Browsing Category

ଆଜିର ସମ୍ବାଦ

LPG ସିଲିଣ୍ଡର ମୂଲ୍ୟରେ ୩୩.୫୦ ଟଙ୍କା କମିଲା

ଆଜି ଠାରୁ ୟୁପିଆଇ ନିୟମରେ ବଡ଼ ପରିବର୍ତ୍ତନ । କିଛି ନିୟମରେ ପରିବର୍ତ୍ତନ ହେଉଥିବା ବେଳେ ଏହା ଜନସାଧାରଣଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏହି ପରିବର୍ତ୍ତନ ଗୁଡ଼ିକ ମଧ୍ୟରେ ୟୁପିଆଇରେ ବାଲାନ୍ସ ଚେକ୍ କରିବା ଠାରୁ
Read More...

ମହାପ୍ରଭୁଙ୍କ ଛବି ଥିବା ପାଦପୋଛା ହଟାଇଲା ଚୀନ୍ ଇ-କମର୍ସ ପ୍ଲାଟଫର୍ମ AliExpress

ମହାପ୍ରଭୁଙ୍କ ଛବି ଥିବା ପାଦପୋଛା ହଟିଲା । ତୀବ୍ର ବିରୋଧ ପରେ ହଟାଇଲା ଚୀନ୍ ଇ-କମର୍ସ ପ୍ଲାଟଫର୍ମ AliExpress । ଏହାକୁ ଅପସାରଣ କରାଯାଇଥିବା X'ରେ ପୋଷ୍ଟ କରି କହିଲା AliExpress ।ରିପୋର୍ଟ କରାଯିବା ପରେ ସେହି
Read More...

ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ପକ୍ଷରୁ ଦାବୀ ପତ୍ର ପ୍ରଦାନ l

ଭିତ୍ତିଭୂମି ନାହିଁ ୟୁ.ଏ.ଏସ ନାହିଁ ଆଦି ନାରା ନେଇ ବିଇଓ ଅଫିସ୍ ରେ ପ୍ରାଥମିକ ଶିକ୍ଷକ ସଂଘ I ଥୁଆମୂଳ ରାମପୁର,୩୧/୦୭-(ଦୁର୍ଗା କୀର୍ତ୍ତି):- ବିଦ୍ୟାଳୟରେ ଆବଶ୍ୟକୀୟ ଭିତ୍ତିଭୂମି ନଥାଇ ୟୁ.ଏ.ଏସ ଲାଗୁ କରିବା
Read More...

ତାଲୁକ ଆଇନ ସେବା କମିଟି ପକ୍ଷରୁ ଯୌନ ଉତ୍ପିଡନ (ପୋସ୍) ଆଇନ୍ ସୁରକ୍ଷା ଉପରେ ସଚେତନତା କାର୍ଯ୍ୟକ୍ରମ l

ଥୁଆମୂଳ ରାମପୁର,୩୧/୦୭-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ସଦର ସ୍ଥିତ ମାଁ ମାଣିକେଶ୍ଵରୀ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଠାରେ ତାଲୁକ ଆଇନ ସେବା କମିଟି ଅଧକ୍ଷ ତଥା ଜେ.ଏମ.ଏଫ୍.ସି କୋର୍ଟ ର
Read More...

ନାବାଗତ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଓ ନାରୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବାଲିଗୁଡା, ତା, ୩୦/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସ୍ଥିତ ବାପୁଜୀ ଜୁନିୟର କଲେଜ ପରିସରରେ ନବାଗତ ଛାତ୍ର ଛାତ୍ରୀ ମାନଙ୍କୁ ବହୁ ଆଡମ୍ବର ସହ ସ୍ବାଗତ
Read More...

ସି-ବକ୍ସ ପୋର୍ଟାଲରେ ଅପଲୋଡ୍‌ ହେବ ଯୌନ ନିର୍ଯାତନା ଅଭିଯୋଗ-ଉଚ୍ଚ ଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶ

ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ତଥ୍ୟ ଗୋଟିଏ ପୋର୍ଟାଲରେ ରହିବ । ଏନେଇ ସମସ୍ତ ମହାବିଦ୍ୟାଳୟକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଉଚ୍ଚଶିକ୍ଷା ବିଭାଗ ଅଧୀନ
Read More...

ଆଇସିସି କମିଟି ନକଲେ କଲେଜ କର୍ତ୍ତୁପକ୍ଷଙ୍କ ଦରମା ବନ୍ଦ ହେବ

କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍‌ ରଖାଯାଇଛି।ଏହି କମିଟି ନ କଲେ ଦରମା
Read More...

ଜୟପୁରରୁ ସୁଭଦ୍ରା କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆସନ୍ତା ଅଗଷ୍ଟ ୯ ‘ରାକ୍ଷୀ ପୂର୍ଣ୍ଣିମା’ରେ ମିଳିବ ସୁଭଦ୍ରାର ତୃତୀୟ କିସ୍ତି । ଜୟପୁରରୁ କୋଟିଏରୁ ଅଧିକ ସୁଭଦ୍ରା ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ। ଲୋକଙ୍କ ଫିଡବ୍ୟାକ ଉପରେ ଗୁରୁତ୍ବ
Read More...

ଏହି ତିନି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

ରାଜ୍ୟରେ ଲଗାଣ ବର୍ଷା ଜାରି । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଓଡ଼ିଶା ଉପକୂଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟର
Read More...

ଖୁବଶୀଘ୍ର ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ହେବ: ଗଣଶିକ୍ଷା ମନ୍ତ୍ରୀ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ରଖିଲେ ପ୍ରତିକ୍ରିୟା । କହିଲେ, ଯେଉଁମାନେ ବ୍ୟତିକ୍ରମରେ ସାମିଲ ଅଛନ୍ତି, ସେମାନଙ୍କ ବିରୋଧ ତଦନ୍ତ କରି ଗିରଫ କରିଛି କ୍ରାଇମବ୍ରାଞ୍ଚ । ଯେତେବଡ଼ ଲୋକ ହେଲେ
Read More...

ସରକାରୀ ଅଫିସରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିଲା କଟକଣା

ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍‌ଗୁଡ଼ିକରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର
Read More...

ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା

ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ଏନେଇ ଅଡ଼ିଶାର ଆଡ଼ଭୋକେଟ ଜେନେରାଲ (AG)
Read More...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ

ସୁଭଦ୍ରା ପୋର୍ଟାଲ ନେଇ ମଙ୍ଗଳବାର ଏକ ବଡ଼ ଖବର ସାମନାକୁ ଆସିଛି । ଅଗଷ୍ଟ ୯ ତାରିଖ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ। ଏନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ
Read More...

ଚାଷୀଙ୍କ ପାଇଁ ଏକ ଖୁସି ଖବର । ଏହିଦିନ ମିଳିବ ପିଏମ-କିଷାନ ଟଙ୍କା

ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୦ତମ କିସ୍ତି ପ୍ରଦାନ କରିବାର ତାରିଖ ଘୋଷଣା କରିଛି । କୃଷି ମନ୍ତ୍ରଣାଳୟ କହିଛି ଯେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ
Read More...

ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା

ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା 2 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
Read More...

ବାଲିଗୁଡାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି

ବାଲିଗୁଡା,ତା, ୨୯/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ସହକାରୀ କାର୍ଯ୍ୟନିର୍ବାହୀ
Read More...