Browsing Category
ଆଜିର ସମ୍ବାଦ
ଆଜି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ି ଆସିବେ ଦାରୁବ୍ରହ୍ମ
ସରିଲା ଆଡ଼ପମଣ୍ଡପ ଲୀଳା । ଭାଇ, ଭଉଣୀଙ୍କୁ ଧରି ବାହୁଡ଼ିବେ କାଳିଆ ସାଆନ୍ତେ । ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ଅପେକ୍ଷା କରିଛନ୍ତି ତିନି ରଥ । ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ବନୀରେ ବଡ଼ଦାଣ୍ଡ ଆଧ୍ୟାତ୍ମିକ!-->…
Read More...
Read More...
ମେଣ୍ଟ ନୁହେଁ ଏକାକୀ ଲଢିବ ଥାଲାପତି ବିଜୟଙ୍କ ପାର୍ଟି ଟିଭିକେ
୨୦୨୬ ତାମିଲନାଡ଼ୁ ନିର୍ବାଚନକୁ ନେଇ ଟିଭିକେ(ତାମିଲଗା ଭେଟ୍ଟ୍ରି କାଝାଗମ୍) ଦଳ ଶୁକ୍ରବାର ବଡ଼ ଘୋଷଣା କରିଛି। ଅଭିନେତା ଥଲପତି ବିଜୟ ହୋଇଛନ୍ତି ଦଳର ମୁଖ୍ୟମନ୍ତ୍ରୀ ଚେହେରା। ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ!-->…
Read More...
Read More...
ଆଡପ ମଣ୍ଡପରେ ଶ୍ରୀ ଜୀଉ ଙ୍କ ପର୍ଶୁରାମ ଅବତାର
ବାଲିଗୁଡା, ତା, ୦୩/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପର୍ଶୁରାମ ଅବତାର ବେଶ ହୋଇଥିଲା। ଏହି ବେଶରେ!-->…
Read More...
Read More...
ଆଦିବାସୀ ମହାବିଦ୍ୟାଳୟରେ ବନ ମହୋତ୍ସବ
ବାଲିଗୁଡ଼ା, ତା, ୦୪/୦୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସ୍ ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ କାର୍ଯ୍ୟକ୍ରମ!-->…
Read More...
Read More...
ଆଡପ ମଣ୍ଡପରେ ଶ୍ରୀ ଜୀଉଙ୍କ କାଞ୍ଚି ଅଭିଯାନ ବେଶ
ବାଲିଗୁଡା, ତା, ୦୪/୦୭: (ସଞ୍ଜୟ କୁମାର ପାଣିଗ୍ରାହୀ): ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ କାଞ୍ଚି ଅଭିଯାନ ବେଶ ହୋଇଥିଲା। ଏହି ବେଶରେ!-->…
Read More...
Read More...
ରଥଯାତ୍ରାରେ ଶରଧାବାଲି ଦଳଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ
ପୁରୀ ଶରଧାବାଲିରେ ଘଟିଥିବା ଦଳଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ!-->…
Read More...
Read More...
୮ ତାରିଖରେ ମିଳିବ ରାଜ୍ୟ ବିଜେପିକୁ ନୂଆ ମୁଖିଆ
ରାଜ୍ୟ ବିଜେପିକୁ ମିଳିବ ନୂଆ ମଙ୍ଗୁଆଳ। ତେଣୁ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ। ଆସନ୍ତା ୬ରେ ପ୍ରକାଶ ପାଇବ ବିଜ୍ଞପ୍ତି। ଆଉ ୭ ତାରିଖରେ ନାମାଙ୍କନ ଭରିବେ ସଭାପତି ଆଶାୟୀ!-->…
Read More...
Read More...
ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକଶିକ୍ଷୟିତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷକ ଓଟିଇଟି ଆସନ୍ତା ୨୦ ତାରିଖରେ…
ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକଶିକ୍ଷୟିତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସ୍ପେସାଲ୍ ଓଟିଇଟି) ଆସନ୍ତା ୨୦ ତାରିଖରେ ହେବ । ପୂର୍ବ ବର୍ଷ ଅପେକ୍ଷା ଏଥର ବହୁ ଅଧିକ ଆବେଦନକାରୀ!-->…
Read More...
Read More...
ଆଜି ସାମାନ୍ୟ କମିଛି ସୁନା ଦର।
ଆଜି ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ତେବେ
୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ ୯୮,୭୩୦ ଟଙ୍କା ରହିଛି । ଗତକାଲି!-->!-->!-->…
Read More...
Read More...
ଆତ୍ମସମର୍ପଣ ପରେ ଜଗନ୍ନାଥ ପ୍ରଧାନ ଗିରଫ, ଲାଗିଛି ୧୧ଟି ଦଫା
BMC ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଜେଲ୍ ଗଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଡିସିପି ଅଫିସରେ ଆତ୍ମସମର୍ପଣ କରିବା ପରେ ପୋଲିସ ଗିରଫ କରିଛି । ତେବେ ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ!-->…
Read More...
Read More...
ଆନ୍ଦୋଳନରୁ ଓହରିଲା OAS ସଂଘ
ଜଗା ପ୍ରଧାନଙ୍କ ଗିରଫ ସହ ଆନ୍ଦୋଳନ ପ୍ରତ୍ୟାହାର କଲା OAS ସଂଘ । ଏନେଇ ସୂଚନା ଦେଇଛନ୍ତି OAS ସଂଘ ସଭାପତି ଜ୍ୟୋତି ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ ।!-->…
Read More...
Read More...
ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାର ଦେଲେ ପ୍ରଧାନମନ୍ତ୍ରୀ
ଘାନା ଗସ୍ତରେ ଯାଇଥିବା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ରାଷ୍ଟ୍ରପତିଙ୍କ ପତ୍ନୀ ଲୋର୍ଡିନା ମାହାମାଙ୍କୁ ଏକ ମୂଲ୍ୟବାନ ଉପହାର ଦେଇଛନ୍ତି । ଏହି ଉପହାରର ଓଡ଼ିଶା ସହ ଏକ ସମ୍ପର୍କ ରହିଛି । ଉପହାରଟି!-->…
Read More...
Read More...
ପରିବା ବଜାରରେ ମହଙ୍ଗା ମାଡ଼
ଲଗାଣ ବର୍ଷା ପାଇଁ ପ୍ରଭାବିତ ହୋଇଛି ପରିବା ବଜାର। ଆବଶ୍ୟକ ଅନୁସାରେ ପରିବା ଆସି ପାରୁନାହିଁ । ଆଉ ଯାହା ଆସୁଛି ସେସବୁ ପଚି ସଢି ଯାଉଛି। ଯାହା ଫଳରେ ଆକାଶ ଛୁଆଁ ହୋଇଛି ପନି ପରିବା ଦର। ବଜାରରେ ଏବେ ପୋଟଳ 70!-->…
Read More...
Read More...
ତେଲେଙ୍ଗାନା ବିସ୍ଫୋରଣ; ଏବେ ବି 5 ଓଡ଼ିଆ ଶ୍ରମିକ ନିଖୋଜ
ତେଲେଙ୍ଗାନା ସାଙ୍ଗାରେଡ୍ଡି ଜିଲ୍ଲାର କେମିକାଲ କାରଖାନାରେ ହୋଇଥିବା ବିସ୍ଫୋରଣରେ 5 ଓଡ଼ିଆ ନିଖୋଜ । ତେଲେଙ୍ଗାନା ବିସ୍ଫୋରଣରେ ଏବେ ବି 5 ଓଡ଼ିଆ ଶ୍ରମିକଙ୍କର ମିଳୁନି ପତ୍ତା । ଗଞ୍ଜାମରୁ 2 ଜଣ, ନବରଙ୍ଗପୁରରୁ 2 ଜଣ!-->…
Read More...
Read More...
ବିଜେପି ବିଧାୟକଙ୍କ ଗାଡିରେ ଚୋରା ଗଞ୍ଜେଇ ଓ ମଦ ଚାଲାଣ !ଏନେଇ କୌଣସି କେସ୍ ଵି ହୋଇନି : ବିଜେଡି
ତିନି ଦିନ ତଳେ ଭୁବନେଶ୍ୱର ନାଲକୋ ଛକରେ ବାରିପଦା ବିଧାୟକଙ୍କ ଗାଡ଼ି ଦୁର୍ଘଟଣା ହୋଇଥିଲା। ସେଥିରୁ ମଦ ଓ ଗଞ୍ଜେଇ ବାହାରିଥିଲା। ହେଲେ ଏ ଯାଏଁ ପୁଲିସ କାର୍ଯ୍ୟାନୁଷ୍ଠାନ ନେଇନି। ଏହି ଗାଡ଼ିରେ ବିଧାୟକଙ୍କ ପୁଅ ଓ ତାଙ୍କ!-->…
Read More...
Read More...
ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ରତ୍ନ ଭଣ୍ଡାରର କୌଣସି ପ୍ରକାର ନିର୍ମାଣଜନିତ ତ୍ରୁଟି ରହିବ ନାହିଁ ।
ରତ୍ନ ଭଣ୍ଡାରକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଲେ , ସମ୍ପୂର୍ଣ୍ଣ ସୁରକ୍ଷିତ ଅଛି ରତ୍ନ ଭଣ୍ଡାର । ଆଗାମୀ ୧୦୦ ବର୍ଷ ପର୍ଯ୍ୟନ୍ତ ରତ୍ନ ଭଣ୍ଡାରର କୌଣସି ପ୍ରକାର ନିର୍ମାଣଜନିତ ତ୍ରୁଟି ରହିବ ନାହିଁ ।!-->…
Read More...
Read More...