Browsing Category

ଆଜିର ସମ୍ବାଦ

ନୃତ୍ୟ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଉଦଘାଟନ କଲେ ବିଧାୟକ

ପାଟଣା : ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୌଷୟିକ ନୃତ୍ୟ ଶିକ୍ଷା ବିଭାଗର ନିର୍ଦେଶ ଅନୁଯାୟୀ ରବିବାର ଦିନ କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତ୍ରର୍ଗତ ତୁରୁମୁଙ୍ଗା ଲକ୍ଷ୍ମୀ ମଣ୍ଡପ ପରିସରରେ ବାର୍ଷିକ ନୃତ୍ୟ
Read More...

ଦାରିଙ୍ଗବାଡି ଓ ବେଲଘର ଜନଜାତିଙ୍କ ବସ୍ତିରେ ଖୋଲିବ ‘ହୋମ୍‌ ଷ୍ଟେ’ ବ୍ୟବସ୍ଥା : ସର୍ଭେ କାର୍ଯ୍ୟ ଆରମ୍ଭ

ବାଲିଗୁଡା, ତା, ୨୦/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ
Read More...

ସେଣ୍ଟ ଜାଭିୟର ସ୍କୁଲ ହଷ୍ଟେଲରୁ ଲୁଚି ପଳାଇଲେ ଦୁଇ ଛାତ୍ର: ଉଦ୍ଧାର କରି ଥାନାରେ ଜିମା ଦେଲେ

ବାଲିଗୁଡା, ତା, ୨୦/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): ହଷ୍ଟେଲରୁ ଲୁଚି ପଳାଇଲେ ଦୁଇଜଣ ଛାତ୍ର । କିଛି ବାଟ ଚାଲିଯିବା ପରେ ଓଏସ୍ଆରଟିସି ବସରେ ବସି ବାଲିଗୁଡ଼ା ବସ୍ ଷ୍ଟାଣ୍ଡରେ ପହଁଚିଥିଲେ ଦୁଇ ଛାତ୍ର । ସେଠାରୁ
Read More...

ଫ୍ରେଣ୍ଡସ ଗ୍ରୁପ ର ଗଣେଷ ପୂଜା ପ୍ରସ୍ତୁତି ବୈଠକ

ବାଲିଗୁଡା, ତା, ୧୯/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଫ୍ରେଣ୍ଡସ ଗ୍ରୁପ ର ନବମ ବାର୍ଷିକ ଗଣେଷ ପୂଜା ପ୍ରସ୍ତୁତି ବୈଠକ ସଭାଗୃହ ନିକଟରେ ଅନୁଷ୍ଠିତ ହୋଇଯାଇଛି l ଏହି
Read More...

ଛାତ୍ରୀଛାତ୍ର ଅସୁସ୍ଥ ଘଟଣା ଟିକା ଯୋଗୁଁ ନୁହେଁ: ଭୁତାଣୁ ଜନିତ ଜ୍ୱର ହୋଇଛି

ବାଲିଗୁଡା, ତା, ୧୯/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ୬ ଛାତ୍ରୀଛାତ୍ର
Read More...

କନ୍ଧମାଳ ଜିଲ୍ଲାରୁ ଆସିଲା ଏକ ଲଜ୍ଜା କର ଖବରପୁଣି ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ, ଥାନାରେ ଏତଲା ଦେଲେ ପ୍ରଧାନ…

ବାଲିଗୁଡା,ତା, ୧୯/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ତୁମୁଡିବନ୍ଧ ବ୍ଲକ ରାଙ୍ଗାପାରୁ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ପୁଣି ଜଣେ ନବାଳିକା ଛାତ୍ରୀ
Read More...

ବଜ୍ରପାତ ଘଟି ୫ ଛେଳିର ଜୀବନ ଗଲା

ବାଲିଗୁଡା, ତା, ୧୯/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ର ବିଭିନ୍ନ ବ୍ଲକ୍‌ ଅଞ୍ଚଳରେ ଦୁଇଦିନ ହେଲା ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେଉଛି। ଶନିବାର ଦାରିଙ୍ଗବାଡି ବ୍ଲକ୍‌
Read More...

ମେରା ରାସନ ୨.୦: ଏବେ ନିଜ ଫୋନରେ ମିଳିବ ରାସନ କାର୍ଡ ସୁବିଧା

ଡିଜିଟାଲ ଇଣ୍ଡିଆ ଅଭିଯାନରେ ଆଉ ଏକ ପାଦ ଆଗକୁ ବଢ଼ାଇ ଭାରତ ସରକାର 'ମେରା ରାସନ ୨.୦' ମୋବାଇଲ୍ ଆପ୍ଲିକେସନର ଶୁଭାରମ୍ଭ କରିଛନ୍ତି । ଏହି ଆପ୍ ଜରିଆରେ ରାସନ କାର୍ଡଧାରୀମାନେ ନିଜ ମୋବାଇଲ୍ ଫୋନ୍‌କୁ ହିଁ ରାସନ କାର୍ଡ
Read More...

ଗୁଜରାଟ ଓ ଉତ୍ତର ପ୍ରଦେଶ ମଡେଲ ଭଳି ହେବ ଓମଫେଡ ପ୍ଲାଣ୍ଟ୍

ବଢିବ ଦୁଗ୍ଧ ଚାଷୀଙ୍କ ଆୟ। ଗୁଜରାଟ ଓ ଉତ୍ତର ପ୍ରଦେଶ ମଡେଲ ଭଳି ହେବ ଓମଫେଡ ପ୍ଲାଣ୍ଟ। କାମଧେନୁ ଯୋଜନା ଅଧୀନରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ଓ ଗୋପାଳନର ବିକାଶ ପାଇଁ ରାଜ୍ୟ ସରକାର କରିଛନ୍ତି ବଡ଼ ପ୍ରୟାସ । କଟକ ଅରିଲୋ
Read More...

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’

ଛାତ୍ରୀଙ୍କ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ପାଇଁ ଆସିଲା ନୂଆ ସ୍କିମ୍ । ଶକ୍ତି ଶ୍ରୀ ଯୋଜନା ଆଣିବେ ସରକାର । ଏହାଦ୍ବାରା ଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
Read More...

କୁମ୍ଭକର୍ଣ୍ଣ ନିଦ୍ରାରେ ସରକାର : କ୍ଷୋଭ ପ୍ରକାଶ କଲେ ନବୀନ

ବଳଙ୍ଗା ବାୟାବରରେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଭଳି ଘଟଣା ଅତ୍ୟନ୍ତ ଉଦବେଗଜନକ ଓ ନିନ୍ଦନୀୟ । ଦିନ ଦିପହରରେ ହତ୍ୟା ଉଦ୍ୟମ ଘଟିଲା । FM କଲେଜ
Read More...

ପୀଡ଼ିତାଙ୍କ ଅବସ୍ଥା ସଙ୍କଟାପନ୍ନ- AIIMS ନିର୍ଦ୍ଦେଶକ

ବଳଙ୍ଗା ପୀଡ଼ିତାଙ୍କ ସ୍ଥିତିକୁ ନେଇ ଭୁବନେଶ୍ବର ଏମ୍ସ ମୁଖ୍ୟ ଡାକ୍ତର ଆଶୁତୋଷ ବିଶ୍ବାସ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ତଥ୍ୟ । କହିଛନ୍ତି, ଝିଅର ଅବସ୍ଥା ସଙ୍କଟାପନ୍ନ ରହିଛି । ତା ଶରୀରର ୭୫ ଭାଗ ପୋଡ଼ିଯାଇଛି । ତେବେ
Read More...

ବଳଙ୍ଗା ଅଞ୍ଚଳ ଘଟଣା: ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ

ପିପିଲିର ବଳଙ୍ଗାରେ ନାବାଳିକା ଜଳିଯିବା ଘଟଣାରେ ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନାବାଳିକାଙ୍କ ଉପରେ ଏଭଳି ଅତ୍ୟାଚାର ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ । ଆମ ସରକାର ଅତ୍ୟନ୍ତ
Read More...

ଏବେ ୯ କ୍ୟାରେଟ୍ ସୁନା ପାଇଁ ବି ହଲମାର୍କିଂ ବାଧ୍ୟତାମୂଳକ

ଏଣିକି ୯ କ୍ୟାରେଟ୍ ସୁନା ଉପରେ ବାଧ୍ୟତାମୂଳକ ହଲମାର୍କିଂ ରହିବ। ଏହି ନୂଆ ନିର୍ଦ୍ଦେଶ ଜୁଲାଇ ମାସରୁ ଲାଗୁ ହୋଇଛି । ଏ ନେଇ ବ୍ୟୁରୋ ଅଫ ଇଣ୍ଡିଆନ ଷ୍ଟାଣ୍ଡାର୍ଡସ୍ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି ।ହଲମାର୍କିଂ
Read More...

ଜଣାପଡ଼ିଲା FM ଛାତ୍ରୀଙ୍କୁ କିଏ ଆଣି ଦେଇଥିଲା ପେଟ୍ରୋଲ

ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ତନାଘନା ତଦନ୍ତ । କଲେଜ କ୍ୟାମ୍ପସ ଭିତରକୁ ପେଟ୍ରୋଲ ଆଣିଥିଲା କିଏ। ଛାତ୍ରୀ ଜଣକ ନିଜେ ଆଣିଥିଲେ ନା ଆଉ କିଏ ଆଣି ତାଙ୍କୁ ଦେଇଥିଲା ।ପେଟ୍ରୋଲ
Read More...

ଟୀକାନେଇ ୬ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା: ଶିକ୍ଷା ବିଭାଗ ତରଫରୁ ତଦନ୍ତ ଆରମ୍ଭ

ବାଲିଗୁଡା, ତା, ୧୮/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପାଟାଙ୍ଗି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବୁଧବାର ଟିକା କରଣ କରାଯାଇଥିଲା l ଏହି
Read More...