Browsing Category

ଆଜିର ସମ୍ବାଦ

ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ! ମହିଳା ସୁରକ୍ଷାରେ ଉପରେ ଅଧିକ ଧ୍ୟାନ

୭୯ତମ ସ୍ୱାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗଠାରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଟି କମ୍ଭପପାଟି,
Read More...

ବଡ଼ ଘୋଷଣା କଲେ ମୋଦି:ଦୀପାବଳିରେ ଦୁଇଗୁଣ ଉପହାର ପାଇବେ ଲୋକେ

ଆଜି ଭାରତ ତା’ର ୭୯ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରେ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଦେଶବାସୀଙ୍କୁ
Read More...

ସ୍ୱାଧୀନତା ଦିବସ କାହିଁକି ପାଳନ କରାଯାଏ ?

ସ୍ୱାଧୀନତା ଦିବସ ବା ଅଗଷ୍ଟ ୧୫। ଏହି ଦିନରେ ହିଁ ଭାରତବାସୀ ମୁକ୍ତ ହୋଇଥିଲେ ଇଂରେଜ ସରକାରଙ୍କ କବଳରୁ। ଅଗଷ୍ଟ ମାସ ୧୫ ତାରିଖକୁ ଆମେ ପାଳିଥାଉ ସ୍ୱାଧୀନତା ଦିବସ ଭାବରେ। ଏହି ଦିନ ନିଜ ପରିଚୟ ଓ ସ୍ଵାଧୀନତା ଫେରି
Read More...

ସ୍ୱାଧୀନତା ଦିବସ ଉପଲକ୍ଷେ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା

ବାଲିଗୁଡା, ତା, ୧୪/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଉତ୍ସବ ପାଳନ କମିଟି ତରଫରୁ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଗୁରୁବାର ପ୍ରତ୍ୟୁଷରେ
Read More...

ଏକଲବ୍ୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ରାଷ୍ଟ୍ରପତି ଭବନ ପରିଦର୍ଶନ

ବାଲିଗୁଡା, ତା, ୧୪/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର ମହାସିଙ୍ଗି ଓ ଫିରିଙ୍ଗିଆ ବ୍ଲକରେ ଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ପାଞ୍ଚ ଜଣ
Read More...

ସୁଭଦ୍ରା ଯୋଜନା:ହିତାଧିକାରୀମାନଙ୍କୁ ପାଇଁ ଆଉ ଏକ ବଡ଼ ଆଶ୍ବସ୍ତି

ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ହିତାଧିକାରୀମାନଙ୍କୁ ପାଇଁ ଆଉ ଏକ ବଡ଼ ଆଶ୍ବସ୍ତି ଦେଇଛନ୍ତି। ଦ୍ବିତୀୟ କିସ୍ତିରୁ ବାଦ୍‌ ପଡ଼ିଥିବା ସମସ୍ତ ହିତାଧିକାରୀମାନଙ୍କୁ ଟଙ୍କା ମିଳିବ। ମିସନ ଶକ୍ତି ଭବନ ଠାରେ ‘ଦିବ୍ୟାଙ୍ଗ
Read More...

ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଅଗଷ୍ଟ ୧୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ଓପନ ସ୍କୁଲ ଦ୍ୱିତୀୟର ପରୀକ୍ଷା ଫଳ । ମଧ୍ୟାହ୍ନ ସାଢ଼େ ୧୨ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ଥିର ହୋଇଛି । ଚଳିତ ଥର ରାଜ୍ୟ ମୁକ୍ତ
Read More...

ପିପିଲି ଘଟଣା: ଭେଟିଲେ ମହିଳା କମିଶନ ସଦସ୍ୟା

ଏମ୍ସରେ ପିପିଲିର ଗୁରୁତର ମହିଳାଙ୍କୁ ଭେଟିଲେ ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର । ମହିଳାଙ୍କ ବାପା ଓ ସ୍ୱାମୀଙ୍କ ସହ ସ୍ୱାସ୍ଥ୍ୟାବସ୍ଥା ନେଇ ଆଲୋଚନା କଲେ । ମହିଳାଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ବୟାନ
Read More...

ଓଡ଼ିଶାରେ ଧିମେଇ ଯାଇଛି ପିଏମ ସୂର୍ଯ୍ୟ ଘର ଯୋଜନା: ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ

ପିଏମ ସୂର୍ଯ୍ୟ ଘର ଯୋଜନାକୁ ନେଇ ସମୀକ୍ଷା ପରେ ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ । ଲୋକଙ୍କୁ ସଚେତନ କରାଯିବା ସହ ଲିଫଲେଟ୍ ଓ ପାମ୍ପଲେଟ୍ ବଣ୍ଟାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
Read More...

ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ

ସ୍ଵାଧୀନତା ଦିବସ ଅବସରରେ ୧୦୯୦ ଜଣଙ୍କୁ ମିଳିବ ବୀରତ୍ଵ ପୁରସ୍କାର। ପୁଲିସ, ଅଗ୍ନିଶମ, ହୋମଗାର୍ଡ, ସିଭିଲ୍ ଡିଫେନ୍ସ ଏବଂ ସୁଧାର ସେବାର ୧୦୯୦ କର୍ମୀଙ୍କୁ ଗ୍ୟାଲେଣ୍ଟ୍ରି ଆୱାର୍ଡରେ ସମ୍ମାନିତ କରାଯିବ। ସେମାନଙ୍କ
Read More...

Independence Day : କିଏ ଦେଇଥିଲେ ଜାତୀୟ ପତାକାର ଡିଜାଇନ୍

ସ୍ୱାଧୀନତା ଦିବସ ହେଉ ଅବା ସାଧାରଣତନ୍ତ୍ର ଦିବସରେ ଆମେ ଦେଶର ସମ୍ମାନ ତ୍ରିରଙ୍ଗା ଉତ୍ତୋଳନ କରିଥାଉ । ଏପରିକି କେତେକ ସରକାରୀ କାର୍ଯ୍ୟାଳୟରେ ବର୍ଷ ସାରା ତ୍ରିରଙ୍ଗା ଉଡ଼ୁଥାଏ । କିନ୍ତୁ କେବେ ଭାବିଛନ୍ତି କି
Read More...

୧୮ ତାରିଖ ଯାଏ ଭିଜିବ ଓଡ଼ିଶା ! ଆଉ ଏକ ଲଘୁଚାପ ସମ୍ଭାବନା

ବର୍ତ୍ତମାନର ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଏହା ପ୍ରଭାବରେ ୧୬ ଯାଏ ବର୍ଷା ଲାଗି ରହିବ। ପୁଣି ୨୨/୨୩ ବେଳକୁ ଆଉ ଏକ ଲଘୁଚାପ
Read More...

ମା’ ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ତଥ୍ୟ ଦେବା ଘଟଣା: ମନ୍ଦିର ସୁରକ୍ଷା ମଞ୍ଚ ଓ ଗ୍ରାମବାସୀ ଙ୍କ ବୈଠକ

ବାଲିଗୁଡ଼ା, ତା, ୧୩/୦୮ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା' ପାଟ୍ଟଖଣ୍ଡାଙ୍କ ସଭାଗୃହ ପରିସରରେ ମା' ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ସମ୍ପୂର୍ଣ୍ଣ
Read More...

ରାଜ୍ୟ କ୍ୟାବିନେଟରେ ୭ ପ୍ରସ୍ତାବରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟରେ ୭ ପ୍ରସ୍ତାବରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ୩୮ଟି ଆଧୁନିକ ମଣ୍ଡି ନିର୍ମାଣ କରିବେ ସରକାର । ଏଥିପାଇଁ ୩୦୦ କୋଟି ଟଙ୍କା ଖର୍ଚ୍ଚ
Read More...

ପଞ୍ଚାୟତ ନିର୍ବାଚନ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ, ୨୦୨୯ ପୂର୍ବରୁ ବ୍ଲକ୍ ପୁନର୍ଗଠନ ହେବ: ପଞ୍ଚାୟତିରାଜ ମନ୍ତ୍ରୀ 

୨୦୨୬ ପୂର୍ବରୁ ପଞ୍ଚାୟତ ପୁନର୍ଗଠନ ହେବ । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ସେହିଭଳି ୨୦୨୯ ପୂର୍ବରୁ ବ୍ଲକ୍ ପୁନର୍ଗଠନ ହେବ । ସେ କହିଛନ୍ତି, ପଞ୍ଚାୟତ ନିର୍ବାଚନ ପୂର୍ବରୁ
Read More...

ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ

ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ମହୋଦଧି ସହ ଯୋଡ଼ି ହେବ ମରୁଭୂମି।ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ । ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ
Read More...