ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା, ତା, ୧୪/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ
Read More...

ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର

ବାଲିଗୁଡ଼ା, ତା, ୧୪/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତି ର ସଭା ଗୃହ ପରିସରରେ ଶାଳବଣ ସାହିତ୍ୟ ସଂସଦର ମହାବିଷୁବ ଆସର ଅନୁଷ୍ଠିତ ହୋଇଯାଇଛି। ଉକ୍ତ
Read More...

ନୂଆ ବର୍ଷରେ କମିଲା ସୁନା ଦର

ଚିନ୍ତା ବଢାଇଛି ସୁନା ଦର । ଲକ୍ଷେ ମୁହାଁ ମାଡିଛି । ସୁନା ଦର ଗତ କିଛି ଦିନ ମଧ୍ୟ ପାଖାପାଖି ୬୦୦୦ ଭଳି ବୃଦ୍ଧି ହୋଇଥିବା ବେଳେ ୯୫ ହଜାର ଡେଇଁଛି । ହେଲେ ଆଜି ଟିକିଏ କମିଛି ସୁନା ଦର ।ଭାରତୀୟ ବଜାରରେ ୨୪
Read More...

ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି।କେନ୍ଦୁଝର ଘଟଗାଁ ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର । ଓଡିଆ ନବବର୍ଷରେ ମାଆ ଙ୍କ
Read More...

୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଉଦଯାପିତ : ଯାତ୍ରା ସାରି ମନ୍ଦିର ଫେରିଲେ ମା ‘ଦକ୍ଷିଣକାଳୀ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ୧୩ ତାରିଖ ରବିବାର ସନ୍ଧ୍ୟାରେ
Read More...

ବ୍ଲକ୍ ପ୍ରଶାସନର ନିର୍ଦ୍ଦେଶ ପରେ ମଧ୍ୟ ଡିଏସସି ଫେରସ୍ତ କରୁନାହାନ୍ତି ପଦଚ୍ୟୁତ୍ ସରପଞ୍ଚ ସମ୍ବାରୀ ମାଝୀ l

ଉନ୍ନୟନ ମୂଳକ କାର୍ଯ୍ଯରେ ବ୍ଯାପକ ଭାବରେ ବାଧାସୃଷ୍ଟି ଥୁଆମୂଳ ରାମପୁର,୧୩/୦୪-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୁଳ ରାମପୁର ବ୍ଳକ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ସମ୍ବାରୀ
Read More...

ମା’ ତାରିଣୀଙ୍କ ପୀଠରେ ଚାଲିଛି ଚଇତି ପର୍ବ

ମହାବିଷୁବ ବା ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲ୍ଲା ଘଟଗାଁ ମା' ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ମା' ତାରିଣୀଙ୍କର ୮୯ ତମ ଚଇତି ପର୍ବର ଆଜି ୬ଷ୍ଠ ଦିନ ତଥା ପଣା ସଂକ୍ରାନ୍ତି ଏବଂ
Read More...

ଆଜି ବି ଆର୍ ଆମ୍ବେଦକର ଙ୍କ ୧୩୪ତମ ଜୟନ୍ତୀ ।

ଆଜି ବି ଆର୍ ଆମ୍ବେଦକର ଙ୍କ ୧୩୪ତମ ଜୟନ୍ତୀ । ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ଜଣେ ବ୍ୟକ୍ତି ଦଳିତ ଓ ପଛୁଆ ବର୍ଗର ସ୍ବାର୍ଥ ପାଇଁ ସଂଘର୍ଷରତ ଥିଲେ । ସେ ହେଉଛନ୍ତି
Read More...

ପଣାସଂକ୍ରାନ୍ତି ଅବସରରେ ଓଡ଼ିଶାବାସୀଙ୍କୁ ନବବର୍ଷର ଶୁଭେଚ୍ଛା

ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ
Read More...

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା
Read More...

ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି

ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ତାସହ ଓଡ଼ିଆ ନବବର୍ଷ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ ହେଉଥିବାରୁ ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ
Read More...

ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟରେ “ବେଟି ବଚାଓ ବେଟି ପଢ଼ାଓ” କାର୍ଯ୍ୟକ୍ରମ

ବାଲିଗୁଡା, ତା, ୧୩/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ବିଦ୍ୟାଳୟ
Read More...

ବଦଳିଲା କି Tatkal Ticket ବୁକିଂ କରିବାର ସମୟ?

ତତ୍କାଳ ଟିକେଟ ବୁକିଂ ହେଲା ଆହୁରି ସହଜ । ନିୟମରେ ପରିବର୍ତ୍ତନ ଆଣିଲା ଭାରତୀୟ ରେଳବାଇ । ଏପ୍ରିଲ ୧୦ ତାରିଖରୁ ଭାରତୀୟ ରେଳ ବିଭାଗ ତତ୍କାଳ ଟିକେଟ୍‌ ବୁକିଂରେ ନିୟମ ପରିବର୍ତ୍ତନ ଆଣି ସାରିଛି । ବର୍ତ୍ତମାନର ନିୟମ
Read More...

୧୧୩୪ଟି ପଦବୀ ପୂରଣ ପାଇଁ ପଞ୍ଚାୟତ ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଓଡ଼ିଶାର ତ୍ରିସ୍ତରୀୟ ପଞ୍ଚାୟତ ରାଜ ଅନୁଷ୍ଠାନରେ ଖାଲି ପଡ଼ିଥିବା ୧୧୩୪ଟି ପଦବୀ ପୂରଣ ପାଇଁ ରାଜ୍ୟ ନିର୍ବାଚନ କମିଶନ ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।୫ ଜିଲ୍ଲା ପରିଷଦ ସଭ୍ୟ, ୪୧ ପଞ୍ଚାୟତ ସମିତି ସଭ୍ୟ,
Read More...

ମାଟ୍ରିକ୍‌ ଆଡମିଟ୍‌ କାର୍ଡରେ ଭୁଲ ଥିଲେ କରିପାରିବେ ସଂଶୋଧନ

୨୦୨୫ରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ଆଡମିଟ୍ କାର୍ଡରେ ଯଦି କୌଣସି ତ୍ରୁଟି ରହି ଯାଇଛି ତେବେ ତୁରନ୍ତ ସଂଶୋଧନ କରିବାର ସୁଯୋଗ ରହିଛି ।୧୭ରୁ ୨୫ ତାରିଖ ଚାଲିବ ସଂଶୋଧନ ପ୍ରକ୍ରିୟା।ସ୍କୁଲ୍‌ କର୍ତ୍ତୃପକ୍ଷ ନିଜ
Read More...

ପୁତୁରାର ଟାଙ୍ଗିଆ ଚୋଟରେ ଦାଦା ମୃତ

କେନ୍ଦୁଝର ଜିଲ୍ଲା ସଦର ଥାନା ତଲକଇଁସାରି ଗାଁରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁତୁରାର ଟାଙ୍ଗିଆ ଚୋଟରେ ଗଲା କକାର ଜୀବନ । ହତ୍ୟା ପରେ କଟା ମୁଣ୍ଡକୁ ଧରି ଶୁଆକାଟି ଫାଣ୍ଡିରେ ପହଞ୍ଚିଲା
Read More...