ଏଣିକି ସକାଳେ ଓ ସନ୍ଧ୍ୟାରେ ବଣ୍ଟାଯିବ ରାସନ ସାମଗ୍ରୀ।

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ସରକାର। ରାସନ ସାମଗ୍ରୀ ବଣ୍ଟନ ପାଇଁ ବିଭାଗ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି ହୋଇଛି। ସକାଳ ୭ରୁ ୧୦ଟା ଯାଏଁ ରାସନ ବଣ୍ଟନ ହେବା ନେଇ ନିଷ୍ପତ୍ତି
Read More...

ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ସହ, ଅଣ୍ଡା ଓ ଲଡୁ ମିଳିବ

କେବଳ ପ୍ରଥମରୁ ଅଷ୍ଟମ ନୁହେଁ। ଏଣିକି ନବମ-ଦଶମ ସ୍କୁଲ ପିଲାଙ୍କୁ ବି ଦିଆଯିବ ମଧ୍ୟାହ୍ନ ଭୋଜନ। ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଏଣିକି ନବମ ଓ ଦଶମ
Read More...

ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା ।

ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି OSRTC। ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା।୨୦୨୨-୨୩ ଆର୍ଥିକ ବର୍ଷରେ
Read More...

ତାରା, ଭକ୍ତ ଓ ମୋକିମଙ୍କୁ ଉଠାଇ ନେଲା ପୋଲିସ

ଲୋୟର ପିଏମଜିରେ ଅଣାୟତ୍ତ ହୋଇଛି ସ୍ଥିତି। ପୋଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। କଂଗ୍ରେସ କର୍ମୀଙ୍କ ଉପରେ ପାଣି ମାଡ଼ କଲା ପୋଲିସ। ବ୍ୟାରିକେଡ୍‌ ଭାଙ୍ଗିବା ପରେ ପାଣି ମାଡ଼ କଲା ପୋଲିସ। କଂଗ୍ରେସ
Read More...

ଗଙ୍ଗାଜଳ ଛିଞ୍ଚି ଛିଞ୍ଚି ବିଧାନସଭାରେ ପ୍ରବେଶ କଲେ ବିଜେଡି ସଦସ୍ୟ

ବିଧାନସଭାରେ କେବେ ପୋଲିସ ପସିନଥିଲା କିମ୍ବା ବିଧାୟକଙ୍କ ଉପରକୁ କେବେ ଆକ୍ରମଣ କରିନଥିଲା । ଯାହାଦ୍ୱାରା ବିଧାନସଭା ଅପବିତ୍ର ହୋଇଛି । ସେଥିପାଇଁ ବିଧାନସଭାରେ ପଶିବା ପୂର୍ବରୁ ବିଧାନସଭା ଚାରିପଟେ ମାଟି କଳସରେ
Read More...

କ୍ୟାନ୍‌ସର ଓ ମଧୁମେହ ରୋଗୀଙ୍କୁ ଝଟକା!

କର୍କଟ, ମଧୁମେହ, ହୃଦଘାତ ଏବଂ ଅନ୍ୟାନ୍ୟ ଆଣ୍ଟିବାୟୋଟିକ୍ ସମେତ ସରକାର-ନିୟନ୍ତ୍ରିତ ଔଷଧଗୁଡ଼ିକ ଖୁବ୍ ଶୀଘ୍ର ମହଙ୍ଗା ହେବ। ରିପୋର୍ଟ ଅନୁଯାୟୀ ଏହି ଔଷଧଗୁଡ଼ିକର ମୂଲ୍ୟ ୧.୭ ପ୍ରତିଶତ ବୃଦ୍ଧି ପାଇବାର ଆଶା
Read More...

ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ ୧ରୁ ମିଳିବ ମାଣ୍ଡିଆ ଲଡୁ

ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ପଢୁଥିବା ପିଲାଙ୍କୁ ଉନ୍ନତ ପୁଷ୍ଟିସାର ଯୁକ୍ତ ଖାଦ୍ୟ ଯୋଗାଇବା ଲାଗି ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୧ ଏପ୍ରିଲରୁ ପ୍ରଧାନମନ୍ତ୍ରୀ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ମହିଳା ବଲ ବ୍ୟାଡମିଣ୍ଟନ ଦଳରେ ଆଦିବାସୀ ମହାବିଦ୍ୟାଳୟର ତିନି ମହିଳା ଛାତ୍ରୀଙ୍କ କୃତିତ୍ୱ

ବାଲିଗୁଡା, ତା, ୨୬/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଠାରେ ମହିଳା ବଲ ବ୍ୟାଡମିଣ୍ଟନ ଦଳରେ ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟର ମହିଳା ଛାତ୍ରୀ କୃତିତ୍ୱ ଲାଭ କରିଛନ୍ତି | କୃତିତ୍ୱ ହେବା
Read More...

ବାଲିଗୁଡାରେ ଠାକୁରାଣୀ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ : ଏପ୍ରିଲ ୨୨ରେ ଶୁଭଖୁଣ୍ଟି , ମଇ ୬ ରୁ ଯାତ୍ରା ଆରମ୍ଭ

ବାଲିଗୁଡା, ତା, ୨୬/୦୩: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଧିଷ୍ଠାତ୍ରୀ ଦେବୀ ମା' ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଏକ ପୂର୍ବପ୍ରସ୍ତୁତି ବୈଠକ ସମିତିର ସଭାପତି ଲଳିତ କୁମାର
Read More...

UPI ସର୍‌ଭର ଡାଉନ; ପେମେଣ୍ଟ କରିପାରୁନାହାନ୍ତି ବ୍ୟବହାକାରୀ

UPI ସେବାରେ ଏକ ବଡ଼ ଯାନ୍ତ୍ରିକ ସମସ୍ୟା ଦେଖିବାକୁ ମିଳିଛି। ଫଳରେ ହଜାର ହଜାର ଉପଭୋକ୍ତା ପେମେଣ୍ଟ ଏବଂ ଟଙ୍କା ଟ୍ରାନ୍ସଫର ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିରେ GooglePay ଏବଂ PhonePe ମଧ୍ୟ
Read More...

ବିଜେପି ଲଞ୍ଚ କଲା ‘ସୌଗାତ-ଏ-ମୋଦୀ’

ମୁସଲମାନଙ୍କ ପର୍ବ ଇଦରେ ଭାରତୀୟ ଜନତା ପାର୍ଟିର ନିଆରା ଅଭିଯାନ। ଗରିବ ଲୋକଙ୍କୁ ବିଜେପି ବାଣ୍ଟିବ ଉପହାର। ବିଜେପିର ସଂଖ୍ୟାଲଘୁ ସୌଗାତ୍-ଇ-ମୋଦି ଅଭିଯାନ ଚଳାଇ ୩୨ ଲକ୍ଷ ଗରିବ ମୁସଲମାନଙ୍କୁ ଗିଫ୍ଟ ଦେବ। ଏହି
Read More...

‘ଏ ସରକାର ରହିବନି- ବିଜେଡି ବିଧାୟକ ଅରୁଣ ସାହୁ

ଆଜି କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରାଯାଇଚି। ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କହିଛନ୍ତି, ଆଇନ ଅନୁସାରେ ବିଧାନସଭା ଭିତରକୁ ଯାଇ ନ ପାରେ, କିନ୍ତୁ
Read More...

ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ହରିଶ୍‌ ଟଣ୍ଟନ ।

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଏହି ଅବସରରେ ହାଇକୋର୍ଟରେ ବରିଷ୍ଠ ବିଚାରପତି, ମୁଖ୍ୟମନ୍ତ୍ରୀ
Read More...

ସାମାଜିକ ଗଣମାଧ୍ୟମରେ ବଢିଛି ଶିଶୁଙ୍କ ଅଶ୍ଳୀଳ ଭିଡ଼ିଓ ।

ଶ୍ବେତପତ୍ରରେ ଅପରାଧର ଚିତ୍ର। ମୋଟ୍‌ ଆପରାଧିକ ମାମଲା ୨ ଲକ୍ଷ ଟପିଲା ଦିନକୁ ୮ରୁ ଅଧିକ ଦୁଷ୍କର୍ମ, ୩ ହତ୍ୟାକାଣ୍ଡ । ଚାର୍ଜସିଟ୍‌ ଦେବାରେ ପଛୁଆ ପୁଲିସ ବାବୁ । ୨୦୨୩ରେ ଏହି ସଂଖ୍ୟା ୧ ଲକ୍ଷ ୯୯ ହଜାର ଥିଲା ବେଳେ
Read More...

ଆଜିଠୁ ବଢିବ ତାତି । ହିଟ ୱେଭ ପାଇଁ ସତର୍କତା ଜାରି କଲା ପାଣିପାଗ ବିଭାଗ ।

ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଲାଗିରହିଥିବା ବେଳେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ହ୍ରାସ ପାଇଥିଲା। ତେବେ ମଙ୍ଗଳବାରଠାରୁ ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଆଗାମୀ ୭ ଦିନ ପାଗ ବିଶେଷ
Read More...

ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ

ବାଲିଗୁଡା, ତା, ୨୫/୦୩:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ଅନ୍ତିମ ବର୍ଷ ଛାତ୍ରଛାତ୍ରୀଙ୍କୁ ପ୍ରଥମ ଓ
Read More...