ସ୍ଥଗିତ ରହିଲା ୨ ଦିନିଆ ବ୍ୟାଙ୍କ ଧର୍ମଘଟ

ବନ୍ଦ ହେବ ନାହିଁ ବ୍ୟାଙ୍କ । ସ୍ଥଗିତ ରହିଲା ୨ ଦିନିଆ ବ୍ୟାଙ୍କ ଧର୍ମଘଟ । ୨୪ ଓ ୨୫ରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଲା । ଆସନ୍ତା ୨୩ ତାରିଖ ମଧ୍ୟରାତ୍ରରୁ ୨୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ୪୮ ଘଣ୍ଟା
Read More...

କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟର ୧୬ ତମ ବୈଠକରେ ମିଳିଛି ୧୦ ପ୍ରସ୍ତାବକୁ ମୋହର। ଶୁକ୍ରବାର, ଏନେଇ ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ
Read More...

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି
Read More...

ହାତୀପଲ ଖାଇଗଲେ ପିଲାଙ୍କ ମଧ୍ୟାହ୍ନ ଭୋଜନ ଅଣ୍ଡା ।

ସ୍କୁଲ କାନ୍ଥ ଭାଙ୍ଗିଲେ ହାତୀପଲ । ହାତୀପଲ ଖାଇଗଲେ ପିଲାଙ୍କ ମଧ୍ୟାହ୍ନ ଭୋଜନ ଅଣ୍ଡା ।କେନ୍ଦୁଝର ସଦର ବନଖଣ୍ଡ ଅଧିନ ଆମ୍ବଡହରା ବିଦ୍ୟାଳୟରେ ଗତକାଲି ରାତିରେ ୨୦ ଟିକିଆ ହାତୀପଲ୍ଲ ଏଭଳି କାଣ୍ଡ ଘଟାଇଛନ୍ତି । ଗତ
Read More...

Google Play Storeରୁ ଡିଲିଟ କରାଗଲା ୩୦୦ରୁ ଅଧିକ ଆପ୍ସ

ଭାରତ ଏକ ସ୍ୱଦେଶୀ ଭାବରେ ବିକଶିତ ବ୍ରାଉଜର(ସର୍ଚ୍ଚ ଇଞ୍ଜିନ୍) ଯୋଜନା କରୁଛି ଯାହା ଡାଟା ସୁରକ୍ଷା ଏବଂ ଗୋପନୀୟତା ସୁନିଶ୍ଚିତ କରିବ। ଏଥିପାଇଁ ଏକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏବଂ ଗୁରୁବାର ତାହାର ଫଳାଫଳ
Read More...

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ

ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଛି । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ସ୍କୁଲ
Read More...

ବିଧାନସଭାରେ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ

ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍ ଜଡ଼ିତ । ମହାପ୍ରଭୁ ଜଗନ୍ନାଥଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ବିଶ୍ଵରେ ଓଡ଼ିଶାର ଲୋକ ଯେଉଁଠି ରହୁଛନ୍ତି, ପଖାଳ ସେଇଠି ପହଞ୍ଚିଛି।
Read More...

ଏଣିକି ଜିଓ ହଟଷ୍ଟାରରେ ଫ୍ରି’ରେ ଦେଖିପାରିବେ ଆଇପିଏଲ

କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ଜିଓ ବର୍ତ୍ତମାନର ଏବଂ ନୂତନ ଗ୍ରାହକଙ୍କ ପାଇଁ ଏକ ସ୍ୱତନ୍ତ୍ର ଅଫର ଆଣିଛି। ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି
Read More...

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି ।

ଓଡ଼ିଶାରେ ରହିଛି ଭରପୁର ସୁନା ଖଣି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି, ଦେବଗଡ଼ କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ,
Read More...

ବିଧାନସଭା ଭିତରେ ବାଜିଲା ହୁଇସିଲ୍।

ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ
Read More...

ବଦଳିବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠ୍ୟପୁସ୍ତକ

ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠ୍ୟପୁସ୍ତକ ବଦଳିବ । ଜାତୀୟ ପାଠ୍ୟକ୍ରମ ଅନୁସାରେ ଏନସିଇଆରଟି ଦ୍ବାରା ପ୍ରସ୍ତୁତ ପୁସ୍ତକ ସହ ସମାନ୍ତରାଳ ଭାବେ ଏସବୁ ଶ୍ରେଣୀ ପାଇଁ ନୂଆ ପାଠ୍ୟପୁସ୍ତକ ପ୍ରଚଳନ
Read More...

୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା।

ତାତିରେ ଲାଗିବ ବ୍ରେକ୍, ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ଦିନର ତାପମାତ୍ରା। ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
Read More...

ଆଜି ହେଉଛି ପଖାଳ ଦିବସ

ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍‌
Read More...

ବିଜୁଳି କାଟ୍‌କୁ ନେଇ ସରକାର ଏକ ବଡ଼ ଘୋଷଣା

ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍‌ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି
Read More...

ସୁନୀତା ୱିଲିୟମ୍ସ ଫେରିବାକୁ ନେଇ ଖୁସି ହେଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ଟିମ ପୃଥିବୀକୁ ଫେରିବା ନେଇ ଖୁସି ବ୍ୟକ୍ତ କରିଛନ୍ତି । ୯ ମାସ ମହାକାଶରେ ରହିବା ପରେ ସୁନୀତା ୱିଲିୟମ୍ସ ଏବଂ ବୁଚ ୱିଲମୋର ଫେରିଛନ୍ତି ।
Read More...

ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ । 

ସୌମ୍ୟ ଶଙ୍କର ଚକ୍ର ଓରଫ୍ ରାଜା ଚକ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ୍ । ୩ ଦିନିଆ ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ବାଲେଶ୍ବର OPID କୋର୍ଟ । ୫ ଦିନିଆ ରିମାଣ୍ଡ ପାଇଁ ଆବେଦନ
Read More...