ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ।

ପ୍ରବଳ ଖରାରେ ସିଝୁଛି ଓଡ଼ିଶା। ରାଜ୍ୟରେ ଅସମ୍ଭାଳ ତାତି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଗ୍ରୀଷ୍ମପ୍ରବାହ। ଆହୁରି ୨ଦିନ ପ୍ରବଳ ଖରା। ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିପାରେ। ବିଭିନ୍ନ ମଡେଲ୍‌ର ପୂର୍ବାନୁମାନ
Read More...

ଭିଆରଏସ୍‌ ନେଲେ ସୁଜାତା କାର୍ତ୍ତିକେୟନ୍ !

ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ।୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି
Read More...

ବଢୁଛି ସୁନା ଦାମ : ୯୨ ହଜାର ଟପିଲା

ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍‌ ଇଣ୍ଡିଆ ସରାଫା
Read More...

ପୁଣି ଚର୍ଚ୍ଚାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ଦୀର୍ଘଦିନ ପରେ ପୁଣି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ଅବସରପ୍ରାପ୍ତ ଆଇଏଏସ ଭି.କେ ପାଣ୍ଡିଆନ୍‌ଙ୍କୁ ଏକାଠି ଦେଖିବାକୁ ମିଳିଛି। ୨୦୨୪ ନିର୍ବାଚନ ପରେ ନବୀନଙ୍କ ସହ ପାଣ୍ଡିଆନ୍‌ଙ୍କୁ
Read More...

୧୪ ଏପ୍ରିଲକୁ ଆମ୍ବେଦକରଙ୍କ ଜୟନ୍ତୀ ପାଇଁ କେନ୍ଦ୍ର ଛୁଟି ଘୋଷଣା କରିଛି।

ସମାଜ ଏବଂ ସମ୍ବିଧାନ ପ୍ରତି ତାଙ୍କ ଅବଦାନ ଅତୁଳନୀୟ। ସେଥିପାଇଁ କେନ୍ଦ୍ର ସରକାର ଶୁକ୍ରବାର ଦିନ ୧୪ ଏପ୍ରିଲକୁ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ଜନ୍ମବାର୍ଷିକୀକୁ ସାଧାରଣ ଛୁଟି ଘୋଷଣା କରିଛନ୍ତି।କେନ୍ଦ୍ର
Read More...

ନକ୍ସଲ ପ୍ରଭାବିତ ଅଞ୍ଚଳରେ ସିଆରପିଏଫ ତରଫରୁ ଜନ ସଂପର୍କ ଅଭିଯାନ

ବାଲିଗୁଡା, ତା, ୨୮/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଓ ତୁମୁଡ଼ିବନ୍ଧ ବ୍ଲକର ନକ୍ସଲ ପ୍ରଭାବିତ ଗ୍ରାମ ସିନ୍ଧିପୋଙ୍କଲ, ଡାଙ୍ଗେସିଗୁଡ଼ା, ଝିରିପାଣି
Read More...

ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ ।

ସରିଲା ଯୁକ୍ତ ଦୁଇ ପରୀକ୍ଷା । ଆସନ୍ତା ୨ ତାରିଖରୁ ଆରମ୍ଭ ହେବ ମୂଲ୍ୟାୟନ । ଖାତା ଦେଖିବା ପାଇଁ ରହିଥିବା ଶିକ୍ଷକଙ୍କ ଉପରେ ରହିବ କଡ଼ା ନଜର ।ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ହେବାବେଳେ ଏପ୍ରିଲ
Read More...

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଶୁକ୍ରବାର ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି
Read More...

୨୯ରେ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଓଡ଼ିଶାରେ ପଡିବ କି ପ୍ରଭାବ ?

ଆସନ୍ତା ୨୯ ତାରିଖରେ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟୋପରାଗ ସଂଗଠିତ ହେବ। ଉତ୍ତର ଆମେରିକା, ଗ୍ରୀନ୍‌ଲ୍ୟାଣ୍ଡ, ଆଇସ୍‌ଲ୍ୟାଣ୍ଡ, ଉତ୍ତର ଆଟ୍‌ଲାଣ୍ଟିକ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ରୁଷରେ ଏହା ଦୃଶ୍ୟମାନ ହେବ।
Read More...

ପୁଣି ଖୋଲିବ ରାଜ୍ୟରେ ବନ୍ଦ ହୋଇପଡ଼ିଥିବା ସ୍କୁଲ-ଗଣଶିକ୍ଷା ମନ୍ତ୍ରୀ

ଶୁକ୍ରବାର ବିଧାନସଭାରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ତାଙ୍କ ଉତ୍ତର ରଖିଛନ୍ତି। ବନ୍ଦ ଥିବା ସ୍କୁଲକୁ ପୁଣି ଖୋଲାଯିବ। ସିଡ୍ୟୁଲ୍ ଅଞ୍ଚଳରେ
Read More...

ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ଆଜି ଅର୍ଥାତ୍‌ ୨୮
Read More...

୭ ଜିଲ୍ଲାରେ ହେବ ୧୦ଟି ବଡ଼ ପ୍ରକଳ୍ପ,ସୃଷ୍ଟି ହେବ ୫୧,୯୩୯ ରୁ ଅଧିକ ନିଯୁକ୍ତି

ଓଡ଼ିଶା ହେବ ଶିଳ୍ପ ହବ୍‌ । ୪୦ତମ ହାଇଲେଭଲ କ୍ଲିଏରାନ୍ସ ଅଥରିଟି ବୈଠକରେ ୧୦ଟି ବଡ଼ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ଇସ୍ପାତ, ଆଲୁମିନିୟମ, ବିଦ୍ୟୁତ ଉତ୍ପାଦନ, ସବୁଜ ହାଇଡ୍ରୋଜେନ, ଇଞ୍ଜିନିୟରିଂ
Read More...

ଆଉ ୮ ସହରରେ ଗଡ଼ିବ ‘ଆମ ବସ୍’ ,ଜାଣନ୍ତୁ କେଉଁ କେଉଁ ସହରର ରହିଛି ନାଁ

ରାଜ୍ୟ ସରକାର ଆଉ ୮ ସହରରେ ‘ଆମ ବସ୍’ ଗଡ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି । ଅନୁଗୁଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ୱର ଏବଂ ରାୟଗଡ଼ା ସହରର ଲୋକଙ୍କୁ ଏହି ବସ୍ ସେବା ଯୋଗାଇ ଦିଆଯିବ ବୋଲି
Read More...

ପାଡେପଦର ପଞ୍ଚାୟତରେ ବିଜେଡିକୁ ଶକ୍ତ ଧକ୍କା : ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ ସମ୍ବାରି ମାଝୀ

ଥୁଆମୂଳ ରାମପୁର,୨୭/୦୩-(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ରେ ଗୋଟେ ପରେ ଗୋଟେ ବିଜେଡିକୁ ଶକ୍ତ ଧକ୍କା ହେଉଥିବା ଜଣାପଡ଼ୁଛି l ବିଗତ ଦିନରେ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧକ୍ଷ
Read More...

ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ

ବାଲିଗୁଡା, ତା, ୨୭/୦୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ "ଆମ ସଂସ୍କୃତି ଓ ଆମ ଖେଳନା" କାର୍ଯ୍ୟକ୍ରମ ବିଦ୍ୟାଳୟ
Read More...

Ekyc କୁ ନେଇ କ’ଣ କହିଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ?

ରାସନ୍ କାର୍ଡ ସହ ଇକେୱାଇସିକୁ ନେଇ ବିବୃତି ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ଇକେୱାଇସି କାରଣରୁ ବହୁତ ଚୋରି ଧରା ପଡ଼ିଲା । ଯେଉଁମାନଙ୍କର ମାସିକ ଆୟ ୧୦ ହଜାର କିମ୍ୱା
Read More...