Browsing Category

ଆଜିର ସମ୍ବାଦ

ଭୁବନେଶ୍ବର ଏମ୍ସରେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିଲା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର
Read More...

କାଲିଠାରୁ ବାଲିଯାତ୍ରା ପ୍ଲଟ ଆବେଦନ

ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆସନ୍ତାକାଲି ଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ । ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା । ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ
Read More...

ରକ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ଚିଠି

ଉତ୍ତରାଖଣ୍ଡରେ ଗତ ଏକ ମାସ ଧରି ପଦୋନ୍ନତି, ସ୍ଥାନାନ୍ତର ଓ ପୁରୁଣା ପେନସନ ଯୋଜନା ସମେତ ପ୍ରାୟ 34ଟି ଦାବି ନେଇ ଶିକ୍ଷକମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିଆସୁଛନ୍ତି । ଆନ୍ଦୋଳନରତ ଥିବା, ରାଜ୍ୟ ଶିକ୍ଷକ ସଂଘର
Read More...

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି ଆଉ କୋଇଲା । ଆଜି ଏଭଳି କିଛି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି
Read More...

ବନସୀ କଣ୍ଟା ଗିଳି ଦେଲା ତମ୍ପ,ଦେଢ଼ ଘଣ୍ଟାର ଅପରେସନ କରି ସାପ ବେକରେ ଫସିଥିବା କଣ୍ଟାକୁ ବାହାର କଲେ ଡାକ୍ତର

ଖାଦ୍ୟ ଅନ୍ୱେଷଣରେ ଆସି ବନସୀ କଣ୍ଟା ଗିଳି ଦେଲା ବିଷଧର ତମ୍ପ । ତଣ୍ଟିରେ ଅଟିକିଗଲା 3 ସେଣ୍ଟିମିଟର ଲମ୍ବର ବନସୀ କଣ୍ଟା ।ଏହିଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଉଜୁନି
Read More...

ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ

ବିଧାନସଭା ମୌସୁମୀ ଅଧିବେଶନକୁ ବୁଧବାର ଅନିର୍ଦ୍ଦିିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଗତ ୧୮ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବାର ଥିଲା। କିଛି ସରକାରୀ କାର୍ଯ୍ୟ
Read More...

ଆସିଲା ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀ। ଏତିକି ଘଣ୍ଟା ରହିବେ ମୋଦୀ 

୨୭ ତାରିଖ ଦିନ ଦିନ ୧୧ଟା ୧୦ ମିନିଟରେ ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ପହଞ୍ଚିବେ ମୋଦି । ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ଟା ୨୫ରେ ଅମଲିପାଲି ସ୍ଥିତ ପଡିଆରେ ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ ।
Read More...

ଆଉ ଭୋଟର ତାଲିକାରେ କେହି କରିପାରିବେନି ହେରଫେର; ‘ଇ-ସାଇନ’ ସିଷ୍ଟମ୍ ଲଞ୍ଚ କଲେ ନିର୍ବାଚନ କମିଶନ

ନିର୍ବାଚନ ଆୟୋଗ ନିଜର ୱେବସାଇଟ ଓ ଆପରେ ନୂଆ ଇ- ସାଇନ୍ ଫିଚର ଆରମ୍ଭ କରିଛନ୍ତି । ଏହି କ୍ରମରେ ଏବେ ଭୋଟର ପଞ୍ଜିକରଣ, ନାମ କାଟିବା ବା ପରିବର୍ତ୍ତନ କରିବା ପାଇଁ ଆବେଦନ କରୁଥିବା ଲୋକଙ୍କ ପରିଚୟ, ଆଧାର ସହିତ ଲିଙ୍କ୍
Read More...

ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା

ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ଆସନ୍ତାକାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସଂଲଗ୍ନବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ
Read More...

ଶ୍ରୀମୟୀ ଓ ପ୍ରମିଳା ଭିତରେ ପୁଣି କଥା କଟାକଟି

ବିଜେଡିରୁ ନିଲମ୍ବିତ ହେବାପରେ ପୁଣି ବିଜେଡିକୁ ଟାର୍ଗେଟ୍‌ କଲେ ଶ୍ରୀମୟୀ ମିଶ୍ର । ଫେସ୍‌ବୁକ୍‌ରେ ପୋଷ୍ଟ କରି କହିଲେ,"ଯେତେବେଳେ ଆମେ ଏକ ଗଣତାନ୍ତ୍ରିକ ଦେଶରେ ଭୋଟ୍ ଦେଉ, ଆମେ ଏକ ଭୋଟର ଆଇଡି ଏବଂ ଏକ ଏପିକ୍ ନମ୍ବର
Read More...

ଅକ୍ଟୋବର ୧ରୁ ନୂଆ ନିୟମ: ହେବ ବଡ଼ ପରିବର୍ତ୍ତନ

ଅକ୍ଟୋବର ୧ ତାରିଖରୁ ଭାରତରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟାମକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି |କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଥିବା ଅନୁଯାୟୀ, ଅକ୍ଟୋବର ୧ ତାରିଖରୁ ଅନଲାଇନ ଗେମିଂକୁ
Read More...

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି
Read More...

ସ୍କୁଲ ପିଲାଙ୍କ ହଷ୍ଟେଲରେ ନିଯୁକ୍ତ ହେବେ ସ୍ୱାସ୍ଥ୍ୟକର୍ମୀ

ହଷ୍ଟେଲରେ ରହୁଥିବା ସ୍କୁଲ ପିଲାଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର ଆପଣାଇଛନ୍ତି ନୂଆ ପଦକ୍ଷେପ। ଏବେ ରାଜ୍ୟର ସମସ୍ତ ସରକାରୀ ହଷ୍ଟେଲରେ ଅକ୍ସିଲିଆରି ନର୍ସ ଆଣ୍ଡ୍‌ ମିଡ୍‌ୱାଇଫ୍‌ (ଏଏନ୍‌ଏମ୍‌)
Read More...

ବିଜେଡିର ବଡ଼ ଆକ୍ସନ । ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ସୋସିଆଲ ମିଡିଆରେ ଟିପ୍ପଣୀ ଦେବା ଶ୍ରୀମୟୀ ମିଶ୍ରଙ୍କୁ ମହଙ୍ଗା ପଡିଲା। ଶ୍ରୀମୟୀଙ୍କ ବିରୋଧରେ ବିଜେଡିର କାର୍ଯ୍ୟାନୁଷ୍ଠାନ। ବିଜେଡିରୁ ନିଲମ୍ବିତ ହେଲେ ଶ୍ରୀମୟୀ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ
Read More...

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ

ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ଶେଷ ହୋଇଛି । ଏନେଇ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ।ସକାଳ ୧୦ଟାରୁ ଆରମ୍ଭ ହୋଇଥିଲା ଅସ୍ଥାୟୀ ରତ୍ନଭଣ୍ଡାରରୁ ମୂଳ ରତ୍ନଭଣ୍ଡାରକୁ ସ୍ଥାନାନ୍ତର
Read More...

ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ମାର୍ଗଦର୍ଶିକା: ସରକାରୀ ପ୍ରେସ୍‌ରେ ଛପାଯିବ ପ୍ରଶ୍ନପତ୍ର

ନିଯୁକ୍ତି ପରୀକ୍ଷା ବିଭ୍ରାଟ ରୋକିବାକୁ ସରକାର ଅଣ୍ଟା ଭିଡ଼ିଛନ୍ତି । ଆଗକୁ ଯେପରି କୌଣସି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ନହୁଏ ସେଥିଲାଗି ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରିଛନ୍ତି ।ଏବେ ପ୍ରଶ୍ନପତ୍ରଗୁଡିକ ସରକାରୀ
Read More...