନବରାତ୍ରି ଅବସରରେ ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶକ୍ତିପୀଠ । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଠାରୁ ଆରମ୍ଭ କରି ସମ୍ବଲପୁରର ମା’ ସମଲେଶ୍ବରୀ, କଟକର ମା’କଟକଚଣ୍ଡୀ, ଝଙ୍କଡ଼ ଶାରଲା, କାକଟପୁର ମଙ୍ଗଳା,
Read More...

ବିଶ୍ବ ଜଳାତଙ୍କ ଦିବସ-୨୦୨୫ ଉପରେ ଏକ ସଚେତନତା ଶିବିର ଅନୁଷ୍ଠିତ I

ଥୁଆମୂଳ ରାମପୁର,୨୮/୦୯-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ସଦର ସ୍ଥିତ ଜାଗେଜପଦର ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଗୋଷ୍ଠୀ ପ୍ରାଣୀ ଚିକିତ୍ସାଧିକାରୀ ଡ଼ା.ଛବିଳ ମାଝୀଙ୍କ
Read More...

ଥୁଆମୂଳ ରାମପୁର: ଏମ.ବି.କେ ଓ ସି.ଆରପିଙ୍କ ୬ ମାସର ବକିୟା ଦରମା ଓ ୬ ଦଫା ଦାବି ନେଇ ଗଣଧାରଣା I

ଥୁଆମୂଳ ରାମପୁର,୨୭/୦୯-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଳକର ମିଶନ ଶକ୍ତିରେ କାର୍ଯ୍ଯରତ ଏମ.ବି.କେ, ଓ ସି.ଆର.ପି ଙ୍କ ୬ ମାସର ବକିୟା ଦରମା ଓ ୬ ଦଫା ଦାବି ନେଇ ଏକ ଶୋଭାଯାତ୍ରାରେ
Read More...

ପଶ୍ଚିମବଙ୍ଗ ଦୁର୍ଗା ପୂଜାରେ ଦେଖାଗଲା ଟ୍ରମ୍ପଙ୍କ ଆକୃତିର ମହିଷାସୁର ମେଢ

ଭାରତ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରାକ୍ଷସ ସଦୃଶ। ଭାରତ ବିରୋଧୀ ଆଭିମୁଖ୍ୟ ପାଇଁ ଟ୍ରମ୍ପଙ୍କୁ ନେଇ ସବୁଠି ଏଭଳି ଚର୍ଚ୍ଚା। ଏବେ ଦୁର୍ଗାପୂଜା ମଣ୍ଡପରେ ବି ଏହାର ଝଲକ ଦେଖିବାକୁ ମିଳିଛି।
Read More...

ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ ।
Read More...