ନୂଆବର୍ଷରେ ଶୁଭେଚ୍ଛା ଜଣାଇବାକୁ କାର୍ଯ୍ୟାଳୟକୁ ନ ଆସିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ନୂଆବର୍ଷ ୨୦୨୬ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । “ନୂଆବର୍ଷର ପ୍ରଥମ ଦିନ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ଏହି ଦିନ ମୋର କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ । ନିୟମିତ
Read More...

ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ

ମାସିକ ୧୫ଶହ ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ଯୋଜନାର ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା
Read More...

ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ :କର୍ଣ୍ଣିବେଡ଼ା କୁ ହରାଇ ମନମୁଣ୍ଡା ଚମ୍ପିଆନ

ବାଲିଗୁଡା, ତା, ୩୦/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ
Read More...

ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ

ବଣଭୋଜି କରୁଥିଲେ ସାବଧାନ । ପ୍ରଦୂଷଣ କଲେ ହେବ ଆକ୍ସନ । ବଣଭୋଜି ଉପରେ ପଲ୍ୟୁସନ କଣ୍ଟ୍ରୋଲ ବୋର୍ଡ ନଜର ରଖୁଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।ଭୁବନେଶ୍ବରରେ ପ୍ରଦୂଷଣର
Read More...

ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନ ଖାରଜ

ଜିରୋ ନାଇଟ୍ ସେଲିବ୍ରେସନ୍ । କଠୋର ହୋଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।ଜିରୋ ନାଇଟ୍ ପାଇଁ ଗତ କିଛି ଦିନ ଧରି ଭୁବନେଶ୍ୱର ଅବକାରୀ
Read More...

ଆଜି ପବିତ୍ର ଶାମ୍ବ ଦଶମୀ 

ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଭଗବାନଙ୍କ ପୂଜା । ବିଶ୍ବାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା କରି ଅର୍ଘ୍ୟ ଦାନ କଲେ ଦୁରାରୋଗ୍ୟରୁ ମୁକ୍ତି ମିଳିଥାଏ ।ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ
Read More...

ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ ବଣରେ ଦୁଇ ପର୍ଯ୍ୟଟକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ବାଲିଗୁଡା, ତା, ୨୯/୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବର୍ଷର ଶେଷ ରବିବାର ରହିଥିବାରୁ ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ
Read More...

ଧରଣୀ ମା’ଙ୍କ ଆଶିଷ ପାଇଁ ୪୫ ବର୍ଷର ପ୍ରତୀକ୍ଷା ଅନ୍ତ: ଥୁଆମୂଳ ରାମପୁରରେ ଜମିଛି ଆଦିବାସୀଙ୍କ ‘ଟୋକିମରା’ ପର୍ବ I

ଥୁଆମୂଳ ରାମପୁର, ୨୯/୧୨ (ଦୁର୍ଗା କୀର୍ତ୍ତି): ବଣ ପାହାଡ଼ ଘେରା କଳାହାଣ୍ଡିର ଶାନ୍ତ ପରିବେଶ ଏବେ ମାଦଳର ତାଳେ ତାଳେ ଉତ୍ସବମୁଖର। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପାଳପୁରର ବେନ୍ଦାଝୋଲା
Read More...

ଶୀତରେ ଆଚାର୍ଯ୍ୟା ମାନଙ୍କୁ କମଳ ବଣ୍ଟନ

ପାଟଣା:କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ମୁଖ୍ୟାଳୟର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଏକଲ ଅଭିଯାନ କେନ୍ଦୁଝର ଅଞ୍ଚଳ ପାଟଣା ସଞ୍ଚର ସଞ୍ଚ ପ୍ରମୁଖ ଗୀତାଞ୍ଜଳି ମହାନ୍ତ ଙ୍କ ନେତୃତ୍ୱରେ ଅଭ୍ୟାସ ବର୍ଗ
Read More...

ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ଅନଲାଇନ୍‌ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ।
Read More...

କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶା ପ୍ରଜ୍ଞାପନ ମେଢ଼, ସାଧାରଣତନ୍ତ୍ର ଦିବସରେ ପ୍ରଦର୍ଶିତ ହେବ ଓଡ଼ିଶାର କଳାକୃତି

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୧୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ସ୍ଥାନ ପାଇଲା ଓଡିଶା। ଓଡିଶାର କଳାକୃତିକୁ ଆଧାର କରି ପ୍ରସ୍ତାବିତ ପ୍ରଜ୍ଞାପନ ମେଢକୁ
Read More...

ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ୨୫ ବର୍ଷ ପରେ ନନ୍ଦନକାନନରେ ଖୋଲିଲା ଓଧ ଖୁଆଡ଼

ଆଜି ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ପ୍ରତିବର୍ଷ ଡିସେମ୍ବର ୨୯ ତାରିଖରେ ନନ୍ଦନକାନନରେ ତାର ପ୍ରତିଷ୍ଠା ଦିବସ ପାଳନ କରି ଆସୁଛି । ଆଜି ପ୍ରତିଷ୍ଠା ଦିବସ ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ
Read More...

ହ୍ୟୁମାନ ସାଗର ମୃତ୍ୟୁ ମାମଲା: ଏତଲାରେ ଥିବା ବ୍ୟକ୍ତି ହେବେ ଜେରା

ହ୍ୟୁମାନ ସାଗର ମୃତ୍ୟୁ ମାମଲା । ମେଡିକାଲ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରାଯାଇଥିବା କଟକ ଡିସିପିଙ୍କ ସୂଚନା । ଚିକିତ୍ସା ସମ୍ପର୍କରେ ଯାଞ୍ଚ କରାଯାଉଛି କାଗଜପତ୍ର । ଅଭିଯୋଗର ଗୋଟି ଗୋଟି ଦିଗକୁ ତଦନ୍ତ କରି
Read More...

SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

ପୋଲିସ ଏସଆଇ କେଳେଙ୍କାରୀ ମମଲାରେ ପ୍ରଥମିକ ଚାର୍ଜସିଟ୍ ଦାଖଲ । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ ଦାଖଲ CBI । ଶଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ
Read More...

ରାଗିଗଲେ ମଥୁରା ନରେଶ , ପରିବହନ ଅଧିକାରୀଙ୍କ ଉପରେ ଲଗାଇଲେ ଫାଇନ

ରାଗିଗଲେ ମଥୁରା ନରେଶ କଂସ ମହାରାଜ । “ନଗର ପରିକ୍ରମା” ଅବସରରେ କଂସ ମହାରାଜ ପ୍ରାଚୀନ ମଥୁରାରେ ପରିଣତ ହୋଇଥିବା ବରଗଡ଼ ଉପରେ “ଶାସନ କରୁଛନ୍ତି”। ଏହାର ଏକ ଅଂଶ ଭାବରେ ସେ ପରିବହନ ବିଭାଗର ଅଧିକାରୀମାନଙ୍କୁ ଡକାଇ
Read More...

ସୁନା ଶସ୍ତା ଭିତରେ ଦିନକରେ ୧୨ ହଜାର ମହଙ୍ଗା ହେଲା ରୁପା

ସୁନା ପରି ରୂପା ମୂଲ୍ୟ ରେକର୍ଡ କରୁଛି। ଆଜି ରୂପା ପୁଣି ଥରେ ଏକ ନୂତନ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସୋମବାର ରୁପା ଦର ପ୍ରାୟ ୬ ପ୍ରତିଶତ ବଢ଼ିଛି । ଫଳରେ କେଜି ପିଛା ରୁପା ଦର ୨ ଲକ୍ଷ ୫୪ ହଜାର ୧୭୪ ଟଙ୍କାରେ
Read More...