Browsing Category

ଆଜିର ସମ୍ବାଦ

ପୁରୀ ଶ୍ରୀମନ୍ଦିର ଭାଙ୍ଗିବାକୁ ଚେତାବନୀ

ପୁରୀ ଶ୍ରୀମନ୍ଦିର ଭାଙ୍ଗିବାକୁ ଚେତାବନୀ । ଆତଙ୍କବାଦୀ ହମ୍‌ଲା ନେଇ ଆସିଲା ଓ୍ୱାର୍ଣ୍ଣିଂ । ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଲାଗିଛି ଧମକପୂର୍ଣ୍ଣ ଲେଖା ।ପରିକ୍ରମା ପ୍ରକଳ୍ପ ଅନ୍ତର୍ଗତ ବଢ଼ୀ ମାଆ ମନ୍ଦିର ପଥର
Read More...

ପରିବହନ ବିଭାଗକୁ ଚିଠି ଲେଖି ତଥ୍ୟ ମାଗିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ପରିବହନ ବିଭାଗକୁ ଚିଠି ଲେଖି ତଥ୍ୟ ମାଗିଲା ଇଡି। ରାଜ୍ୟ ପରିବହନ କ୍ଷେତ୍ରରେ ବଡ଼ ଧରଣର ଆର୍ଥିକ ହେରଫେର ହୋଇଥିବା ଜାଣିବାକୁ ପାଇଛି ଇଡି । ତେଣୁ ପରିବହନ ବିଭାଗ ସହିତ ଜଡ଼ିତ ୩୪ ଜଣଙ୍କର ତଥ୍ୟ ମାଗିଛି ଇଡି ।କଟକ
Read More...

ନାବାଳିକାକୁ ଗର୍ଭବତୀ କରି ଯୁବକ ଗିରଫ

ବାଲିଗୁଡା, ତା, ୧୩/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଞ୍ଚଳର ଏକ ୧୫ ବର୍ଷର ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ସହ ୧ ମାସର
Read More...

ଓଡିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ତରଫରୁ ୧୦ ଦଫା ଦାବୀ ନେଇ ସମୂହ ଛୁଟି ଓ ଧାରଣା

ବାଲିଗୁଡା ,ତା,୧୧ /୦୮ (ସଞ୍ଜୟ କୁମାର ପାଣିଗ୍ରାହୀ) ଓଡ଼ିଶା ରାଜସ୍ୱ ଅମଲା ସଂଘ କନ୍ଧମାଳ ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ଙ୍କ ମୂଳ ଦରମା ଲେବୁଲ ୯ କରିବା ଦାବୀକୁ ନେଇ ସୋମବାର ଠାରୁ
Read More...

ଏମ୍.ଏମ୍.ପି.ଏସ ମହାବିଦ୍ୟାଳୟ ଠାରେ ୧୨୦ତମ ଶିକ୍ଷା ଚେତନା ଅଭିଯାନ-୨୦୨୫ ଅନୁଷ୍ଠିତ l

ଥୁଆମୂଳ ରାମପୁର,୧୨/୦୮-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ସଦର ସ୍ଥିତ ସ୍ଥାନୀୟ ମା ମାଣିକେଶ୍ୱରୀ ପ.ସ.ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରଫେସର ଭୁବନେଶ୍ୱର ବେହେରା ୟୁଥ
Read More...

ବ୍ୟବହାର ହେବନି ହରିଜନ ଶବ୍ଦ। ଜାତି ପ୍ରମାଣ ପତ୍ରରେ ବି ରହିବନି ଶବ୍ଦ 

ବ୍ୟବହାର ହେବନି ହରିଜନ ଶବ୍ଦ । ଏନେଇ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଚିଠି ଜାରି ହୋଇଛି। ଜାତି ପ୍ରମାଣ ପତ୍ରରେ ବି ରହିବନି
Read More...

ନବଜାତକଙ୍କ ହେବ ଆଧାର ପଞ୍ଜୀକରଣ

ରାଜ୍ୟରେ ୫ ବର୍ଷରୁ କମ୍‌ ବୟସ୍କ ୬୦ ପ୍ରତିଶତ ଶିଶୁଙ୍କର ଆଧାର କାର୍ଡ ନାହିଁ । ରାଜ୍ୟରେ ୫ ବର୍ଷ ବୟସ ଭିତରେ ପିଲାଙ୍କ ସଂଖ୍ୟା ହେଉଛି ୩୨ ଲକ୍ଷ ୪୮ ହଜାର ୬୩୨ । ଏଥିରୁ ମାତ୍ର ୧୨ ଲକ୍ଷ ୭୩
Read More...

ଓଡ଼ିଶାରେ ସ୍ଥାପନ ହେବ ଦୁଇଟି ସେମିକଣ୍ଡକ୍ଟର ପ୍ଲାଣ୍ଟ

କେନ୍ଦ୍ର କ୍ୟାବିନେଟ୍ ମଙ୍ଗଳବାର ତିନି ବଡ଼ ପ୍ରସ୍ତାବକୁ ଅନୁମୋଦନ ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୧୮,୫୪୧ କୋଟି ଟଙ୍କା ଯୋଜନାକୁ ମଞ୍ଜୁରି ମିଳିଛି ।୧୯୪୩ କୋଟି
Read More...

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ ସେ ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ସେହିପରି କେନ୍ଦୁଝର-ରେ ଉପମୁଖ୍ୟମନ୍ତ୍ରୀ
Read More...

ଏଣିକି ରାଜ୍ୟର ସମସ୍ତ ଅଫିସରେ ଲାଗିବ ଏଆଇ କ୍ୟାମେରା

ସଚିବସ୍ତରୀୟ ବୈଠକରେ ୧୦ଟି ଦିଗ ଉପରେ ଫୋକସ ଦିଆଯାଇଛି। ୧୦ ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା।ଜିଲ୍ଲାସ୍ତରୀୟ ସବୁ ସରକାରୀ ଅଫିସରେ
Read More...

ହଠାତ୍ ୧୪୦୦ ଟଙ୍କା ଶସ୍ତା ହେଲା ସୁନା , ଜାଣନ୍ତୁ କାହିଁକି??

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍‌ ନିଷ୍ପତ୍ତିକୁ ନେଇ ସାରା ବିଶ୍ୱରେ ଆଲୋଚନା ହେଉଛି। ଏବେ ସେ ସୁନା ବିଷୟରେ ଏକ ବଡ଼ ବୟାନ ଦେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି।ଆମେରିକାର ରାଷ୍ଟ୍ରପତି
Read More...

(ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ

ଆଗାମୀ ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ। ମାଲକାନଗିରିରୁ ପଦଯାତ୍ରା ଆରମ୍ଭ କରିବେ ପିସିସି ସଭାପତି ଭକ୍ତ ଦାସ। ଏହି ପଦଯାତ୍ରାରେ ୧୪୭ ନିର୍ବାଚନ ମଣ୍ଡଳୀ
Read More...

ସ୍ତ୍ରୀର ମୃତଦେହକୁ ବାଇକ୍‌ରେ ବାନ୍ଧି ନେଉଥିଲା ସ୍ୱାମୀ, ବାଟରେ ଅଟକାଇଲା ପୋଲିସ

ନାଗପୁରରେ ଜଣେ ୩୫ ବର୍ଷୀୟ ବ୍ୟକ୍ତି ତାଙ୍କ ପତ୍ନୀଙ୍କ ମୃତଦେହକୁ ବାଇକରେ ବାନ୍ଧି ନେଇଥିବା ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି।ଜଣେ ବ୍ୟକ୍ତି ଏକ ମୋଟରସାଇକେଲ ପଛରେ ଏକ ମୃତଦେହ ବାନ୍ଧି ଦ୍ରୁତ ଗତିରେ ଗାଡି
Read More...

ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ଢୁପା ଏଫ ସି ଦଳ ସହ ସିର୍ତ୍ତିଗୁଡା ଦଳ ମଧ୍ୟରେ କଡା ଟକ୍କର ହେବ

ବାଲିଗୁଡା, ତା, ୧୧/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ
Read More...

ପୁଣି ମଣିଷଙ୍କୁ ମିଳିଲା ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ

ପୁଣି ମଣିଷଙ୍କୁ ମିଳିଲା ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ। କୋରାପୁଟ ବନ୍ଧୁଗାଁ ବ୍ଳକ ଚିଡ଼ି ୱାଲସା ଗାଁରେ ଘଟିଛି ଏଭଳି ଘଟଣା। ସଂପର୍କୀୟ ଭାଇ ଭଉଣୀ ବାହା ହେବାରୁ କଙ୍ଗାରୁ
Read More...

କେନାଲରେ ବିରାଟକାୟ ୨୦ ଫୁଟ ଲମ୍ବର କୁମ୍ଭୀର

୨୦ ଫୁଟ ଲମ୍ବର କୁମ୍ଭୀର। ଯାହାକୁ ଦେଖୁଛି ତାକୁ ଗୋଡ଼ଉଛି । ବନ୍ୟା ପାଣିରେ ଭାସି ଆସି କେନାଲରେ ଘୁରି ବୁଲୁଛି । ଦେଖିଲେ ଭୟଭୀତ ହୋଇ ଯାଉଛନ୍ତି ସ୍ଥାନୀୟ ବାସିନ୍ଦା । ହଁ ଆଜ୍ଞା, ଏ ଦୃଶ୍ୟକୁ
Read More...