Browsing Category

ଆଜିର ସମ୍ବାଦ

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ଵାଧିନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା, ତା, ୦୨/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସକୁ ମହାସମାରୋହରେ ପାଳନ କରିବା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ
Read More...

ନିରାମିଷ ପିଲାଙ୍କ ପାଇଁ ଖୁସି ଖବର । ଅଣ୍ଡା ନଖାଇଲେ ମିଳିବ ଫଳ

ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି
Read More...

ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କାରବାର ଉପରେ କଟକଣା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନୋଟିସ ଜାରି

ପ୍ଲାଷ୍ଟିକ ବୋତଲରେ କାରବାର ଉପରେ କଟକଣା । ଏନେଇ ସବୁ ଜିଲ୍ଲାପାଳଙ୍କୁ ନୋଟିସ ଜାରି କଲେ ସରକାର । ବିକ୍ରି ଯୋଗାଣ ଓ ଗଚ୍ଛିତ ରଖିବା ଉପରେ ଲାଗିଲା କଟକଣା । କାଯ୍ୟକାରୀ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
Read More...

ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃ ବିୟୋଗ

ଅଭିନେତାରୁ ରାଜନେତା ପାଲଟିଥିବା ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ବିୟୋଗରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଶନିବାର ଶୋକ ପ୍ରକାଶ କରିଛନ୍ତି।
Read More...

ଦେଶୀ ବିଦେଶୀ ମଦ ଜବତ : ମହିଳା ସମେତ ୨ ଗିରଫ I

ଥୁଆମୂଳ ରାମପୁର,୧।୦୮-(ଦୁର୍ଗା କୀର୍ତ୍ତି):- ଦୀର୍ଘ ଦିନ ପରେ ଥୁଆମୂଳ ରାମପୁର ଅବକାରୀ ବିଭାଗ ଚେଇଁ ଉଠି ତତ୍ପରତା ଦେଖାଇ ସ୍ଥାନେ ସ୍ଥାନେ ଚଢ଼ାଉ କରି ଦେଶୀ ଓ ବିଦେଶୀ ମଦ ଜବତ କରିଥିବା ବେଳେ ଏଥିରେ ଜଣେ ମହିଳା
Read More...

ନୂତନ ଭାରତର ଉନତ ଆଇନ : ନୂତନ ଅପରାଧିକ ଆଇନର ଏକ ସଚେତନତା କାର୍ଯ୍ୟକ୍ରମ

ଥୁଆମୂଳ ରାମପୁର,୦୧/୦୮-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ବୈଠକ ଗୃହ ଠାରେ ଶୁକ୍ରବାର ଥାନା ଅଧିକାରୀ କୈବଲ୍ଯ ସେଠଙ୍କ ତତ୍ବାବଧାନରେ ଛାତ୍ର ଛାତ୍ରୀଙ୍କ ସୁରକ୍ଷା ଏବଂ ସୁରକ୍ଷା କୁ
Read More...

୧୫ ଦିନ ପାଇଁ ରାଜା ଚକ୍ରଙ୍କୁ ମିଳିଲା ଜାମିନ

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତିରେ ଜଡ଼ିତ ହୋଇ ଇଓଡବ୍ଲୁ ଦ୍ୱାରା ଗିରଫ ବିଜେଡି ନେତା ରାଜା ଓରଫ ସୌମ୍ୟଶଙ୍କର ଚକ୍ରଙ୍କୁ ୧୫ ଦିନ ଜାମିନ ମିଳିଛି । ଶଶୁରଙ୍କ ପରଲୋକରେ ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଏହି
Read More...

ଆଜି ଚାଷୀଙ୍କୁ ମିଳିବ ପିଏମ କିଶାନ୍ ଯୋଜନା ଟଙ୍କା

ଦେଶର କୋଟି କୋଟି ଚାଷୀଙ୍କ ପାଇଁ ଏକ ଖୁସି ଖବର। ଆଜି ଆସିବ ପିଏମ କିଶାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରାଯିବ । ବିହାରର
Read More...

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି । ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ । ୧ କୋଟି
Read More...

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର ! ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର। 'ପୁଷ୍କରା' ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ମନୋନୀତ ହୋଇଛି। ତରଙ୍ଗ ସିନେ ପ୍ରଡକସନ୍ସର 'ପୁଷ୍କରା'ଶ୍ରେଷ୍ଠ ଓଡ଼ିଆ ଫିଲ୍ମ। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ 'ପୁଷ୍କରା'ର
Read More...

ଆସନ୍ତା ୩୧ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

ବୋର୍ଡ ପକ୍ଷରୁ OTET ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଦିଆଯାଇଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି।ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ
Read More...

ବାଲିଗୁଡା ଏନଏସି ରେ କାଉନସିଲ ବୈଠକ

ବାଲିଗୁଡା: ତା,୦୧/୦୮:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ର ସଭାଗୃହ ଠାରେ ୧୨ ତମ କାଉନସିଲ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର
Read More...

ରାଜ୍ୟରେ ଖୋଲିବ ମଡେଲ ମଣ୍ଡି: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି ।
Read More...

ରତ୍ନଭଣ୍ଡାର ଗଣତିମଣତି ପାଇଁ ୨ ଜଣ ଏକ୍ସପର୍ଟଙ୍କ ନାମ ଦେଇଛନ୍ତି RBI – ଆଇନ ମନ୍ତ୍ରୀ

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା। ସେ କହିଛନ୍ତି, ୨ ଜଣ ଏକ୍ସପର୍ଟ ଦେବା ପାଇଁ ସରକାର ଆରବିଆଇକୁ ଚିଠି ଲେଖିଥିଲେ। ଆରବିଆଇ ମଧ୍ୟ ୨ ଜଣ ଏକ୍ସପର୍ଟଙ୍କ ନାମ
Read More...

ଆଜି ଠାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ

-ୟୁପିଆଇ କାରବାରରେ ପରିବର୍ତ୍ତନ-ଦିନକୁ ସର୍ବାଧିକ ୫୦ଥର ଯାଏ ବାଲାନ୍ସ ଯାଞ୍ଚ କରିପାରିବେ-ଅଟୋ ପେ କାରବାରରେ କିଛି ପରିବର୍ତ୍ତନ ହୋଇଛି-ନିର୍ଦ୍ଦିଷ୍ଟ ସମୟରେ ଅଟୋ ପେ କାରବାର ହେବ-ୟୁପିଆଇ ପେମେଣ୍ଟ ବିଫଳ ହେଲେ,
Read More...

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ ଅଛନ୍ତି। ଏବେ ନୂଆ ରୂପରେ ସଜେଇ
Read More...