ଆଜିଠୁ ମେ ୩୦ ତାରିଖ ପର୍ଯ୍ୟନ୍ତ ପ୍ରଧାନଶିକ୍ଷକ, ଶିକ୍ଷକ ବଦଳି ଆବେଦନ

୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହୋଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ
Read More...

ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଠିକଣା

ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଶୁଣାଣି ହେଉଥିବା ଜନସାଧାରଣଙ୍କ ଅଭିଯୋଗର ମୁଖ୍ୟ ମାଧ୍ୟମ ଅଭିଯୋଗ ସେଲ୍‌ର ସ୍ଥାୟୀ କାର୍ଯ୍ୟାଳୟ ଶୀଘ୍ର ନୂଆ ସ୍ଥାନକୁ ସ୍ଥାନାନ୍ତର ହେବ। ଅଶୋକ ନଗରର ମଣ୍ଡଳ ସାଧନ
Read More...

ନୂଆ ସଂରକ୍ଷଣ ଲାଗୁ କଲେ ଓଡିଶା ସରକାର| ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୫ପ୍ରତିଶତ ସଂରକ୍ଷଣ ।

ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୬ଟି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମଞ୍ଜୁରି ଦିଆଯାଇଛି । ଉଚ୍ଚଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ହୋଇଛି । ସାମାଜିକ ଓ ଅର୍ଥନୈତିକ ଭାବେ ପଛୁଆ
Read More...

ପ୍ରତି ଗାଁରେ ଗଠନ ହେବ ‘ଦିବ୍ୟାଙ୍ଗ ଶକ୍ତି ଗ୍ରୁପ’ ।

ଏବେ ଗାଁ ଗଣ୍ଡାରେ ରହୁଥିବା ଦିବ୍ୟାଙ୍ଗମାନେ କାମ କରିପାରିବେ । ଦିବ୍ୟାଙ୍ଗଙ୍କୁ ସୁହାଇଲା ଭଳି ଅନୁକୂଳ କାମ ପଞ୍ଚାୟତ ପକ୍ଷରୁ ବ୍ୟବସ୍ଥା କରାଯିବ । ମହାତ୍ମା ଗାନ୍ଧି ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ବା ମନରେଗାରେ
Read More...

ଝିଅ ଜନ୍ମ ହେଲେ ମା’କୁ ମିଳିବ ୧୨ ହଜାର, ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା ।

ଓଡ଼ିଶା ରାଜ୍ୟ ମନ୍ତ୍ରୀମଣ୍ଡଳୀ ରାଜ୍ୟର ‘ମମତା’ ଯୋଜନାକୁ କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା (PMMVY)’ ସହିତ ସମନ୍ୱିତ ଭାବେ ‘ମମତା-PMMVY’ ନାମରେ କୋ-ବ୍ରାଣ୍ଡିଂ ମାଧ୍ୟମରେ କାର୍ଯ୍ୟକାରୀ
Read More...

ଖୁବ୍‌ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ

ଖୁବ୍‌ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍‌ଶୀଘ୍ର ଫଳ ପ୍ରକାଶ ପାଇବ।ପ୍ରକାଶଥାଉକି, ଏପ୍ରିଲ ୨
Read More...

ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

ଅର୍ଚ୍ଚନା ନାଗ ପାଇଁ ପୁଣି ବଢ଼ିଲା ଅଡ଼ୁଆ । ଓକିଲାତି ପାଇଁ ଲାଇସେନ୍ସ ନେବା ସମୟରେ ସେ, ତାଙ୍କ ବିରୋଧରେ ଥିବା ଫୌଜଦାରୀ ମାମଲା ସମ୍ପର୍କରେ ତଥ୍ୟ ନଦେବାରୁ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ଓଡ଼ିଶା
Read More...

ଆଇଏମଡି କହିନାହିଁ, ୨୩ ରୁ ୨୮ ତାରିଖ ମଧ୍ୟରେ ବାତ୍ୟା ସୃଷ୍ଟି ହେବା ଚର୍ଚ୍ଚା

ଏ ବର୍ଷ ପୁଣି ମେ ମାସରେ ବାତ୍ୟା ସମ୍ଭାବନା। ଆଇଏମଡି କହିନାହିଁ। କିନ୍ତୁ ବାତ୍ୟାକୁ ନେଇ ଚର୍ଚ୍ଚା ଜୋର ଧରିଲାଣି । ଆଣ୍ଡାମାନ ସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୧୬ରୁ ୧୮ ତାରିଖରେ
Read More...

ଦିନରେ ତାତି, ସନ୍ଧ୍ୟାରେ କାଳବୈଶାଖୀ: ଏସବୁ ଜିଲାକୁ ୟେଲୋ ଓ୍ବାନିଂ

ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନ ବେଳା ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ତିନି
Read More...

ଅଷ୍ଟମ ଦିନରେ ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ଢୋଲ, ବାଜା ବାଜଣା ନୃତ୍ୟ ଗୀତ ରେ କମ୍ପିଲା ଖଜୁରୀନାଳ

ବାଲିଗୁଡା, ତା, ୧୩/୦୫ :(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା 'ବରାଳ ଦେବୀ
Read More...

କାଳବୈଶାଖୀ ର ପ୍ରୋକପ : ଘର ଉପରେ ପଡ଼ିଲା ଖଜୁରୀ ଗଛ : ଅଳ୍ପକେ ବର୍ତିଲେ ପରିବାର ଲୋକେ l

ଥୁଆମୂଳ ରାମପୁର,୧୩/୦୫-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବାଗଡିଆଣି ଗ୍ରାମର ଗୋଟିଏ ଘର ଉପରେ ଏକ ଖଜୁରୀ ଗଛ ଛିଣ୍ଡି ପଡିଥିବା ବେଳେ ଘରର ଆଜବେଷ୍ଟ ଭାଙ୍ଗି ନଷ୍ଟ ହେବା
Read More...

ମା ସପ୍ତଶାଖା ଠାକୁରାଣୀଙ୍କ ନବଦିନାତ୍ମକ ଘଣ୍ଟ ଯାତ୍ରା ସମ୍ପୂର୍ଣ୍ଣ I

ଥୁଆମୂ ଳରାମପୁର,୧୩|୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଜାଗେସପଦର ସ୍ଥିତ ମା' ସପ୍ତଶାଖା ଠାକୁରାଣୀ ଦେବୀଙ୍କ ପୀଠରେ ପାରମ୍ପରିକ ରୀତିରେ ଘଣ୍ଟଯାତ୍ରା ବା ଚନ୍ଦନ ଯାତ୍ରା ଚଳିତ ବୈଶାଖ
Read More...

କଟୁପାଲିରେ ୧୪ତମ ଚବିଶପ୍ରହର ଅଖଣ୍ଡ ନାମଯଜ୍ଞ

କେନ୍ଦୁଝର, ୧୩/୫ ( ଭୁବନେଶ୍ବର ମହାକୁଡ ) : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ନୟାଗଡ ପଞ୍ଚାୟତ କଟୁପାଲି ଗ୍ରାମରେ ୧୪ତମ ଅଖଣ୍ଡ ଚବିଶ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଛି। ନିକଟସ୍ଥ ବୈତରଣୀ ନଦୀରୁ ବୁଡ ପକାଇ
Read More...

ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ,କିପରି ଚେକ୍ କରିବେ ?

ଦଶମ ଶ୍ରେଣୀର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି । ପାସ ହାର ରହିଛି ୯୩.୬୬ ।ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ସଂଖ୍ୟକ ଝିଅ ଦଶମ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ଓଡ଼ିଶାରେ ମୋଟ୍ ୧
Read More...

ବିରାଟ୍ ଏବଂ ଅନୁଷ୍କା ପ୍ରେମାନନ୍ଦ ମହାରାଜଙ୍କ ସହ ୧୫ ମିନିଟ୍ ଏକାନ୍ତରେ ବାର୍ତ୍ତାଳାପ

ଭାରତୀୟ କ୍ରିକେଟ ଟିମର ପୂର୍ବ ଅଧିନାୟକ ବିରାଟ କୋହଲି ଟେଷ୍ଟ୍ କ୍ରିକେଟରୁ ସନ୍ନ୍ୟାସ ନେବାର ଗୋଟିଏ ଦିନ ପରେ ଉତ୍ତରପ୍ରଦେଶର କୃଷ୍ଣନଗରୀ ବୃନ୍ଦାବନରେ ପହଞ୍ଚିଥିଲେ । କୋହଲିଙ୍କ ସହ ତାଙ୍କ ପତ୍ନୀ ଅନୁଷ୍କା ଶର୍ମା
Read More...

ରାଜ୍ୟରେ ଗରମ ଓ ଗୁଳୁଗୁଳିରେ ଅସୁସ୍ଥ ହେଲେଣି ୨୮୨ ଜଣ ।

ରାଜ୍ୟରେ ଖରାର ତାପମାତ୍ରା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗରମ ଓ ଗୁଳୁଗୁଳି ପାଇଁ ୨୮୨ ଜଣ ଲୋକ ଅସୁସ୍ଥ ହୋଇପଡିଲେଣି। ସମ୍ବଲପୁରରେ ସର୍ବାଧିକ ୮୩ ଜଣ ଅସୁସ୍ଥ। ଝାରସୁଗୁଡାରେ ୭୨ଏବଂ ମୟୂରଭଞ୍ଜରେ ୪୨ ଜଣ , ସୋନପୁରରେ
Read More...