ମୃତ୍ୟୁ ପରେ ବି ଅନ୍ୟ ପାଇଁ ବଞ୍ଚିବାର ସଂକଳ୍ପ: ଅଙ୍ଗଦାନ ପାଇଁ ଶପଥ ନେଲେ ଯୁବ ସାମ୍ବାଦିକ ଦୁର୍ଗା କୀର୍ତ୍ତି I

ଥୁଆମୂଳ ରାମପୁର, ୦୨/୦୧ (ଦୁର୍ଗା କୀର୍ତ୍ତି):ଜୀବନ ଥାଉ ଥାଉ ସମାଜର ସେବା ଏବଂ ମୃତ୍ୟୁ ପରେ ପରାର୍ଥେ ନିଜକୁ ଉତ୍ସର୍ଗ କରିବା—ଏଭଳି ଏକ ବିରଳ ମାନବିକତାର ନିଦର୍ଶନ ଦେଖାଇଛନ୍ତି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରର
Read More...

ମାର୍ଚ୍ଚ ୨୦୨୬ ସୁଦ୍ଧା ବନ୍ଦ ହୋଇଯିବ କି ୫୦୦ ଟଙ୍କିଆ ନୋଟ୍?

ସୋସିଆଲ୍ ମିଡିଆରେ ଗୋଟେ ଖବର ଭାଇରାଲ ହେଉଛି। ୨୦୨୬ ମାର୍ଚ୍ଚ ପରେ ମାର୍କେଟ୍‌ରୁ ୫୦୦ ଟଙ୍କିଆ ନୋଟ୍ ହଟାଇ ନେବ ଆର୍‌ବିଆଇ। ଅର୍ଥାତ୍ ଏହି ନୋଟ୍ ଆଉ ପ୍ରଚଳନ ହେବ ନାହିଁ। ସରକାରି ସଂସ୍ଥା PIB ତରଫରୁ ସୋସିଆଲ ମିଡିଆ
Read More...

ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି, ବଡ଼ଦେଉଳ ଭିତରୁ ବାହାରିଲା ଜୋତା

ପୁଣି ଅସୁରକ୍ଷିତ ହୋଇ ପଡିଛି ଶ୍ରୀମନ୍ଦିର । ଆଜି ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ପରିଲିକ୍ଷିତ ହୋଇଥିବା ଦେଖିବାକୁ ମିଳିଛି । କେହି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ପ୍ରବେଶ କରିଥିବା
Read More...

ଗ୍ରୀନ ଷ୍ଟିକର ବାଧ୍ୟତାମୂଳକ ନୁହେଁ: ପରିବହନ ମନ୍ତ୍ରୀ

ଗ୍ରୀନ ଷ୍ଟିକର ଗାଡିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଏହି ମାସରେ ସମସ୍ତ ଆରଟିଓରେ ପର୍ଯ୍ୟାପ୍ତ ପରିମାଣ ଗ୍ରୀନ ଷ୍ଟିକର ଦିଆଯିବ । ଗ୍ରୀନ ଷ୍ଟିକର
Read More...

ରେକର୍ଡ ଭାଙ୍ଗିଲା ଓଡ଼ିଶା: ପ୍ରଦୂଷଣରେ ତାଳଚେର ନମ୍ବର ୧

ଦେଶର ରାଜଧାନୀକୁ ବି ପଛରେ ପକାଇ ଦେଇଛି ଓଡିଶା । ରାଜ୍ୟରେ ପ୍ରଦୂଷଣ ଭୟଙ୍କର ରୂପ ଧାରଣ କରିଛି । କୁହୁଡ଼ି ଆସ୍ତରଣ ଭିତରେ ବାୟୁରେ ଧୂଳିକଣା ଜମାଟ ବାନ୍ଧିବା ପରି ପ୍ରତିତ ହେଉଛି । । ତାଳଚେର ଓ ଅନୁଗୋଳ ଦେଶର ସବୁଠୁ
Read More...

ଲୋକଙ୍କ ଘରେ ସ୍ମାର୍ଟ ମିଟର ଲଗାଇବେ ସରକାର

ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର ଏକକାଳୀନ ଅନୁଦାନ ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି
Read More...

ଗୃହ ସଚିବ ଭାବେ ଦାୟିତ୍ୱ ନେଲେ ଆଇଏଏସ ହେମନ୍ତ ଶର୍ମା

ଗୃହ ସଚିବ ଭାବେ ହେମନ୍ତ ଶର୍ମାଙ୍କ ଦାୟିତ୍ୱ ଗ୍ରହଣ । ଦାୟିତ୍ୱ ଗ୍ରହଣ ପରେ ଗୃହ ସଚିବ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, ଆଇନ ବ୍ୟବସ୍ଥା ବଜାୟ ରଖିବାକୁ ଗୁରୁତ୍ୱ । ରାଜ୍ୟରେ ପ୍ରତ୍ୟେକ ଜନ ସାଧାରଣ କେମିତି
Read More...

ଲୋକସେବା ଭବନରେ ରିଲ୍ସ: ଆସିବ ଗାଇଡଲାଇନ

ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଗାଇଡ୍‌ଲାଇନ୍‌ ଆଣିବ। ଲୋକସେବା ଭବନରେ ରିଲ୍ସ
Read More...

ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର

ଜାନୁଆରି ୧୦ ତାରିଖରୁ ମିଳିବ ଗ୍ରୀନ୍ ଷ୍ଟିକର । ଏନେଇ ଘୋଷଣା କରିଛି ଓଡ଼ିଶା ରାଜ୍ୟ ପରିବହନ ବିଭାଗ । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ ।ଆରଟିଓମାନଙ୍କରେ ଗ୍ରୀନ ଷ୍ଟିକର ପ୍ରଦାନ କରାଯିବ । ତେବେ
Read More...

କାଲି ଆକାଶରେ ଦିଶିବ ସୁପରମୁନ୍

ଏ ବର୍ଷ ଆକାଶରେ ଦେଖାଯିବ ସୁପରମୁନ୍ । ସୁପରମୁନ୍ ଓ ମାଇକ୍ରୋମୁନ୍ ଭଳି ମହାଜାଗତିକ ଦୃଶ୍ୟ ଏବର୍ଷ ଆକାଶରେ ଦୃଶ୍ୟମାନ ହେବ । ଜାନୁଆରୀ ୩ ତାରିଖରେ ଏହି ଦୃଶ୍ୟକୁ ଖାଲି ଆଖିରେ ଦେଖିହେବ ।ପୌଷ ପୂର୍ଣ୍ଣିମା ତିଥିରେ
Read More...

ଗଣରାଜ୍ୟର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଭାରତ ରତ୍ନ’ର ଇତିହାସ !

ଭାରତ ରତ୍ନ ହେଉଛି ଭାରତ ଗଣରାଜ୍ୟର ସର୍ବୋଚ୍ଚ ବେସାମରିକ ସମ୍ମାନ । ଏହାର ଆରମ୍ଭ ୨ ଜାନୁଆରି, ୧୯୫୪ରେ ହୋଇଥିଲା । ଏହି ସମ୍ମାନ ଦେଶର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା ।
Read More...

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା, ଘନ କୁହୁଡ଼ି ଯୋଗୁଁ ବିମାନ ଚଳାଚଳ ବାଧାପ୍ରାପ୍ତ,

ଅସହ୍ୟ ଶୀତରେ ଥରୁଛି ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଶୀତ ଲହରୀ । ପାହାଡ଼ିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ଥିବାରୁ ଜନଜୀବନ ପ୍ରଭାବିତ । ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ
Read More...

ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ଧାନ କିଣା- ଯୋଗଣ ମନ୍ତ୍ରୀ

ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଟିରେ ଚାଲିବ ଧାନ କିଣା । ଏନେଇ ଯୋଗଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇଛନ୍ତି । ଏପର୍ଯ୍ୟନ୍ତ ୧୦ଲକ୍ଷ ୫୦ହଜାର ମେଟ୍ରିକ ଟନ୍‌ ଧାନ କିଣା ହୋଇଥିବା ବେଳେ ୨ଲକ୍ଷ
Read More...

ଆସନ୍ତା ଫେବୃଆରୀ୧ରୁ ଦେଶରେ ସିଗାରେଟ ଏବଂ ତମାଖୁ ଉତ୍ପାଦର ଦର ବଢିବ

ଦେଶରେ ଫେବୃଆରୀରୁ ବଢିବ ସିଗାରେଟ ଓ ତମାଖୁ ଉତ୍ପାଦ ଦର । ଅର୍ଥ ମନ୍ତ୍ରଣାଳୟ ସିଗାରେଟ୍ ଏବଂ ତମାଖୁ ଉତ୍ପାଦ ଉତ୍ପାଦ ଶୁଳ୍କରେ ଏକ ବଡ଼ ସଂଶୋଧନ କରିଛନ୍ତି । ଏହି ସଂଶୋଧନ ଆସନ୍ତା ଫେବୃଆରୀ ଆରମ୍ଭରୁ ଲାଗୁ ହେବ ।
Read More...

ଜାନୁଆରୀ ମାସରେ ଜାଣନ୍ତୁ କେବେ କେବେ ଛୁଟି ରହିବ ବ୍ୟାଙ୍କ ?

ଜାନୁଆରୀ ୨୦୨୬ରେ କେତେ ଦିନ ବନ୍ଦ ରହିବ ଓ ବ୍ୟାଙ୍କ ଖୋଲିବ । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଏନେଇ ଛୁଟି କ୍ୟାଲେଣ୍ଡର ଜାରି କରିଛି ।ଜାନୁଆରୀ ମାସରେ ମୋଟ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ । ସ୍ଥାନୀୟ ଓ ଜାତୀୟ ପର୍ବ
Read More...

ଆଜିଠୁ ହେବ ଏହି ସବୁ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ଆସିଛି ନୂଆ ବର୍ଷ ୨୦୨୬ । ନୂଆ ବର୍ଷର ଆରମ୍ଭ ସହିତ ଅନେକ ବଡ଼ ଆର୍ଥିକ ନିୟମ ମଧ୍ୟ ବଦଳୁଛି, ଯାହା ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପ୍ରଭାବ ପକାଇପାରେ । LPG ସିଲିଣ୍ଡର ମହଙ୍ଗା| ଦିଲ୍ଲୀରେ 19 କିଲୋଗ୍ରାମ ବାଣିଜ୍ୟିକ
Read More...