Browsing Category

ଆଜିର ସମ୍ବାଦ

ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟ ଏବେ ବି ସଙ୍କଟାପନ୍ନ

ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଲେ ଏମ୍‌ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ ।କ୍ରିଟିକାଲ୍ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର ।
Read More...

AI ରେ ଦୌଡ଼ିବ ମୋହନ ସରକାର, ଦୈନନ୍ଦିନ ସରକାରୀ କାର୍ଯ୍ୟରେ AIର ଉପଯୋଗ

AI ରେ ଦୌଡ଼ିବ ମୋହନ ସରକାର, ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ। AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଲା ସାଧାରଣ ପ୍ରଶାସନ ବିଭାଗ । ପ୍ରଶାସନିକ ସଂସ୍କାର ଏବଂ ସୁଶାସନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ
Read More...

ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ‘ସ୍ୱଚ୍ଛୋତ୍ସବ’ ପାଳନ

ଆସନ୍ତା ୧୭ ତାରିଖରୁ ସବୁ ସହରାଞ୍ଚଳରେ ‘ସ୍ୱଚ୍ଛୋତ୍ସବ’ ଆୟୋଜିତ ହେବ । ୧୫ ଦିନ ଧରି ଚାଲିବାକୁ ଥିବା ଏହି ସ୍ୱଚ୍ଛତା ହିଁ ସେବା ଅଭିଯାନକୁ ସବୁ ସହରରେ ବ୍ୟାପକ ଓ ସକ୍ରିୟ ଭାବେ ପାଳିବାକୁ ନଗର ଉନ୍ନୟନ ବିଭାଗ
Read More...

ପିଏମ୍ କିଷାନରେ ସାମିଲ ହେବେ ସିଏମ୍ କିଷାନ ହିତାଧିକାରୀ

ଚାଷୀଙ୍କୁ ମିଳିବ ଅଧିକ ସହାୟତା । ରାଜ୍ୟ ସହ କେନ୍ଦ୍ର ଯୋଜନାର ମିଳିବ ଲାଭ । ପିଏମ୍ କିଷାନରୁ ଯୋଜନାରୁ ବାଦ ପଡ଼ିଥିବା ଚାଷୀଙ୍କୁ କରାଯିବ ସାମିଲ । ଏଥିପାଇଁ ରାଜ୍ୟ ସରକାର KYC ଅବଧିକୁ ବୃଦ୍ଧି କରିଛନ୍ତି
Read More...

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି
Read More...

କାର୍ତ୍ତୀକ ମାସ ପାଇଁ ପୁରୀର ୪ଟି କେନ୍ଦ୍ରରେ ହେବ ହବିଷ୍ୟାଳୀ ମା’ମାନଙ୍କ ରହଣି ବ୍ୟବସ୍ଥା

ଚଳିତ ବର୍ଷର ହବିଷ ବ୍ରତ ଅକ୍ଟୋବର ମାସ ୭ ତାରିଖରୁ ଆରମ୍ଭ ହୋଇ ଏକ ମାସ ପର୍ଯ୍ୟନ୍ତ ଚାଲିବ। କେବଳ ଅନଲାଇନ ମାଧ୍ୟମରେ ପଞିକରଣ କରାଯିବ। ହବିଷ୍ୟାଳୀ ମା ମାନଙ୍କୁ ୪ ଗୋଟି ରହଣି କେନ୍ଦ୍ର ଯଥା ବୃନ୍ଦାବତୀ ନିବାସ, ବଗଲା
Read More...

ତୁରୁମୁଙ୍ଗା ଦଧିବାମାନ ଡିଗ୍ରୀ ମହାବିଦ୍ୟାଳୟ ରକ୍ତ ଦାନ ଶିବିର ୩୧ୟୁନିଟ ସଂଗୃହିତ

ପାଟଣା:(ବିଜୟ କୁମାର ମହାନ୍ତ) କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଦଧିବାମନ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ପାଟଣା ସମ୍ବାଦ ଆମ ଓଡିଶା ସଂଯୋଜକ ମହେଶ୍ୱର ପୁଷ୍ଟି ଙ୍କ ସଂଯୋଜନା ରେ ଏକ
Read More...

ଅର୍ଚ୍ଚନା ନାଗଙ୍କ ଘରେ ED ଚଢ଼ାଉ ଜାରି

ଅର୍ଚ୍ଚନା ନାଗଙ୍କ ଘରେ ଇଡିର ଚଢାଉ । ୨୦୨୨ ଅର୍ଥ କାରବାର ମାମଲାରେ ଘାଣ୍ଟୁଛି ଇଡି । ପୂର୍ବରୁ ଘର ଛାଡିବା ପାଇଁ ଇଡି ନିର୍ଦ୍ଦେଶ ଦେଇଥିଲା । ଅର୍ଚ୍ଚନା ନାଗ ଇଡି ନିର୍ଦ୍ଦେଶ ଅବମାନନା କରିଥିବା ସୂଚନା ମିଳିଛି ।
Read More...

ମହଙ୍ଗା ପଡିଲା ଦୁଃସାହସିକ ରିଲ୍ସ ବନାଇବା: ୧୧,୦୦୦ ଫାଇନ ଗଣିଲେ

ଛାଡ଼ିଗଲା ଏବେ ସ୍ୱାମୀ- ସ୍ତ୍ରୀଙ୍କ ରିଲ୍ସ ପ୍ରେମ। ଚଳନ୍ତା ଗାଡ଼ିରେ କୋଳରେ ବସାଇ କରୁଥିଲେ ରିଲ୍ସ। ଚାଲାଣ ବିଭାଗ କାଟିଦେଲା ମୋଟା ଅଙ୍କର ଫାଇନ୍‌।ଏଭଳି ଘଟଣା ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଅଞ୍ଚଳରେ ଘଟିଛି । ପରିବହନ
Read More...

ଓଟିଇଟି ପରୀକ୍ଷା ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି

ବୋର୍ଡ ସମ୍ପାଦକଙ୍କ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ଚିଠି। ପରୀକ୍ଷା ପରିଚାଳନାରେ ସହଯୋଗ କରିବା ପାଇଁ ଚିଠି।ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ। ଆସନ୍ତା ୨୭ ତାରିଖରେ ହେବ ଓଟିଇଟି ପରୀକ୍ଷା।ବୋର୍ଡକୁ ପଠାଯିବା
Read More...

ଶ୍ରୀମନ୍ଦିର ଦ୍ୱାରରେ ମୁତୟନ ପୋଲିସଙ୍କୁ ମିଳିଲା ସ୍ୱତନ୍ତ୍ର ବଡି କ୍ୟାମେରା

ଶ୍ରୀ ଜଗନ୍ନାଥ ମନ୍ଦିରର ଚାରି ଦ୍ୱାରରେ ନିୟୋଜିତ ପୋଲିସ କର୍ମଚାରୀମାନଙ୍କୁ ବଡି କ୍ୟାମେରା ଦିଆଯାଇଛି |ଯେଉଁଥିରେ ଅଡିଓ କ୍ଷମତା ଏବଂ ଯଥେଷ୍ଟ ସଂରକ୍ଷଣ କ୍ଷମତା ରହିଛି । ଏହି ପଦକ୍ଷେପ ମନ୍ଦିର ପରିସରରେ ପ୍ରବେଶ
Read More...

ଦଳବିରୋଧୀ କାର୍ଯ୍ୟ ପାଇଁ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳରୁ ନିଲମ୍ବନ

ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ କରାଯାଇଛି। ଏହି ନିଲମ୍ବନ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଦଳର ଉପସଭାପତି ପ୍ରତାପ ଜେନାଙ୍କ ଦ୍ୱାରା
Read More...

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ଅନଲାଇନରେ ରହିବ ନୋଟାରୀ ଓ ଆଇନଜୀବୀଙ୍କ ସମ୍ପୂର୍ଣ୍ଣ ଡାଟାବେସ-ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଆଇନ ପ୍ରକ୍ରିୟା ହେବ ସହଜ ଓ ସରଳ | ତେବେ ଏହି ଦିଗରେ ନୋଟାରୀ ଓ ଆଇନଜୀବୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏହି କ୍ରମରେ ନୂତନ ନୋଟାରୀ ନିଯୁକ୍ତି ଏବଂ ଅନଲାଇନ ଯୋଗେ ନୋଟାରୀ ଓ ଆଇନଜୀବୀଙ୍କ ଡାଟାବେସ
Read More...

ଥୁଆମୂଳ ରାମପୁର : ଆଜି ପ୍ରାଚୀନ ତନ୍ତ୍ର ପୀଠରେ ପ୍ରସିଦ୍ଧ ଝାମୁଯାତ୍ରା ବା ବାଲିଯାତ୍ରା l

ଚଳଚଞ୍ଚଳ ହୋଇପଡିଛି ଭୈରବ ଦେବଙ୍କ ପ୍ରମୁଖ ପୀଠ l ଥୁଆମୂଳ ରାମପୁର ୧୧/୦୯-(ଦୁର୍ଗା କୀର୍ତ୍ତି):- ଉତ୍ସବ ମୁଖର ହୋଇଉଠିଛି ଥୁଆମୂଳ ରାମପୁର ଅଞ୍ଚଳ l ହଜାର ହଜାର ଭକ୍ତଙ୍କ ଗହଣରେ ଅଗ୍ନି ପରୀକ୍ଷା ଦେଇ ସମସ୍ତଙ୍କୁ
Read More...

ବସୁନ୍ଧରା ଯୋଜନା ଅଧୀନରେ ଭୂମିହୀନ ଓ କମ୍ ଜମି ଥିବା ବ୍ୟକ୍ତିମାନଙ୍କୁ ଜମି ଦେବ ରାଜ୍ୟ ସରକାର

ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଯୋଗାଇବାକୁ ଯୋଜନା ପ୍ରସ୍ତୁତ । ଏନେଇ ସୂଚନା ଦେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ ପୂଜାରୀ କହିଛନ୍ତି, “୫ ବର୍ଷ ଭିତରେ ରାଜ୍ୟରେ କେହି
Read More...