Browsing Category
ଆଜିର ସମ୍ବାଦ
ପ୍ରତି ପଞ୍ଚାୟତରେ ତହସିଲ ଖୋଲିବ -ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।
ରାଜସ୍ବ ଆଇନରେ ସଂସ୍କାର । କମିଲା ରାଜ୍ୟର ଜମି କିସମ ସଂଖ୍ୟା । ୭୦୦୦ ଜମି କିସମ କମି ୨୭ରେ ରଖାଯିବ । ଏନେଇ ଖୁବ୍ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ । ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ପ୍ରଦାନ!-->…
Read More...
Read More...
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ରଥଯାତ୍ରା ପାଇଁ ଆମନ୍ତ୍ରଣ କଲେ ଛତିଶା ନିଯୋଗ ସେବାୟତ
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଇଁ ପୁରୀର ବ୍ୟାପକ ବିକାଶ ସମ୍ଭବ ହୋଇଛି । ତାଙ୍କ ସମୟରେ ହିଁ ଶ୍ରୀମନ୍ଦିରର ବିଭିନ୍ନ ବିକାଶ ସମ୍ଭବ ହୋଇଥିବା ବେଳେ ପରିକ୍ରମା ପ୍ରକଳ୍ପ ମଧ୍ୟ ବାସ୍ତବ ରୂପ ନେଇ!-->…
Read More...
Read More...
ମୋଦୀଙ୍କ ଓଡିଶା ଗ୍ରସ୍ତ ପରେ ଶୀଘ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବା ସମ୍ଭାବନା !
ପ୍ରଧାନମନ୍ତ୍ରୀଙ୍କ ଓଡିଶା ଗସ୍ତ ପରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହୋଇପାରେ ବୋଲି ସୂଚନା ମିଳିଛି। ତେବେ ରଥଯାତ୍ରା ପୂର୍ବରୁ କି ବାହୁଡା ଯାତ୍ରା ପରେ ହେବ ସେନେଇ ଚୂଡାନ୍ତ କରାଯାଇନି । ରାଜ୍ୟ ସରକାରଙ୍କ!-->…
Read More...
Read More...
ହଇଜା ମାଡ଼ିବା ପଛରେ ଇ-କୋଲାଇ ବ୍ୟାକ୍ଟେରିଆ
ରାଜ୍ୟରେ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛନ୍ତି । ରାଜ୍ୟରେ ବ୍ୟାପୁଥିବା ହଇଜା ପଛରେ ଇ-କୋଲାଇ ବ୍ୟାକ୍ଟେରିଆ ଥିବା କୁହାଯାଉଛି । ଯାଜପୁରର ବିଭିନ୍ନ ଅଞ୍ଚଳରୁ ସଂଗ୍ରହ ହୋଇଥିବା ନମୁନାରେ ଇ-କୋଲାଇ!-->…
Read More...
Read More...
ଏଣିକି ଅନଲାଇନରେ ବୁକ୍ ହେବ ଅମ୍ବୁଲାନ୍ସ।
ଏଣିକି ଅନଲାଇନରେ ବୁକ୍ ହେବ ଅମ୍ବୁଲାନ୍ସ। ଏ ନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା। ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି।ଲୋକମାନେ ମୋବାଇଲ୍ ଆପ୍ ‘ଓଡିଶା ଯାତ୍ରୀ’!-->…
Read More...
Read More...
କେନ୍ଦୁଝର! ଦୁଷ୍କର୍ମ ପରେ ଯୁବତୀଙ୍କୁ ମାରି ଟାଙ୍ଗି ଦେଇଥିବା ଅଭିଯୋଗ
କେନ୍ଦୁଝର ତେନ୍ତଳାପଶି ଗାଁରୁ ଆସିଲା ଅଭାବନୀୟ ଘଟଣା । ଦୁଷ୍କର୍ମ ପରେ ଯୁବତୀଙ୍କୁ ମାରି ଟାଙ୍ଗିଦେଇଥିବା ଅଭିଯୋଗ ।ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି ବୋଲି ସନ୍ଦେହ ପ୍ରକାଶ ପାଇଛି।
ସୂଚନାନୁଯାୟୀ,!-->!-->!-->…
Read More...
Read More...
କାଷ୍ଟ ଓ ରେସିଡେଣ୍ଟ ସାର୍ଟିଫେକେଟ ପାଇଁ ମୋବାଇଲ ଆପରେ ହେବ ଆବେଦନ
ରେସିଡେଣ୍ଟ ସାର୍ଟିଫିକେଟ ଓ କାଷ୍ଟ ସାର୍ଟିଫିକେଟ ପ୍ରାୟ ସମସ୍ତଙ୍କର ଆବଶ୍ୟକ ପଡ଼ିଥାଏ ।ଏଥିପାଇଁ ପ୍ରତି ୬ ମାସରେ ଥରେ ହିତାଧିକାରୀଙ୍କୁ ତହସିଲ ଅଫିସକୁ ଦୈଡିବାକୁ ପଡିଥାଏ । କିନ୍ତୁ ଏବେ ଏଥିରୁ ମିଳିବାକୁ ଯାଉଛି!-->…
Read More...
Read More...
ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖିବାକୁ ମିଳିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆଜି ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ!-->…
Read More...
Read More...
ଟାଙ୍ଗରପଡ଼ା ପଞ୍ଚାୟତ ତରଫରୁ ବିକାଶ ବାହନ ରଥ କୁ ସ୍ୱାଗତ
ପାଟଣା:( ବିଜୟ କୁମାର ମହାନ୍ତ) ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନା କରିବା ଓ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ରଥ ସମବାର ଦିନ ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ!-->…
Read More...
Read More...
କେନ୍ଦେଇପଶି ପଞ୍ଚାୟତ ତରଫରୁ ବିକାଶ ବାହନ ରଥ କୁ ସ୍ୱାଗତ
ପାଟଣା:ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନା କରିବା ଓ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ରଥ ସମବାର ଦିନ ପାଟଣା ବ୍ଲକର ଟାଙ୍ଗରପଡ଼ା ଓ କେନ୍ଦେଇପଶି ପଞ୍ଚାୟତ ପରିକ୍ରମା!-->…
Read More...
Read More...
ଦୋକାନ ଘର ଭିତରୁ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର, ସୁଇସାଇଡ୍ ନୋଟ୍ ଜବତ କଲା ପୁଲିସ
ବାଲିଗୁଡ଼ା,ତା, ୧୬/୦୬:(ସଞ୍ଜୟ କୁମାର ପାଣିଗ୍ରାହୀ): ଦୋକାନ ଘର ଭିତରୁ ମିଳିଲା ବ୍ୟବସାୟୀଙ୍କ ମୃତଦେହ । ଘରେ କେହି ନଥିବା ବେଳେ ମାନସିକ ଭାରସାମ୍ୟ ହରାଇ ବ୍ୟବସାୟୀ ଜଣକ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା!-->…
Read More...
Read More...
ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ, ଜୁନ୍ ୨୦ରେ ଖୋଲିବ ସମସ୍ତ ସ୍କୁଲ । ଏହି ଅବସରରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ!-->…
Read More...
Read More...
ଅଦିନିଆ ରଥଯାତ୍ରା କଲେ ନିଆଯିବ ଆଇନଗତ ପଦକ୍ଷେପ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।
ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଯଦି କେହି ଅଦିନିଆ ରଥଯାତ୍ରା କରିବେ ତେବେ ତାଙ୍କ ଉପରେ ଆଇନ ଅନୁସାରେ ପଦକ୍ଷେପ ନିଆଯିବ। ଏନେଇ ଶ୍ରୀ ମନ୍ଦିର ପ୍ରଶାସନ!-->…
Read More...
Read More...
ଜନଗଣନା ପାଇଁ ବିଜ୍ଞପ୍ତି ଜାରି, ୨୦୨୭ ମାର୍ଚ୍ଚ ପହିଲାରୁ ହେବ ଆରମ୍ଭ
ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଜନଗଣନା ଏବଂ ଜାତି ଗଣନା ସହିତ ଜଡିତ ସରକାରୀ ଗେଜେଟ୍ ବିଜ୍ଞପ୍ତି ଜାରି କରିଛି ଗୃହ ମନ୍ତ୍ରାଳୟ। ଜନଗଣନା ଆଇନ ୧୯୪୮ ଅନୁଯାୟୀ ଅଧିସୂଚନା ଜାରି ହୋଇଛି। ଦୁଇଟି ପର୍ଯ୍ୟାୟରେ ହେବ!-->…
Read More...
Read More...
ଘୂର୍ଣ୍ଣିବଳୟ ସକ୍ରିୟ: ଆସନ୍ତା ୧୯ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ!-->…
Read More...
Read More...
ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ ।
ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। । ଗ୍ରୀଷ୍ମ ପ୍ରବାହକୁ ଆଖିରେ ରଖି ଗଣଶିକ୍ଷା ବିଭାଗ!-->…
Read More...
Read More...