Browsing Category
ଆଜିର ସମ୍ବାଦ
ଓଡ଼ିଶାକୁ ଆସିବ ୬୦୦ ଇ-ବସ୍
ପରିବେଶ ସୁରକ୍ଷା ପାଇଁ ଆଗକୁ ଇ-ବସ୍କୁ ଅଧିକ ପ୍ରଚଳନ କରିବାକୁ ସରକାର ଯୋଜନା କରୁଛନ୍ତି । ରାଜ୍ୟରେ ହଜାରେ ଇ-ବସ୍ର ଆବଶ୍ୟକତା ରହିଛି ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।!-->…
Read More...
Read More...
ଜାତୀୟ ଶିକ୍ଷକ ସମ୍ମାନ-୨୦୨୫: ଓଡି଼ଶାର ୨ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ!-->…
Read More...
Read More...
ଘର ଓ ପରିବାର ଛାଡ଼ି ପ୍ରେମିକଙ୍କୁ ବିବାହ କଲେ ମହିଳା
ଅନୁଗୋଳ କୋର୍ଟରେ ଜଣେ ମହିଳା ସ୍ବାମୀ ଓ ତାର ଦୁଇ ସନ୍ତାନକୁ ଛାଡି ତାଙ୍କ ପ୍ରେମିକଙ୍କ ସହ ବିବାହ କରି ପ୍ରେମିକ ଘରକୁ ଚାଲି ଯାଇଛନ୍ତି । ସୂଚନା ଅନୁସାରେ, କିଶୋରନଗର ଥାନା ଅଞ୍ଚଳର ଜଣେ ମହିଳା ୧୩ ବର୍ଷ ତଳେ ବିବାହ!-->…
Read More...
Read More...
୮ରେ ଘୂର୍ଣ୍ଣିବଳୟ, ୧୩ରେ ଲଘୁଚାପ ସମ୍ଭାବନା
ଆସନ୍ତା ୮ ତାରିଖବେଳକୁ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି । ଆସନ୍ତା ୧୩ ତାରିଖବେଳକୁ ଉତ୍ତର ପଶ୍ଚିମ!-->…
Read More...
Read More...
ଆଜି ହେଉଛି ଗୁରୁ ଦିବସ।ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ
ଆଜି ସେପ୍ଟେମ୍ବର ୫ ତାରିଖ। ଗୁରୁ ଦିବସ। ମହାନ ଶିକ୍ଷାବିତ୍, ଦାର୍ଶନିକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ସର୍ବପଲ୍ଲୀ ରାଧାକ୍ରୀଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମଦିନକୁ ସାରା ଦେଶରେ ଗୁରୁ ଦିବସ!-->…
Read More...
Read More...
ସୋସିଆଲ ମେଡିଆ ପ୍ଳାର୍ଟଫର୍ମରେ ସୁରକ୍ଷା ଏବଂ ସାଇବର ଆଇନ୍ ଉପରେ ଏକ ସଚେତନ କାର୍ଯ୍ଯକ୍ରମ ଅନୁଷ୍ଠିତ।
ଥୁଆମୂଳ ରାମପୁର,୦୪/୦୯-(ଦୁର୍ଗା କୀର୍ତ୍ତି):- ସମାଜରେ ସାଇବର ଠକେଇ ଅଘଟଣ ଦିନକୁ ଦିନେ ବୃଦ୍ଧି ପାଉଛି। ଏହା ଦ୍ବାରା ଲୋକେ ବିଭିନ୍ନ ସମୟରେ ନାହିଁନଥିବା ଅସୁବିଧା ଭୋଗୁଥିବା ଶୁଣିବା ମିଳୁଛି। ଏହାର ମୂଳ ଉଦ୍ଦେଶ୍ୟ!-->…
Read More...
Read More...
ପୁରୁଣାଗୁମ୍ମା ପ୍ରାଥମିକ ବିଦ୍ୟାଳୟ ଠାରେ ପୁଷ୍ଟିକର ଖାଦ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ଉପରେ ଏକ ପ୍ରୟୋଗ ଶାଳା କାର୍ଯ୍ୟକ୍ରମ…
ଥୁଆମୁଳ ରାମପୁର,୦୪/୦୯-(ଦୁର୍ଗା କୀର୍ତ୍ତି):- ଏସବିଆଇ ଫୌଣ୍ଡସନ ଏବଂ ରାମକି ଫୌଣ୍ଡସନ ର ମିଳିତ ସହଯୋଗ ରେ ଗୁରୁବାର କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପୁରୁଣାଗୁମ୍ମା ପ୍ରାଥମିକ ବିଦ୍ୟାଳୟ ଠାରେ!-->…
Read More...
Read More...
ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼
ସୁଭଦ୍ରା ହିତାଧିକାରୀଙ୍କୁ ନେଇ ବଡ଼ ଖୋଳତାଡ଼। କଟିଥିବା ହିତାଧିକାରୀଙ୍କୁ ସାମିଲ ପାଇଁ ବଡ଼ ପଦକ୍ଷେପ।ଯୋଗ୍ୟଙ୍କୁ ସାମିଲ୍ ଏବଂ ଅଯୋଗ୍ୟଙ୍କୁ ବାଦ୍ ଦେବାକୁ ତତ୍ପରତା ପ୍ରକାଶ ପାଇଛି। ମହିଳା ଓ ଶିଶୁ ବିକାଶ ବିଭାଗ!-->…
Read More...
Read More...
IPL ଦେଖିବା ହେବ ମହଙ୍ଗା… ଏବେ ଲାଗିବ 40% ଗସ୍ତ
ଭାରତୀୟ କ୍ରିକେଟ ପ୍ରେମୀଙ୍କ ଲାଗି ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) କେବଳ ଏକ ଟୁର୍ଣ୍ଣାମେଣ୍ଟ ନୁହେଁ ବରଂ କ୍ରିକେଟର ମହୋତ୍ସବ।କୋଟି କୋଟି ଟଙ୍କାରେ ଖେଳାଳିଙ୍କ ନିଲାମ, ବିଜ୍ଞାପନ ଓ ପ୍ରସାରଣ ଅଧିକାର ଏହି!-->…
Read More...
Read More...
ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ
ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ!-->…
Read More...
Read More...
ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ, ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ
ଅକ୍ଟୋବର ୭ରୁ ହବିଷ ବ୍ରତ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ । ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ହବିଷ୍ୟାଳୀମାନେ!-->…
Read More...
Read More...
ଉଭୟ କେନ୍ଦୁପତ୍ର ଓ ହ୍ୟାଣ୍ଡଲୁମ ଟେକ୍ସଟାଇଲ ଉପରୁ ସମ୍ପୂର୍ଣ୍ଣ ଜିଏସ୍ଟି ଛାଡ଼ ହେଉ – ବିଜେଡି
କେନ୍ଦ୍ର ସରକାର ଜିଏସଟିରେ ବଡ଼ ସଂସ୍କାର ଆଣିଛନ୍ତି। ୧୨ ପ୍ରତିଶତ ଓ ୨୮ ପ୍ରତିଶତ ସ୍ଲାବକୁ ହଟାଇ ୫ ପ୍ରତିଶତ ଏବଂ ୧୮ ପ୍ରତିଶତ ସ୍ଲାବ କରାଯାଇଛି। ଓଡ଼ିଶାର ୩୦ ଜିଲ୍ଲାରୁ ୨୨ ଜିଲ୍ଲାରେ କେନ୍ଦୁ ପତ୍ର ତୋଳାଯାଉଛି।!-->…
Read More...
Read More...
କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର
ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ!-->…
Read More...
Read More...
ବିଏସଏଫ୍ କ୍ୟାମ୍ପ ପଛପଟୁ ଉଡ଼ନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର
କୋରାପୁଟଜିଲ୍ଲା ଗୁପ୍ତେଶ୍ୱର ବନାଞ୍ଚଳ ଅଧିନସ୍ଥ ରାମଗିରିସ୍ଥିତ ବିଏସଏଫ୍ କ୍ୟାମ୍ପ ପଛପଟୁ ଥିବା ଜଙ୍ଗଲରୁ ଉଡନ୍ତା ଗୁଣ୍ଡୁଚି ମୂଷା ଉଦ୍ଧାର ହୋଇଛି । ରାମଗିରି ଠାରେ ଅବସ୍ଥାପିତ ୧୮୦ ବିଏନ ବିଏସଏଫ ଯବାନମାନେ!-->…
Read More...
Read More...
କେନ୍ଦୁପତ୍ର ଉପରେ GST ୫%କୁ ହ୍ରାସ- ମୁଖ୍ୟମନ୍ତ୍ରୀ
ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି!-->…
Read More...
Read More...
ଅନ୍ୟ ଜାତିରେ ପ୍ରେମ ବିବାହ କଲା ଝିଅ; ଶୁଦ୍ଧିକ୍ରିୟା କଲେ ପରିବାର ବର୍ଗ
ଗଂଜାମ ଜିଲ୍ଲାର କବିସୂର୍ଯ୍ୟନଗର ବଳିଆପଲିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। କୋକେଇରେ ଏକ ପ୍ରତୀକାତ୍ମକ ଶବ ରଖି ପରିବାର ଓ ପରିଜନ ଲୋକେ ଯେବେ ଏଭଳି ଏକ କାମ କରିଥିଲେ ରାସ୍ତାରେ ଦେଖୁଥିବା ଲୋକେ!-->…
Read More...
Read More...